Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଷ୍ଟ୍ରପତି ନିର୍ବାଚନ: ସଂସଦରେ ଭୋଟ୍ ଦେଇନପାରିଲେ ବିଧାନସଭାରେ ଭୋଟ୍ ଦେଇପାରିବେ ସାଂସଦ

ଭୁବନେଶ୍ୱର: ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ପଡ଼ିବ । ବିଭିନ୍ନ ରାଜ୍ୟରେ ଥିବା ବିଧାନସଭା ଏବଂ ସଂସଦରେ ବିଧାୟକ ଓ ସାଂସଦମାନେ ଭୋଟ୍ ଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଉଭୟ ବିଧାୟକ ଓ ସାଂସଦମାନେ ନିଜ ନିଜ ରାଜ୍ୟରେ ଥିବା ବିଧାନସଭା ଏବଂ…

ଚାଲିଥିଲା ଖଟି, ହଠାତ୍ ଚାଲିଆସିଲା ହାତୀ: ଆଉ ତା’ ପରେ…

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଗୋଳବାଇ ଶାସନ ଚନ୍ଦ୍ରମାପାଟପୁର ଗ୍ରାମର ଜଣେ ଯୁବକଙ୍କୁ ପାଦରେ ଦଳି ଦେଇଛି ଏକ ଦନ୍ତାହାତୀ । ରଙ୍କନାଥ ଜେନାଙ୍କ ସହ ଆଉ ଚାରି ପାଞ୍ଚ ଜଣ ଚନ୍ଦ୍ରମାପାଟପୁର ନିକଟସ୍ଥ ପଦ୍ମପୋଖରୀ ନିକଟରେ ଏକ ସ୍ଥାନରେ ବସି ଖଟି କରୁଥିଲେ । ସେହି ସମୟରେ ହଠାତ୍ ଚାଲି ଆସିଥିଲା…

[ଦେଖନ୍ତୁ ଭିଡିଓ] ଭାଲୁ ଆକ୍ରମଣରେ ତିନିଜଣଙ୍କ ମୃତ୍ୟୁ, ୨ ଗୁରୁତର

ନୂଆପଡ଼ା: ଜଙ୍ଗଲି ଭାଲୁ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ । ମେଡିକାଲ୍ ବେଡରେ ଜୀବନ ପାଇଁ ସଂଘର୍ଷ କରୁଛନ୍ତି ଆଉ ୨ ଜଣ । ନୂଆପଡ଼ା ଜିଲ୍ଲା ଲଖନା ଥାନା ସମରସିଂ ଗାଁରେ ବଣୁଆ ଭାଲୁ ଆକ୍ରମଣରେ ୩ ଜଣଙ୍କ ଜୀବନ ଯାଇଛି । ଜାଳେଣୀ କାଠ ପାଇଁ ସମରସିଂ ଗାଁର ରତନ ମାଝୀ ସ୍ଥାନୀୟ ଜଙ୍ଗଲକୁ ଯାଇଥିଲେ ।…

କୋଟିଆରେ ଖୋଲିଲା ଆଦର୍ଶ ବିଦ୍ୟାଳୟ: ମାଗଣା ବସରେ ପିଲା ଗଲେ ସ୍କୁଲ

ଭୁବନେଶ୍ୱର: କୋଟିଆ ଅଞ୍ଚଳର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ କୋଟିଆରେ ଆରମ୍ଭ ହୋଇଛି ଓଡିଶା ଆଦର୍ଶ ବିଦ୍ୟାଲୟ । କୋଟିଆ ଗ୍ରାମପଂଚାୟତରେ ଖୋଲିଛି ଏହି ଆଦର୍ଶ ବିଦ୍ୟାଳୟ ।…

ବ୍ରହ୍ମପୁରରେ ବୁଷ୍ଟର ଡୋଜ୍‌: ପ୍ରଥମ ଦିନରେ ୨୩ ଶହଙ୍କୁ ମିଳିଲା ଟୀକା

ବ୍ରହ୍ମପୁର:ରାଜ୍ୟର ବିଭିନ୍ନ ସ୍ଥାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି । ଏହାର ମୁକାବିଲା ପାଇଁ ବ୍ୟାପକ ଟିକାକରଣ ଉପରେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଅଧିକରୁ ଅଧିକ କ୍ୟାମ୍ପ ଆୟୋଜନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ବ୍ରହ୍ମପୁର…

ମାଟି ତଳୁ ବୃଦ୍ଧଙ୍କ ମୃତଦେହ ଜବତ କଲା ପୋଲିସ; ଗୁଣି ଗାରେଡ଼ି ସନ୍ଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ ବନ୍ଧାଗୁଡ଼ା ଗ୍ରାମର ତ୍ରିନାଥ ପାତ୍ରଙ୍କ ଶବକୁ ମାଟି ତଳୁ ଜବତ କରିଛି ଶେରଗଡ଼ ଥାନା ପୋଲିସ । ତ୍ରିନାଥ ନିଖୋଜ ହୋଇଥିବା ନେଇ ତାଙ୍କ ଭାଇ ଚନ୍ଦ୍ରୁ ପାତ୍ର ଶେରଗଡ଼ ଥାନାରେ ଏତଲା ଦେଇଥିଲେ। ପୋଲିସ ତଦନ୍ତ ବେଳେ ଅନନ୍ତନଗର ତୋଟାରେ…

ରାଇକିଆରେ ମହିଳାଙ୍କ ମୃତ ଦେହ ଜବତ, ହତ୍ୟା ସନ୍ଦେହରେ ପୋଲିସ ତଦନ୍ତ ଜାରି

ଜି. ଉଦୟଗିରି: କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଦଦିଙ୍ଗିଆ ପଞ୍ଚାୟତର ଆମ୍ବେଦକର ନଗରରେ ଜଣେ ଯୁବତୀଙ୍କ ମୃତ ଦେହ ମିଳିଛି । ଶୁକ୍ରବାର ସକାଳୁ ଗ୍ରାମବାସୀ ଘଟଣା ବିଷୟରେ ଜାଣିବା ପରେ ରାଇକିଆ ପୋଲିସ ମୃତଦେହ ଜବତ କରିଛି । ବୁଧିଆପଙ୍ଗା ଗ୍ରାମ ମୃତ ଯୁବତୀଙ୍କ ଘର। ଗୁରୁବାର ସକାଳୁ…

ଚେନ୍ନାଇ-ହାୱଡ଼ା ଏକ୍ସପ୍ରେସରେ ମର୍ଡର, ଝଗଡ଼ା ପରେ ଭୁସି ଦେଲେ ଛୁରି

ବ୍ରହ୍ମପୁର: ଚଳନ୍ତା ଟ୍ରେନରେ ମର୍ଡର । ଚେନ୍ନାଇ-ହାୱଡ଼ା ଏକ୍ସପ୍ରେସରେ ହତ୍ୟାକାଣ୍ଡ । ଶୁକ୍ରବାର ଅପରାହ୍ଣରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ରେଳ ଷ୍ଟେସନ ନିକଟରେ ଚେନ୍ନାଇ-ହାୱଡା ଏକ୍ସପ୍ରେସ ଟ୍ରେନରେ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ଟ୍ରେନ୍‌ ଭିତରେ କୌଣସି ଏକ ବିଷୟକୁ ନେଇ ପ୍ରଥମେ…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବ୍ଲକର ବିଭିନ୍ନ ଗାଁରେ ସଂଖ୍ୟାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଗୁରୁବାର ଟିକିରି ଗାଁର ଧୋବା ମାଝୀ ଓ ଦୁଡୁକାବାହାଲ ଗାଁର ସବିତା ନାଏକଙ୍କ ମୃତ୍ୟୁ ହୋଇଥିଲା ।…

ସରପଞ୍ଚ ସମର୍ଥକଙ୍କ ଟାହି-ଟାପରା ସହି ନପାରି ଯୁବତୀଙ୍କ ଆତ୍ମହତ୍ୟା

ପାଟକୁରା: ଅସଦାଚରଣକୁ ସହ୍ୟ ନକରି ପାରି ଯୁବତୀଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ପାଟକୁରା ଥାନା ଅନ୍ତର୍ଗତ ପଦ୍ମପୁର ପଂଚାୟତର ମହମୁଦା ଗ୍ରାମର ପିଙ୍କି ଓରଫ ଶୁଭଶ୍ରୀ ସୁଭଦର୍ଶିନୀ ସ୍ୱାଇଁ ରସି ଲଗାଇ ଆତ୍ମହତ୍ୟା କରିଛନ୍ତି । ଗତ ମାସ ଜୁନ ୧୭ରେ ଯୁବତୀଙ୍କ ପରିବାର ଲୋକଙ୍କ…