Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୪ ଘଣ୍ଟା ମଧ୍ୟରେ ବାହାରିଲେ ୮୭୨ ଜଣ କୋଭିଡ୍ ପଜିଟିଭ

ତିନି ପରେ ପୁଣି କରୋନା ସଂକ୍ରମଣରେ ଟିକେ ବ୍ରେକ ଲାଗିଛି  । ଗତକାଲି 1000 ଉପରେ ସଂକ୍ରମଣ ହୋଇଥିବା ବେଳେ ଆଜି ଆସିଥିବା ରିପୋର୍ଟରେ କମିଛି ସଂକ୍ରମଣ ।  ଗତ ୨୪ ଘଣ୍ଟା ମଧ୍ୟ ରାଜ୍ୟରୁ ୮୭୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।…

ଓଡ଼ିଶା ରଣଜୀ କ୍ରିକେଟ ଟିମ୍‌ର କୋଚ୍ ପଦ ଛାଡ଼ିଲେ ଓ୍ୱାସିମ୍ ଜାଫର

ଭୁବନେଶ୍ବର: ଓଡ଼ିଶା ରଣଜୀ କ୍ରିକେଟ ଟିମ୍‌ର ମୁଖ୍ୟ କୋଚ୍ ପଦ ଛାଡ଼ିଲେ ଓ୍ୱାସିମ୍ ଜାଫର । ଓଡ଼ିଶା ପାଇଁ ସେ  ୨ଟି ସିଜିନ ରହିବା ପରେ କୋଚ୍ ପଦ ଛାଡ଼ିଛନ୍ତି ଓ୍ୱାସିମ୍ ଜାଫର । ଓ୍ୱାସିମ୍ ଜାଫର କୋଚ୍ ପଦ ଛାଡ଼ିବା ନେଇ ଓସିଏ ପକ୍ଷରୁ ସୂଚନା ଦିଆଯାଇଛି ।  ୧୯ ବର୍ଷରୁ କମ୍ ବାଂଲାଦେଶ ଟିମ୍‌ର…

ଏନ୍‍ଆଇଆର୍‍ଏଫ୍‍ ରାଙ୍କିଙ୍ଗ: ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୨୦ତମ ସ୍ଥାନରେ କିଟ୍‍

ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ନ୍ୟାସ୍‍ନାଲ୍‍ ଇନ୍‍ଷ୍ଟିଚ୍ୟୁସନାଲ୍‍ ରାଙ୍କିଙ୍ଗ ଫ୍ରେମ୍‍ ୱାର୍କ (ଏନ୍‍ଆଇଆର୍‍ଏଫ୍‍)ର ରାଙ୍କିଙ୍ଗ ଶୁକ୍ରବାର ପ୍ରକାଶ ପାଇଛି । ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ…

ଝାଡ଼ାବାନ୍ତିରେ କାଶୀପୁର ବ୍ଲକରେ ମୃତ୍ୟୁ ସଂଖ୍ୟା 7 କୁ ବଢିଲା

ରାୟଗଡ଼ା:  ଝାଡ଼ାବାନ୍ତିରେ କାଶୀପୁର ବ୍ଲକରେ ମୃତ୍ୟୁ ବଢ଼ିବାରେ ଲାଗିଛି । ଗତକାଲି ସୁଦ୍ଧା 6 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ମୃତ୍ୟୁ ସଂଖ୍ୟା 7ରେ ପହଁଚିଛି ।   ବିଗତ 2 ଦିନ ମଧ୍ୟରେ କାଶୀପୁର ବ୍ଲକରେ 6 ଜଣଙ୍କର ଝାଡାବାନ୍ତିରେ ମୃତ୍ୟୁ ହୋଇଛି । ଏହାକୁ ନେଇ ସ୍ଥାନୀୟ ଅଂଚଳରେ ଭୟ…

“ପଞ୍ଚାୟତ ଅଫିସରୁ ଚୋରି କଲେ ସରପଞ୍ଚ!”

ବରପାଲି: ବରଗଡ଼ ଜିଲ୍ଲା ବରପାଲି ବ୍ଲକର କୁମ୍ଭାରୀ ସରପଞ୍ଚଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ । ପଞ୍ଚାୟତ ଅଫିସରୁ ଜିନିଷ ଚୋରି କରି ବିକୁଛନ୍ତି ସରପଞ୍ଚ । ଚୋରି ଜିନିଷକୁ ସହଯୋଗୀଙ୍କ ଜରିଆରେ ବିକୁଛନ୍ତି ବୋଲି ଗ୍ରାମବାସୀ ଏବଂ ଅଫିସ ପିଅନ ଅଭିଯୋଗ କରିଛନ୍ତି । କଥାଟି…

ମାସ୍କ ପିନ୍ଧି ନଥିଲେ ଦୋକାନୀ ଦେବେନି ଜିନିଷ, ଜାରି ହେଲା ଆଡଭାଇଜରି

ଭୁବନେଶ୍ୱର: ମାସ୍କ ନଥିଲେ ପ୍ରବେଶ ମନା । ମାସ୍କ ପିନ୍ଧି ନଥିଲେ ଦୋକାନୀ ଦେବେନି ସାମଗ୍ରୀ । ରାଜଧାନୀ ଭୁବନେଶ୍ୱର କୋଭିଡ୍ ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବା ବେଳେ ବିଏମସି ପକ୍ଷରୁ ଜାରି ହୋଇଛି ଆଡଭାଇଜରି । ବଢ଼ି ଚାଲିଥିବା କୋଭିଡ୍ ସଂକ୍ରମଣକୁ ଦେଖି ବିଏମସି ଭୁବନେଶ୍ୱରରେ କୋଭିଡ୍…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍

https://www.youtube.com/watch?v=LQzUxA2sBN8 ୧) ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ପ୍ରଭାବରେ ଉପକୂଳ ଓଡ଼ିଶାରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଭୁବନେଶ୍ୱର ଏବଂ କଟକରେ ପାହାନ୍ତିଆରୁ ବର୍ଷା ଲାଗି ରହିଛି । ତଳିଆ ଅଞ୍ଚଳରେ…

ଯୁକ୍ତ ୨ ନାମଲେଖା ପାଇଁ ୧୮ ତାରିଖରୁ ଅନଲାଇନ୍ ଆବେଦନ

ଭୁବନେଶ୍ୱର: ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ଯୁକ୍ତ ୨ ନାମଲେଖା ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜୁଲାଇ ୧୮ ତାରିଖ ଦିନ ୧୧ଟାରୁ ସାମ୍ସ ୱେବସାଇଟ୍ www.samsodisha.gov.in ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ୨୭ ତାରିଖ…

[ଦେଖନ୍ତୁ ଭିଡିଓ] କୋଭିଡ୍ ରେଡ୍ ଜୋନରେ ରାଜ୍ୟର ୫ ଜିଲ୍ଲା, ଆଜି ବି ହଜାରେ ଉପରେ ଦୈନିକ ସଂକ୍ରମଣ

ଭୁବନେଶ୍ୱର: ବଢ଼ୁଛି ସଂକ୍ରମଣ, ରେଡ୍ ଜୋନକୁ ଆସୁଛି ଗୋଟିଏ ପରେ ଗୋଟିଏ ଜିଲ୍ଲା । ଗତକାଲି ୧୦୪୩, ଆଜି ୧୦୬୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ରାଜ୍ୟରେ । ଅନ୍ୟପଟେ ରାଜ୍ୟରେ ଟେଷ୍ଟ ପଜିଟିଭିଟ୍ ରେଟ୍ ବୃଦ୍ଧି ପାଉଛି । ରାଜ୍ୟରେ ଟିପିଆର୍ ୫ ପ୍ରତିଶତ ଉପରେ ରହିଛି । ଗତ ୨୪ ଘଣ୍ଟାରେ…

ବିଧାନସଭାରେ ଉଠିଲା କାଶୀପୁରରେ ୫ ଜଣଙ୍କ ମୃତ୍ୟୁ ଘଟଣା

ଭୁବନେଶ୍ୱର: ବିଧାନସଭାରେ ଉଠିଲା ରାୟଗଡା ଜିଲ୍ଲା କାଶୀପୁରରେ ଡାଇରିଆରେ ୫ ଜଣଙ୍କ ମୃତ୍ୟୁ ଘଟଣା । ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ଅଖାଦ୍ୟ ଖାଇ ଲୋକଙ୍କର ମୃତ୍ୟୁ ଘଟୁଠି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏ ନେଇ ରିପୋର୍ଟ ଆସିଥିବ।…