Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବରଙ୍ଗପୁରରେ ଜବରଦଖଲ ଜମିର ପଟ୍ଟା: ଲକ୍ଷାଧିକ ଠକି ବିଶ୍ୱରଞ୍ଜନ ସଗରିଆ ଗିରଫ

କୋଷାଗୁମୁଡ଼ା: ଜବରଦଖଲ ଜମିର ପଟ୍ଟା କରାଇ ଦେବା ନାଁରେ ଲକ୍ଷାଧିକ ଠକେଇ ହୋଇଛି । ନବରଙ୍ଗପୁର କୋଷାଗୁମୁଡ଼ା ବ୍ଲକର ବିଶ୍ୱରଞ୍ଜନ ସଗରିଆ ଜମି ପଟ୍ଟା, ଡିଏଲ, ଲିଗାଲହେର ଆଦି ନକଲି କାଗଜପତ୍ର କରି ଲୋକଙ୍କୁ ଠକି ଗିରଫ ହୋଇଛି । ଅମୂଲ୍ୟ ପାଣିଗ୍ରାହୀ ନାମକ ବ୍ୟକ୍ତିଙ୍କ ଠାରୁ ୯ ହଜାର…

କଟକ-ପଲାସା ଏକ୍ସପ୍ରେସ ଗୁଣୁପୁର ପର୍ଯ୍ୟନ୍ତ ଯିବ

ଭୁବନେଶ୍ୱର : କଟକ-ପଲାସା-କଟକ ଏକ୍ସପ୍ରେସ(୧୮୪୪୩-୧୮୪୪୪) ସେବାକୁ ଗୁଣୁପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବ । ପୂର୍ବ ଭଳି ଏହି ଟ୍ରେନ ପାଇଁ ସ୍ଥିର କରାଯାଇଥିବା ରହଣି ଷ୍ଟେସନ ଓ ସମୟ ସାରଣୀ କଟକ-ପଲାସା ମଧ୍ୟରେ ଉଭୟ ପାର୍ଶ୍ୱରୁ ଅପରିବର୍ତ୍ତିତ ରହିବ । କୌଣସି ପ୍ରକାର ସମୟସୂଚୀ…

[ଦେଖନ୍ତୁ ଭିଡିଓ] କାଶୀପୁର ବ୍ଲକରେ ବ୍ୟାପୁଛି ଝାଡ଼ାବାନ୍ତି, ଦୁଇ ଦିନରେ ୬ ଜଣଙ୍କ ମୃତ୍ୟୁ

ରାୟଗଡ଼ା: ଝାଡ଼ାବାନ୍ତିରେ ଝରି ପଡ଼ୁଛି ଜୀବନ । ଦୁଇ ଦିନରେ ଗଲାଣି ୬ ପ୍ରାଣ । ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବ୍ଲକର ବିଭିନ୍ନ ଗାଁରେ ସଂଖ୍ୟାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଗୁରୁବାର ଟିକିରି…

ପୁଣି ଥରେ ଓଡ଼ିଶାରେ ଏକ ନମ୍ବର ସ୍ଥାନ ବଜାୟ ରଖିଲା ସୋଆ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୦୨୨ ବର୍ଷ ଲାଗି (National Institutional Ranking Framework) ରାଙ୍କିଂ ପ୍ରକାଶ ପାଇଛି । ସମଗ୍ର ବର୍ଗରେ ଆଇଆଇଟି ମାଡ୍ରାସ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଦ୍ୱିତୀୟ ସ୍ଥାନରେ ରହିଛି ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ,…

ଚରିତ୍ର ସନ୍ଦେହ କରି ସ୍ତ୍ରୀକୁ ହାଣିବା ପରେ କଟାମୁଣ୍ଡ ଧରି ୧୨ କିମି ଚାଲିଲା ସ୍ୱାମୀ

ଢେଙ୍କାନାଳ: ଗୋଟିଏ ହାତରେ କଟାମୁଣ୍ଡ, ଆଉ ଗୋଟିଏ ହାତରେ କଟୁରୀ । ସ୍ତ୍ରୀକୁ ନିଜ ହାତରେ ମାରିବା ପରେ ରାସ୍ତାରେ ଚାଲି ଚାଲି ଯାଉଛି ସ୍ୱାମୀ । ଏ ଦୃଶ୍ୟ ଏତେ ବିଭତ୍ସ ଯେ, ଆପଣଙ୍କୁ ଦେଖାଇବା ସମ୍ଭବ ନୁହେଁ । ଏଭଳି ଲୋମଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା…

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ, ୨୮ ଜିଲ୍ଲାରୁ ୧୦୪୩ ସଂକ୍ରମିତ ଚିହ୍ନଟ

ଭୁନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ି ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ଆଉ ୧୦୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ଶହେ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୬୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୪ଟି ମାମଲା ସ୍ଥାନୀୟ…

ଏଜୁକେସନ୍ ପରେ ଫିଜିକ୍ସ ପ୍ରଶ୍ନପତ୍ର ଲିକ୍, ବାତିଲ୍ ହେଲା ପରୀକ୍ଷା

ସମ୍ବଲପୁର: ପୁଣି ଲିକ୍ ହେଲା ପ୍ରଶ୍ନପତ୍ର । ଗତକାଲି ଏଜୁକେସନ୍, ଆଜି ଫିଜିକ୍ସ । ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଆଜି ପୁଣି ପ୍ରଶ୍ନପତ୍ର ଲିକ୍ ହୋଇଛି । ଯୁକ୍ତ ୩ ଶେଷ ବର୍ଷର ଫିଜିକ୍ସ ପ୍ରଶ୍ନପତ୍ର ଲିକ୍ ହୋଇଥିବା ବେଳେ ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅସଲି ବୋଲି ସ୍ୱୀକାର କରିଛନ୍ତି…

ଆଜିଠୁ ୧୮ରୁ ୫୯ ବର୍ଗଙ୍କୁ ମାଗଣା ବୁଷ୍ଟର ଡୋଜ୍

ଭୁବନେଶ୍ବର: ରାଜ୍ୟରେ ଆଜିଠାରୁ ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯିବ। ଟିକାକରଣକୁ ବ୍ୟାପକ କରିବା ପାଇଁ ଇଞ୍ଜିନିୟରିଂ ମହାବିଦ୍ୟାଳୟ, ଉଚ୍ଚଶିକ୍ଷାନୁଷ୍ଠାନ ଏବଂ ଛାତ୍ରାବାସଗୁଡ଼ିକର ଛାତ୍ରଛାତ୍ରୀଙ୍କୁ ଟିକା ଦିଆଯିବ।…

ଜାଣନ୍ତୁ; ଭୁବନେଶ୍ୱରରେ କେଉଁ ହସପିଟାଲରେ ମିଳିବ ବୁଷ୍ଟର ଡୋଜ୍

ଭୁବନେଶ୍ବର: ଆସନ୍ତାକାଲି ଶୁକ୍ରବାର ଠାରୁ ୧୮ରୁ ୫୯ ବର୍ଗର ଲୋକଙ୍କୁ ମାଗଣା ପ୍ରିକସନାରୀ ଡୋଜ୍ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ । ଭୁବନେଶ୍ବରରେ କ୍ୟାପିଟାଲ ହସପିଟାଲ, ବିଏମସି ହସପିଟାଲ, ୟୁନିଟ 4 ୟୁପିଏଚସି , ପଟିଆ ୟୁସିଏଚସି, ଡୁମଡୁମା ୟୁଚିଏଚସି, ୟୁନିଟ୍ 8 ୟୁପିଏଚସି, ଆଇଆରସି…

ଆସନ୍ତାକାଲି ଠାରୁ ଆରମ୍ଭ ହେବ ୭୫ ଦିନିଆ-‘କୋଭିଡ ଟିକାକରଣ

ନୂଆଦିଲ୍ଲୀ:  ଆସନ୍ତାକାଲି ଅର୍ଥାତ୍‌ ୧୫ ଜୁଲାଇ ୨୦୨୨ ଠାରୁ ୭୫ ଦିନିଆ – ‘କୋଭିଡ ଟିକାକରଣ ଅମୃତ ମହୋତ୍ସବ’ ଆରମ୍ଭ ହେବାକୁ ଯାଉଛି । ଏହି ଅଭିଯାନ ଅନ୍ତର୍ଗତ ସବୁ ସରକାରୀ ଟିକାକରଣ କେନ୍ଦ୍ରରେ ୧୮ ବର୍ଷରୁ ଅଧିକ ସବୁ ଯୋଗ୍ୟ ନାଗରିକମାନଙ୍କୁ କୋଭିଡ ବୁଷ୍ଟର ଡୋଜ୍‌ ଟିକା ଦିଆଯିବ । ଆଜାଦୀ…