Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ କରିବ ବିଜେଡି

ଭୁବନେଶ୍ବର:  ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ବିଜେଡି ସମର୍ଥନ କରିବ । ଏନେଇ ବିଜେଡି ପକ୍ଷରୁ ସ୍ପଷ୍ଟ କରାଯାଇଛି । ଉପରାଷ୍ଟ୍ରପତି ନିର୍ବାଚନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହେବା ପରେ ବିଜେଡି ସମର୍ଥନ…

ରାତି ପାହିଲେ ଶ୍ରାବଣର ପ୍ରଥମ ସୋମବାର । ବୋଲବମ ଭିଡ଼ ଲାଗି ଲିଙ୍ଗରାଜ ମନ୍ଦିରରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର: ରାତି ପାହିଲେ ଶ୍ରାବଣ ମାସର ପ୍ରଥମ ସୋମବାର । ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ବୋଲବମ ଭକ୍ତଙ୍କ ଭିଡ଼କୁ ଲକ୍ଷ କରି ଭୁବନେଶ୍ୱର ସହରାଞ୍ଚଳ ପୁଲିସ ତରଫରୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱର ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।…

କବିସୂର୍ଯ୍ୟନଗରରୁ ଅପହରଣ, ପାଟପୁରରୁ ମିଳିଲା ଅର୍ଦ୍ଧଦଗ୍ଧ ଶବ

ବ୍ରହ୍ମପୁର: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ପାଟପୁର ଥାନା ଝରଣ ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରୁ ମିଳିବା ଘଟଣା ସାରା ଜିଲାରେ ଆଲୋଡ଼ନ ଖେଳାଇ ଦେଇଛି। ଅପହରଣ ପରେ ହତ୍ୟା ଏବଂ ହତ୍ୟା ପ୍ରମାଣକୁ ଲୁଚାଇବା ପାଇଁ ଶବକୁ ଜାଳି ଦିଆଯାଇଥିବା…

ଗଲ୍ଫ ଓଡ଼ିଆ ଆସୋସିଏସନର ପଞ୍ଚମ ବାର୍ଷିକ ଉତ୍ସବ ପାଳନ

ଭୁବନେଶ୍ୱର: ଗଲ୍ଫ ଓଡ଼ିଆ ଆସୋସିଏସନ(ଗଓଆ) ର ପଞ୍ଚମ ବାର୍ଷିକ ଉତ୍ସବ ଭୁବନେଶ୍ୱରଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଗଓଆ ତରଫରୁ ଭୁବନେଶ୍ୱରଠାରେ ଏକ ବିଶାଳ ମହୋତ୍ସବର କରାଯାଇଥିଲା। ଏହି ସମାବେଶରେ ମଧ୍ୟପ୍ରାଚ୍ୟସ୍ଥିତ ସାଉଦି ଆରବ, କାତାର, ଓମାନ, କୁଏତ, ବାହାରିନ, ୟୁଏଇ…

ରାଷ୍ଟ୍ରପତି ନିର୍ବାଚନ: ଦ୍ରୈାପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ବ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍

ଓଡ଼ିଶା ସମ୍ବାଦ ବ୍ୟୁରୋ:  ରାତି ପାଇଲେ ରାଷ୍ଟ୍ରପତି ନିର୍ବାଚନ । ଏଥର ନିର୍ବାଚନରେ ଏନଡିଏ ଏବଂ ୟୁପିଏ ପ୍ରାର୍ଥୀଙ୍କ ମଧ୍ୟରେ ନିର୍ଚାଚନ ହେବ । ଭୋଟ ଦେବେ ସାଂସଦ ଏବଂ ବିଧାୟକ । ତେବେ ସରକାରୀ ଦଳର ପ୍ରାର୍ଥୀ ଚୟନ କୁ ନେଇ ଏବେ ସାରା ଭାରତରେ ଚର୍ଚା ହେଉଛି । ଏହାବି କୁହାଯାଉଛି ଦ୍ରୈାପଦୀ…

ଦଉଡ଼ିରେ ଝୁଲି ଝୁଲି ନଈ ପାରିହେଲେ ଗର୍ଭବତୀ । ଦେବଦୂତ ସାଜିଲେ ଅଗ୍ନିଶମ ବାହିନୀ

କେନ୍ଦୁଝର: ଜନନୀ ଯନ୍ତ୍ରଣାର ହୃଦୟ ବିଦାରକ ଦୃଶ୍ୟ, ପ୍ରସବ ଯନ୍ତ୍ରଣା ସତ୍ୱେଏମିତି ବିପଦସଙ୍କୁଳ ଅବସ୍ଥାରେ ଭରା ନଇ ପାର ହେଉଛନ୍ତି ଗର୍ଭବତୀ ମହିଳା ।  ଆଉ ଏହି ସମୟରେ ଅପହଞ୍ଚ ଇଲାକା ପାଇଁ ଦେବଦୂତ ସାଜି ପହଞ୍ଚି ଯାଇଥିଲେ ଅଗ୍ନିଶମ ବାହିନୀ  । ଏକ ଦଉଡ଼ି ସାହାଯ୍ୟରେ ଜଣେ ଗୁରୁତର…

ପାରାଦୀପରେ ଇଲିସ ଅଭାବ; କୂଳକୁ ଆସୁନାହାନ୍ତି ମାଛ

ପାରାଦୀପ: ବର୍ଷା ହେଉଛି, ସମୁଦ୍ରରେ ପୂବେଇ ଓ ଉତ୍ତରା ପବନ ବହୁଛି। ହେଲେ ପାରାଦ୍ଵୀପକୁ ଆସୁନାହାନ୍ତି ଇଲିସି । ସୁଆଦିଆ ଇଲିସି ମାଛ ପାଇଁ ବାଧକ ସାଜୁଛି ଗୋଳିଆ ବଢ଼ି ପାଣି। କୂଳକୁ ଆସୁନାହାନ୍ତି ଇଲିସି ।  ଇଲିସି ଅଭାବ ଯୋଗୁଁ ବଜାରରେ ଦର ବି ଉଞ୍ଚା । ହତାଶ ହେଉଛନ୍ତି ଖାଉଟି। ମାଛ…

ଚାଇନାର ୩ ଜଣ ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି

ଭୁବନେଶ୍ବର: ଚାଇନାର ୩ ଜଣ ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି ହୋଇଛି। ଇଓଡବ୍ଲୁର ଅନୁରୋଧ କ୍ରମେ ବ୍ୟୁରୋ ଅଫ୍ ଇମିଗ୍ରେସନ ପକ୍ଷରୁ ଏହି ସର୍କୁଲାର ଜାରି  ହୋଇଥିବା ଜଣାଯାଇଛି। ଚାଇନାର ଠକମାନେ ବେଆଇନ ଡିଜିଟାଲ ଲୋନ୍ ଆପ୍ ମାଧ୍ୟମରେ ଲୋକଙ୍କୁ ଠକୁଥିବା ନେଇ ଅଭିଯୋଗ…

ସିଲ୍ ହେଲା ରିଲାଏନ୍ସ ଫ୍ରେସ ଷ୍ଟୋର । ସ୍ୱଚ୍ଛତା ପାଳନ ହେଉନଥିବା ଅଭିଯୋଗ

ଭୁବନେଶ୍ୱର : ପୁଣି ଥରେ ସ୍ୱଚ୍ଛତାମାନ ପରୀକ୍ଷଣ କରାଯାଇ ବିଏମସି ପକ୍ଷରୁ ଚଢାଉ ଆରମ୍ଭ ହୋଇଛି।  ଗୋପବନ୍ଧୁ ଛକରେ ଥିବା ରିଲାଏନ୍ସ ଫ୍ରେସ ଷ୍ଟୋର ସିଲ୍ ହୋଇଛି। । ଷ୍ଟୋରରେ ଡଷ୍ଟବିନ୍ ବ୍ୟବହାର ଏବଂ ସ୍ୱଚ୍ଛତା ପାଳନ ହେଉନଥିବା ଅଭିଯୋଗ, ଅଭିଯୋଗ ପରେ ଚଢ଼ାଉ କରି ୩ ଦିନ ପାଇଁ ଷ୍ଟୋରକୁ…

[ଦେଖନ୍ତୁ ଭିଡିଓ] ରାୟଗଡ଼ା କାଶୀପୁର ବ୍ଲକରେ ଡାଇରିଆ ଆତଙ୍କ । ବଢୁଛି ମୃତକଙ୍କ ସଂଖ୍ୟା

ରାୟଗଡ଼ା :  କାଶୀପୁର ବ୍ଲକର ବିଭିନ୍ନ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି ।‌ ଗୋଟିଏ ପରେ ଗୋଟିଏ ଗାଁକୁ ବ୍ୟାପୁଛି ଝାଡ଼ାବାନ୍ତି। ଏଥିରେ ଆକ୍ରାନ୍ତ ହୋଇ ଗତକାଲି ସୁଦ୍ଧା ୭ ଜଣଙ୍କ ମୃତ୍ୟୁ ଘଟିଛି । ଏତବ୍ୟତୀତ ୭୦ ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍କଟାପନ୍ନ…