Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉତ୍ସବ ମୁଖର ମୟୂରଭଞ୍ଜ ଦ୍ରୌପଦୀଙ୍କ ପାଇଁ ୫୦ କୁଇଣ୍ଟାଲ ଲଡୁ

 ବାରିପଦା :  ଆଜି ଆସିବ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ। ସମର୍ଥନ ଦୃଷ୍ଟିରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇପାରନ୍ତି ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ। ନିର୍ବାଚନରେ ବାଜିମାତ୍ କଲେ ଦେଶର ମହାମହିମ ହେବେ ଜଣେ ଓଡ଼ିଆ ଝିଅ। ତେବେ ନିର୍ବାଚନୀ ଫଳାଫଳ ଘୋଷଣା ପୂର୍ବରୁ ଖୁବ୍ ଉତ୍ସାହିତ…

ଆଜି ବି ରାଜ୍ୟରେ ୧୧୦୦ ଉପରେ ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୧୧୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୯୭ ଜଣ…

ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର : ଗୁରୁବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଅଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବ । ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ପରବର୍ତ୍ତୀ ୧୪ ଘଣ୍ଟା ଅର୍ଥାତ୍‌ ଶୁକ୍ରବାର ସକାଳରୁ ଶନିବାର ପର୍ଯ୍ୟନ୍ତ ଜଗତ୍‌ସିଂହପୁର, ପୁରୀ,…

ଜୀବନ ଯୁଦ୍ଧରେ ହାରିଗଲେ ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର

ଭୁବନେଶ୍ୱର: କର୍କଟ ସହ ଲଢ଼ୁଥିଲେ, ହେଲେ ଜୀବନ ଯୁଦ୍ଧରେ ହାରିଗଲେ । ବୁଧବାର ବିଳମ୍ବିତ ରାତିରେ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ବିୟୋଗ ଘଟିଛି । ବିଳମ୍ବିତ ରାତିରେ ରାଜେଶ୍ୱରୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା । ପ୍ରଥମେ ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ…

ବିଜେବି କଲେଜରେ ସାନି ରାଗିଂ ଅଭିଯୋଗକୁ ଖଣ୍ଡନ କଲେ ଡିସିପି

ଭୁବନେଶ୍ୱର: ବିଜେବି କଲେଜରେ ଯେଉଁ ସାନି ରାଗିଂ ଅଭିଯୋଗ ଆସିଛି ତାହାରା କୌଣସି ଆଧାର ନାହିଁ । ରାଗିଂ ନେଇ ହୋଇଥିବା ଏତଲାର ତଦନ୍ତ ପରେ ଏହା କହିଛନ୍ତି ଡିସିପି ପ୍ରତୀକ ସିଂ। ସେ କହିଛନ୍ତି, ରାଗିଂ ଅଭିଯୋଗ ଆଣିଥିବା ଛାତ୍ର ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ର । ସେ ହଷ୍ଟେଲରେ ରୁହନ୍ତି…

କାଶୀପୁରରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର

ରାୟଗଡା: କାଶୀପୁୁରରେ କଲେରା ଆତଙ୍କା ଦେଖାଦେବା ପରେ ଏବେ ତତ୍ପର ହୋଇଉଠିଛି ଜିଲ୍ଲା ପ୍ରଶାସନ । ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଟି. ଆପାଙ୍ଗ ଆଓ କାଶୀପୁରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ଯେଉଁ ହଇଜା ବ୍ୟାପିଛି ତାହାର ସ୍ଥିତି ଅନୁଧ୍ୟାନ ପାଇଁ ସଂଧ୍ୟାରେ ପହଞ୍ଚିଛନ୍ତି…

ଦ୍ରୌପଦୀ ଓ ଯଶୱନ୍ତଙ୍କୁ ବିଜେପି-କଂଗ୍ରେସରୁ ହୋଇଛି କ୍ରସ ଭୋଟିଂ?

ଭୁବେନଶ୍ୱର: ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ କଂଗ୍ରେସରୁ କେବଳ ବିଧାୟକ ମହମ୍ମଦ ମୋକିମ ନୁହେଁ ବରଂ ଆହୁରି ଜଣେ ବିଧାୟକ ତାଙ୍କୁ ଭୋଟ୍ ଦେଇଛନ୍ତି । ଗୁରୁବାର ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇବ । ଏହା ପୂର୍ବରୁ ବୁଧବାର ବିରୋଧୀ ଦଳର ମୁଖ୍ୟ ସେଚତକ ମୋହନ…

ବ୍ରହ୍ମପୁରରେ ମାସ୍କ ପିନ୍ଧୁନାହାନ୍ତି ଲୋକେ; ବିଏମସିର ଅବିରତ ଚଢ଼ଉ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ କରୋନା ସଂକ୍ରମଣର ଭୟବହତା ଦେଖିବାକୁ ମିଳିନି । ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବିଶେଷ ବୃଦ୍ଧି ହୋଇନି। ତଥାପି ମାସ୍କ ପିନ୍ଧିବାକୁ ବ୍ରହ୍ମପୁର ମହାନଗର ନିଗମ ତରଫରୁ ବାଧ୍ୟତାମୂଳକ କରାଯାଇଛି । ଏନେଇ ନିଗମର ଆୟୁକ୍ତ ଜେ.ସୋନାଲଙ୍କ ତରଫରୁ ନିର୍ଦ୍ଦେଶନାମା…

ପୁରୀରେ ଭୁଶୁଡ଼ିଲା ନିର୍ମାଣଧୀନ ଛାତ; ୫ ଜଣ ଶ୍ରମିକ ଉଦ୍ଧାର

ପୁରୀ: ପୁରୀ ସହରରେ ମଶାଣି ଚଣ୍ଡି ଛକ ନିକଟରେ ନିର୍ମାଣଧୀନ ଛାତ ଭୁଶୁଡ଼ି ଯାଇଛି । ନିର୍ମାଣ କାମ ଚାଲୁଥିବା ବେଳେ ଛାତଟି ଭୁଶୁଡ଼ି ପଡ଼ିଥିଲା । ଘଟଣାସ୍ଥଳରେ ଥିବା ୫ ଜଣ ଶ୍ରମିକ ଫସିଯାଇଥିଲେ । ଓଡ୍ରାଫ ଓ ସ୍ଥାନୀୟ ଲୋକଙ୍କ ସହଯୋଗରେ ସମସ୍ତ ଶ୍ରମିକ ମାନଙ୍କୁ ସୁରକ୍ଷିତ ଉଦ୍ଧାର…

ଗଞ୍ଜାମରେ ମିଳୁନି କୋଭିସିଲ୍‌ଡ ଟିକା

ବ୍ରହ୍ମପୁର: ଗଞ୍ଜାମ ଜିଲାରେ କୋଭିସିଲ୍‌ଡ ଟିକା ଖୋଜିଲେ ମିଳୁନି । ଜିଲା ବ୍ୟାପି ସବୁଆଡ଼େ କୋଭିସିଲ୍‌ଡ ସରିଯାଇଛି। ଯାହା ଫଳରେ ଜିଲାରେ କୋଭିଡ ଟିକାକରଣ ପ୍ରଭାବିତ ହୋଇଛି । କେବଳ ବ୍ରହ୍ମପୁର ସହର ନୁହଁ, ଜିଲାର ଗ୍ରାମାଞ୍ଚଳ ଏବଂ ଛୋଟ ସହର ଗୁଡ଼ିକରେ ମଧ୍ୟ କୋଭିସିଲ୍‌ଡ ଶେଷ ହୋଇଯାଇଛି ।…