Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଗଣା ବୁଷ୍ଟର ଡୋଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଵାଗତ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶରେ ସମସ୍ତ ୧୮ ବର୍ଷରୁ ଅଧିକ ବୟସର ବ୍ୟକ୍ତି ମାନଙ୍କୁ ମାଗଣା କୋଭିଡ ବୁଷ୍ଟର ଡୋଜ ଦେବାକୁ ନିଷ୍ପତ୍ତି ହୋଇଛି । ଆସନ୍ତା ଜୁଲାଇ ୧୫ ତାରିଖ ଠାରୁ ଦେଶରେ ୧୮ ବର୍ଷରୁ ୫୯ ବର୍ଷ ପର୍ଯ୍ୟନ୍ତ ବୟସର ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ ଦିଆଯିବ ।…

ଗଞ୍ଜାମ ନକଲି ବିଦେଶୀ ମଦ ଫ୍ୟାକ୍ଟ୍ରିରେ ଚଢ଼ଉ; ଦୁଇ ଗିରଫ

ବ୍ରହ୍ମପୁର: ଅବକାରୀ ବିଭାଗ ପକ୍ଷରୁ ରାଳବ ଗ୍ରାମରେ ଚାଲିଥିବା ଏକ ନକଲି ବିଦେଶୀ ମଦ ପ୍ରସ୍ତୁତ କାରଖାନାରେ ଚଢଉ କରାଯାଇଛି । ସେଠାରୁ ବିପୁଳ ପରିମାଣର ନକଲି ମଦ ଓ କଞ୍ଚାମାଲ ଜବତ କରାଯାଇଛି । ନକଲି ମଦ ପ୍ରସ୍ତୁତି ଓ ଚାଲାଣ କରୁଥିବା ଦୁଇ ଅଭିଯୁକ୍ତଙ୍କୁ ବିଭାଗ ପକ୍ଷରୁ ଗିରଫ କରାଯାଇଛି ।…

ଅଶ୍ଲୀଳ ଫଟୋ ଭାଇରାଲ ପରେ ନାବାଳିକାଙ୍କ ଆତ୍ମହତ୍ୟା; ୩ ଜଣ ଗିରଫ

ବ୍ରହ୍ମପୁର: ଅଶ୍ଲୀଳ ଫଟୋ ଭାଇରାଲ ପରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କ ଆତ୍ମହତ୍ୟା ଏବଂ ପରେ ଏହି ଘଟଣାକୁ ନେଇ ୩ ଜଣ ଗିରଫ। ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜଡ଼ାହାଟୁଣି ଗ୍ରାମରେ ଏହି ଘଟଣା ଘଟିଛି । ଗତ ୮ ତାରିଖରେ ନାବାଳିକା ଜଣକ ଆତ୍ମହତ୍ୟା କରିଥିବା ବେଳେ ବୁଧବାର ପୋଲିସ…

ମାଷ୍ଟର କ୍ୟାଣ୍ଟିନ ଗ୍ରୀନ ଚିଲ୍ଲିଜରେ ନାହିଁ ସଫା ସୁତୁରା; ସାତ ଦିନ ପାଇଁ ସିଲ୍ କଲା ବିଏମସି

ଭୁବନେଶ୍ୱର: ମାଷ୍ଟର କ୍ୟାଣ୍ଟିନ ସ୍ଥିତ ଗ୍ରୀନ ଚିଲ୍ଲିଜ ରେସ୍ତୋରାଁରେ ସଫା ସୁତୁରା ନାହିଁ । ଅସ୍ୱାସ୍ଥ୍ୟକର ପରିବେଶରେ ତିଆରି ହେଉଥିଲା ଖାଦ୍ୟ । ବୁଧବାର ବିଏମସି ପକ୍ଷରୁ ଯାଞ୍ଚ ସମୟରେ ଗ୍ରୀନ ଚିଲ୍ଲିଜରେ ଅବ୍ୟବସ୍ଥା ଧରାପଡ଼ିଥିଲା । ବୁଧବାର ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ…

ରାଜ୍ୟରେ ଦୈନିକ ସଂକ୍ରମଣ ବୃଦ୍ଧି। ମାସ୍କ ପିନ୍ଧିବା ପାଇଁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ।

 ଭୁବନେଶ୍ୱର : ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି, କରୋନା ବିପଦ ଟଳି ନାହିଁ, ସୁରକ୍ଷିତ ରହିବା ପାଇଁ…

ଲଘୁଚାପ ପ୍ରଭାବ: ପ୍ରବଳରୁ ଅତିପ୍ରବଳ ବର୍ଷିବ । ୬ଜିଲ୍ଲାକୁ ଅରେଞ୍ଜ ,୧୫ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ ଉପକୂଳ ଓଡ଼ିଶା ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଏବଂ ତତ୍‌ସହିତ ଜଡିତ ସାମୁଦ୍ରିକ ଘୂର୍ଣ୍ଣିିବଳୟ ସମୁଦ୍ର ପତନର ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ଅଗ୍ରସର ହେଉଛି । ଏଥିସହ ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ…

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲେ ବିଭିନ୍ନ ନିଗମ ଓ ରାଜ୍ୟ ସମବାୟ ବ୍ୟାଙ୍କ

ଭୁବନେଶ୍ୱର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଯଥା ଓଡିଶା କୃଷି ନିଗମ ଲିଃ, ଓଡ଼ିଶା କାଜୁ ଉନ୍ନୟନ ନିଗମ ଲିଃ ଏବଂ ଓଡିଶା ବିହନ ନିଗମ ଲିଃ ତଥା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ…

ଲାଞ୍ଚ ନେଇ ଧରାପଡ଼ିଲେ ବେଗୁନିଆ ବ୍ଲକ୍ ଜେଇ; ଗିରଫ କଲା ଭିଜିଲାନ୍ସ

ବେଗୁନିଆ: ବେଗୁନିଆ ବ୍ଲକର ଜେଇ(କନିଷ୍ଠ ଯନ୍ତ୍ରୀ) ସଂଘମିତ୍ରା ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ଜଣେ ଠିକାଦାରଙ୍କ ଠାରୁ ବିଲ୍ କରେଇଦେବା ପାଇଁ ସଂଘମିତ୍ରା ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ପୂର୍ବ ସୂଚନା ମୁତାବକ…

ଆଦିବାସୀ ମହିଳାଙ୍କୁ ଏସଡିପିଓ ମାଡ଼ ମାରିବା ଘଟଣାର ତଦନ୍ତ କରିବ କ୍ରାଇମ ବ୍ରାଞ୍ଚ

ଭୁବନେଶ୍ୱର: ଚିତ୍ରକୋଣ୍ଡାରେ ଆଦିବାସୀ ମହିଳାଙ୍କୁ ଏସଡିପିଓ ମାଡ଼ ମାରିବା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ସୂଚନା ଦେଇଛନ୍ତି । ବିରୋଧୀଙ୍କ ହୋ-ହଲ୍ଲା ପରେ ମନ୍ତ୍ରୀ କ୍ରାଇମ ବ୍ରାଞ୍ଚ ତଦନ୍ତ କରିବା କଥା କହିଛନ୍ତି…

ବାଲେଶ୍ୱରରେ ହେବ ବ୍ୟାଙ୍କ ନୋଟ୍ କାଗଜ କଳ; ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଏନପିଏମ ଅଧିକାରୀ

ବାଲେଶ୍ୱର: ଓଡ଼ିଶାରେ ହେବ ବ୍ୟାଙ୍କ ନୋଟ୍ କାଗଜ କଳ । ବ୍ୟାଙ୍କ ନୋଟ୍ ପେପର ମିଲ୍ ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଏସ. ଥଲିକେରାପ୍ପା  ବୁଧବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ବାଲେଶ୍ୱରରେ ହେବାକୁ ଥିବା ଏହି ପ୍ରକଳ୍ପ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା…