Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ପାଇଁ ପୋଲିସ ଛାଉଣି: ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଛି। ସୁରକ୍ଷା ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ ପୋଲିସ କମିଶନରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ବିଧାନସଭା ପରିସର ଅନୁଧ୍ୟାନ…

ଟଙ୍କା ପାଇଁ ବ୍ୟାଙ୍କକୁ କଙ୍କାଳ ନେବା ଘଟଣା; RDC ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲାର ପାଟଣା ସ୍ଥିତ ଏକ ବ୍ୟାଙ୍କରୁ ଜିତୁ ମୁଣ୍ଡା ନାମକ ଜଣେ ବ୍ୟକ୍ତି ଟଙ୍କା ନ ପାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ RDC ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ଅଧିକାରୀ ମାନଙ୍କୁ ସାଧାରଣ ଲୋକଙ୍କ…

ପୁଣି ହାଜତ ମୃତ୍ୟୁ ଅଭିଯୋଗ: ଥାନା ଭିତରେ ଗିରଫ ଅଭିଯୁକ୍ତର ଝୁଲନ୍ତା ମୃତଦେହ ଉଦ୍ଧାର

ନବରଙ୍ଗପୁର: ପୁଣି ହାଜତ ମୃତ୍ୟୁ ଅଭିଯୋଗ। ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଭିତରେ ଜଣେ ଗିରଫ ଅଭିଯୁକ୍ତର ଝୁଲନ୍ତା ମୃତଦେହ ଉଦ୍ଧାର। ମେଦେନା ପଞ୍ଚାୟତ ଅଂଚଳା ଗ୍ରାମର ପୂର୍ଣ୍ଣ କଳାର ନାମକ ଅଭିଯୁକ୍ତକୁ ଏକ ଅପହରଣ ମାମଲାରେ ଗିରଫ କରିଥିଲା ଡାବୁଗାଁ ପୋଲିସ। ପୁର୍ଣ୍ଣ କିଛି ଦିନ ତଳେ…

ସେବାୟତଙ୍କ ବିବାଦ; ଚାପ ନଖେଳି ବାହୁଡ଼ିଲେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା

ପୁରୀ: ସେବାୟତଙ୍କ ବିବାଦ। ନିଜ ଜିଦ୍‌ ପାଇଁ ମହାପ୍ରଭୁଙ୍କ ଚାପ ବି ଅଟକାଇ ଦେଲେ। ଦୁଇ ଗୋଷ୍ଠୀ ସେବକଙ୍କ ମଧ୍ୟରେ ଡଙ୍ଗାରେ ଯିବା ନେଇ କନ୍ଦଳ ଉପୁଜିବାରୁ ବିଳମ୍ବିତ ରାତି ଯାଏଁ ଚାପ ହୋଇପାରିଲା ନାହିଁ। ଫଳରେ ବନ୍ଦ ରହିଲା ମହାପ୍ରଭୁଙ୍କ ଚାପଖେଳ। ସୁଦୁ ସୁଆର ଓ ସିଂହାରୀଙ୍କ ମଧ୍ୟରେ ବିବାଦ…

ଟ୍ରେଲରକୁ ପିଟିଲା ଯାତ୍ରୀବାହୀ ବସ୍‌; ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି, ସଙ୍କଟାପନ୍ନ ଅନେକ ଯାତ୍ରୀ

ବଣାଇ: ଘରୋଇ ବସ୍‌-ଟ୍ରେଲର ମୁହାଁମୁହିଁ ଧକ୍କା। ଟ୍ରେଲରକୁ ପିଟିଲା ଯାତ୍ରୀବାହୀ ବସ୍‌। ଟ୍ରକ, ବସ୍ ଡ୍ରାଇଭରଙ୍କ ସମେତ ୪ ଜଣଙ୍କ ମୃତ୍ୟୁ। ଏବେବି ୧୦ଜଣଙ୍କ ଅବସ୍ଥା ସଙ୍କଟାପନ୍ ରହିଛି। ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ରାଉରକେଲାରୁ ଯାଜପୁର ଟାଉନକୁ ଯାଉଥିବା ଯାତ୍ରୀବାହୀ ବସ୍ ୧୪୩ ନଂ.…

ବଦଳିବ ପାଗର ମିଜାଜ୍, କାଳବୈଶାଖୀ ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ ଅସମ୍ଭାଳ ତାତି ହେଉଥିଲା। ପାରଦ ସବୁବେଳେ ଉପରମୁହାଁ ରହୁଥିଲା। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି। ହେଲେ ଏବେ ତାତିରେ ଲାଗିବ ବ୍ରେକ୍।…

ବ୍ୟାଙ୍କରୁ ଟଙ୍କା ଉଠାଇବାକୁ ଭଉଣୀର ମୃତଦେହ ଖୋଳି ଆଣିବା ଘଟଣା, ଏନଏଚଆରସିରେ ମାମଲା ରୁଜୁ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମଲିପଶି ଅଞ୍ଚଳରେ ଜଣେ ବୃଦ୍ଧ ବ୍ୟକ୍ତି ନିଜ ମୃତ ଭଉଣୀଙ୍କ ଜମା ଟଙ୍କା ପାଇବା ପାଇଁ ମଶାଣିରୁ ମୃତଦେହ ଖୋଳି ଆଣି ବ୍ୟାଙ୍କ ସମ୍ମୁଖରେ ରଖିବା ଘଟଣା । ଏହି ମାମଲାରେ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ କରାଯାଇଛି । ଘଟଣାକୁ ନେଇ…

ରାଉରକେଲାରୁ ନିଖୋଜ ଶିଶୁ ବରଗଡ଼ରୁ ଉଦ୍ଧାର, ୫୦ ହଜାରରେ ବିକ୍ରି…

ରାଉରକେଲା: ସୁନ୍ଦରଗଡ଼ ପ୍ରଶାସନ ଏକ ଶିଶୁପୁତ୍ରକୁ ଆଠ ମାସ ପରେ ଉଦ୍ଧାର କରିଛି। ତାଙ୍କୁ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ବରଗଡ଼ ଜିଲ୍ଲାର ଏକ ନିଃସନ୍ତାନ ଦମ୍ପତିଙ୍କଠାରୁ ଶିଶୁଟି ଉଦ୍ଧାର କରାଯାଇଥିଲା। ବର୍ତ୍ତମାନ ମହିଳା ଏବଂ ଶିଶୁ ବିକାଶ ବିଭାଗ ଦ୍ୱାରା ପରିଚାଳିତ ଏକ…

ରାଜ୍ୟରେ ଅସହ୍ୟ ତାତି; ୪୫ ଡିଗ୍ରୀ ଟପିଲା ଝାରସୁଗୁଡ଼ା

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ମଙ୍ଗଳବାର ଦିନ ଝାରସୁଗୁଡାରେ ଚଳିତ ବର୍ଷର ସର୍ବାଧିକ ତାପମାତ୍ରା ୪୫.୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ରାଜ୍ୟର ପ୍ରାୟ ୧୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି। ଭାରତୀୟ…

ଓଜେଇଇ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ, ଏହି ତାରିଖରୁ ଆରମ୍ଭ ହେବ…

ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ପରୀକ୍ଷା ତାରିଖ । ଆସନ୍ତା ମେ’ ୪ ତାରିଖରୁ ଆରମ୍ଭ ହୋଇ ୧୦ ତାରିଖ ଯାଏଁ ପରୀକ୍ଷା ଚାଲିବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ…