Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୈନନ୍ଦିନ ଖାଦ୍ୟ ଉପରେ GST ଲଗାଇ ଗରିବଙ୍କୁ ନାତ ମାରିଛନ୍ତି କେନ୍ଦ୍ର ସରକାର: ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର: ଚୁଡା, ମୁଢି, ଉଖୁଡ଼ା, ଖଈ ଆଦି ଦ୍ରବ୍ୟ ଉପରେ ଜିଏସଟି ଲାଗୁ କରିବା ନିଷ୍ପତ୍ତି କେନ୍ଦ୍ର ସରକାରଙ୍କର ଗରିବଙ୍କ ପେଟକୁ ନାତ ବୋଲି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି । ଏଥିସହ ଏହି ନିଷ୍ପତ୍ତିର ଦୃଢ଼ ନିନ୍ଦା କରିଛନ୍ତି । ଜିଏସଟି କାଉନସିଲ୍ ଏଭଳି…

[ଦେଖନ୍ତୁ ଭିଡିଓ] ବିଧାନସଭାରେ ଜିଏସ୍‌ଟି ତାତି । ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ…

ଭୁବନେଶ୍ୱର : ବିଧାନସଭାରେ ଜିଏସ୍‌ଟି ତାତି । ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଜୋରଦାର ହୋହଲ୍ଲା କରିଥିଲେ ।  ପ୍ରଶ୍ନକାଳରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଥିଲେ, ଯଦି କେନ୍ଦ୍ର ସରକାର ଏସବୁ…

ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଆଗରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ : ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ଆତ୍ମହତ୍ୟା ଉଦ୍ୟମ । ଦେହରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି ଜଣେ ଯୁବକ । ଗୋଟିଏ ପଟେ ବ୍ଲକ କାର୍ଯ୍ୟାଳୟ ପରିସରରେ ଚାଲିଛି ଜିଲ୍ଲାପାଳଙ୍କ ଜନଶୁଣାଣୀ ଶିବିର, ଅନ୍ୟପଟେ ଜନଶୁଣାଣୀ ଶିବିର ବାହାରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମା…

[ଦେଖନ୍ତୁ ଭିଡିଓ] ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରି ଓଡ଼ିଆ ମୁଭି ‘ଦମନ’ର ରିଲିଜ୍ ତାରିଖ ଘୋଷଣା।

ଭୁବନେଶ୍ୱର : ଆଜି ଶ୍ରାବଣର ପ୍ରଥମ ସୋମବାର । ହାତରେ ପାଣି ଭାର ନେଇ ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରିଛନ୍ତି ଓଡ଼ିଆ ଅଭିନେତା ବାବୁସାନ୍। ନିଜର ଫିଲ୍ମ ଦମନର ସବୁ କ୍ରିଉ ମେମ୍ବରଙ୍କ ସହ ଏକାଠି ହୋଇ ବାବା ଲିଙ୍ଗରାଜଙ୍କ ନିକଟରେ ଜଳାଭିଷେକ କରିବା ସହ ଆଶୀର୍ବାଦ ନେଇଛନ୍ତି। ହାତରେ…

ବିଧାନସଭାରେ ଜିଏସ୍‌ଟି ତାତି, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର :   ବିଧାନସଭାରେ ଜିଏସ୍‌ଟି ତାତି। ଚୁଡ଼ା, ମୁଢ଼ି ଉପରେ GST ଲାଗୁ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଜୋରଦାର ହୋହଲ୍ଲା କରିଥିଲେ। ଏହାପରେ ଗୃହକୁ ପ୍ରଥମେ ୧୦ମିନିଟ୍ ଓ ପରେ ଅପରାହ୍ନ ୪ଟା ଯାଏଁ ମୁଲତବି ରଖିଛନ୍ତି ବାଚସ୍ପତି। ପ୍ରଶ୍ନକାଳରେ…

[ଦେଖନ୍ତୁ ଭିଡିଓ] ଶ୍ରାବଣ ପ୍ରଥମ ସୋମବାରରେ ଅଷ୍ଟଶମ୍ଭୁଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ସୁବର୍ଣ୍ଣପୁର  : ଶ୍ରାବଣର ପ୍ରଥମ ସୋମବାର  ।  ସୁବର୍ଣ୍ଣପୁର ସହର ଆଜି ଉତ୍ସବମୂଖର ହୋଇ ଉଠିଛି । ବିଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁଁ ଶ୍ରାବଣ ମାସରେ ଅଷ୍ଟସମ୍ଭୁଙ୍କ ଏହି ସହର ଖାଁ ଖାଁ ଲାଗୁଥିବା ବେଳେ ଚଳିତ ବର୍ଷ କଟକଣା କହୋଳ ହୋଇଥିବାରୁ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ…

ବିବେକ ଅନୁସାରେ ମାଟିର ଝିଅକୁ ଭୋଟ୍ ଦେଲି: ମହମ୍ମଦ ମୋକିମ୍

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଲେ ମହମ୍ମଦ ମୋକିମ । ରାଷ୍ଟ୍ରପତି ନିର୍ବାଚନରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଛନ୍ତି । ଦ୍ରୌପଦୀଙ୍କୁ ଭୋଟ୍ ଦେବା ପରେ ବିଧାୟକ ମୋକିମଙ୍କ ପ୍ରତିକ୍ରିୟା ରଖି କହିଛନ୍ତି, ‘ମୁଁ ମାଟିର ଝିଅକୁ ଭୋଟ୍ ଦେଲି’ ।…

ମୋବାଇଲରେ ପ୍ରେମରୁ ମର୍ଡର, ପଥରରେ ଛେଚି ପ୍ରେମିକାକୁ ହତ୍ୟା କଲା ପ୍ରେମିକ

ଜି.ଉଦୟଗିରି: ମୋବାଇଲରୁ ପ୍ରେମ, ତା'ପରେ ଦୁଷ୍କର୍ମ କରି ହତ୍ୟା । ଏଭଳି ଏକ ଚାଞ୍ଚଲ୍ୟକର ହତ୍ୟା ମାମଲାରେ କନ୍ଧମାଳ ଜିଲ୍ଲା ରାଇକିଆ ଥାନା ପୋଲିସକୁ ସଫଳତା ମିଳିଛି । ପୋଲିସ ଅଭିଯୁକ୍ତ ପ୍ରେମିକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ପଙ୍କଜ ଦିଗାଲ ପୂର୍ବରୁ ସ୍ତ୍ରୀକୁ ହତ୍ୟା…

ରାୟଗଡା କାଶୀପୁର ବ୍ଲକରେ ଡାଇରିଆ ଆତଙ୍କ। ସ୍ଥିତି ପରିଖିବାକୁ ପହଞ୍ଚିଲେ RMRC ଟିମ୍

ରାୟଗଡ଼ା  : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଆତଙ୍କ ସୃଷ୍ଟି କରିଛି ଡାଇରିଆ ।  ୭ ଜଣ ମୃତ ଏବଂ ୭0ରୁ ଉର୍ଦ୍ଧ ଆକ୍ରାନ୍ତ ପରେ ସ୍ଥିତି ପରିଖିବା ପାଇଁ ଟିକିରିରେ ପହଞ୍ଚିଲେ RMRC ର ବିଶେଷଜ୍ଞ ଦଳ ।   ବର୍ତ୍ତମାନ ସୁଦ୍ଧା ଏଥିରେ ୭୦ ଜଣ ଏଥିରେ ଆକ୍ରାନ୍ତ ହୋଇଥିବା ବେଳେ ୫ ଜଣଙ୍କ ଅବସ୍ଥା…

ଶ୍ରାବଣ ସୋମବାର, ଜଳାଭିଷେକ ଲାଗି ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଆଠଗଡ଼  : ଶ୍ରାବଣ ମାସର ପ୍ରଥମ ସୋମବାର ପାଇଁ ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ପୀଠ ଚଳଚଞ୍ଚଳ । ୨ ବର୍ଷର କୋଭିଡ କଟକଣା ପରେ ବାବା ଧବଳେଶ୍ୱରଙ୍କ ପୀଠରେ କାଉଡ଼ିଆଙ୍କୁ ଜଳ ଲାଗି କରିବାର ସୁଯୋଗ ମିଳିଛି । ବାବା ଧବଳେଶ୍ବର ପୀଠରେ ଭୋର ୩ ଟାରୁ ମନ୍ଦିର ଫିଟାଯାଇ ଦର୍ଶନ ଓ ଜଳଲାଗି…