Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚିଲିକା ମଝିରେ ଅଦ୍ଭୁତ ଦୃଶ୍ୟ, ଉପରକୁ ଉଠିଲା ଜଳ ରାଶି… ଛାନିଆ ପର୍ଯ୍ୟଟକ 

ଭୁବନେଶ୍ୱର: ଚିଲିକାରେ ଏକ ବିରଳ ପ୍ରାକୃତିକ ଦୃଶ୍ୟ ଦେଖିବାକୁ ମିଳିଛି। ପାଣି ଉପରେ ଏକ ବିରାଟ ଘୂର୍ଣ୍ଣିଝଡ ଦେଖିବା ପରେ ହ୍ରଦକୁ ଆସୁଥିବା ପର୍ଯ୍ୟଟକମାନେ ଆଶ୍ଚର୍ଯ୍ୟ ଏବଂ ଭୟଭୀତ ହୋଇଯାଇଥିଲେ। ଏହି ଋତୁରେ ରାଜ୍ୟରେ ଏହା ପ୍ରଥମ ରେକର୍ଡ ହୋଇଥିବା ଘୂର୍ଣ୍ଣିବାତ୍ୟା ବୋଲି ବିଶ୍ୱାସ…

କେନ୍ଦ୍ରାପଡାରୁ ୮ ଫୁଟ ଲମ୍ବ କୁମ୍ଭୀର ଉଦ୍ଧାର

କେନ୍ଦ୍ରାପଡା: କେନ୍ଦ୍ରାପଡାର ଏକ ଗାଁ ପୋଖରୀରୁ ୮ ଫୁଟ ଲମ୍ବର ଏକ କୁମ୍ଭୀରକୁ ଓଡିଶା ବନ ବିଭାଗ ଅଧିକାରୀମାନେ ଉଦ୍ଧାର କରିଛନ୍ତି। ଏହା ଦ୍ୱାରା କାହାରି କୌଣସି କ୍ଷତି ହୋଇନଥିବା ଅଧିକାରୀମାନେ କହିଛନ୍ତି। ଏହା ଏକ ଲୁଣି ପାଣି କୁମ୍ଭୀର ଥିଲା। ଯାହା ଭିତରକନିକା ଜାତୀୟ ଉଦ୍ୟାନ…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା; ୩ ଗିରଫ

କୋଲକାତା: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୩ ଗିରଫ। ଦୁର୍ଗାପୁର ଥାନା ପୋଲିସ ୩ ଅଭିଯୁକ୍ତକୁ ଗିରଫ କରିଛି। ଅନ୍ୟ ୨ ଅଭିଯୁକ୍ତ ଫେରାର୍ ଥିବା ସୂଚନା ମିଳିଛି। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ଦୁର୍ଗାପୁର ଠାରେ ଗଣ ଦୁଷ୍କର୍ମର…

ଶ୍ଵେତାପର୍ଣ୍ଣା ପଣ୍ଡା ୩୩ତମ ଏକଲବ୍ୟ ପୁରସ୍କାର ବିଜେତା 

ଭୁବନେଶ୍ଵର: ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବ୍ୟାଡମିଣ୍ଟନ ତାରକା ଶ୍ଵେତାପର୍ଣ୍ଣା ପଣ୍ଡାଙ୍କୁ ୨୦୨୫ ମସିହାର ସମ୍ମାନଜନକ ୩୩ତମ ଏକଲବ୍ୟ ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି।  ବିଭିନ୍ନ କ୍ଷେତ୍ରର ପ୍ରଖ୍ୟାତ ଜୁରି ସଦସ୍ୟମାନଙ୍କୁ ନେଇ ଗଠିତ ଏକଲବ୍ୟ ପୁରସ୍କାର କମିଟି ଏକ ବୈଠକରେ…

ପୁଣି କଳିଙ୍ଗା ଘାଟିରେ ପ୍ରବଳ ବର୍ଷା; ଧୋଇଗଲା ମରାମତି ହେଉଥିବା ରାସ୍ତା

କନ୍ଧମାଳ: ଭୂସ୍ଖଳନ ଯୋଗୁ ଦୀର୍ଘ ୨୫ ଦିନ ହେଲାଣି କଳିଙ୍ଗା ଘାଟି ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି। ଗତମାସ ୧୬ ତାରିଖରେ ବାଦଲ ଫଟା ବର୍ଷା ଓ ଭୂସ୍ଖଳନ ଯୋଗୁ ୫୦ ମିଟର ରାସ୍ତା ଭାସିଯାଇ ବିରାଟ ଖାଲ ସୃଷ୍ଟି ହୋଇଥିଲା। ୧୭ ତାରିଖଠାରୁ…

ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ: ସମବେଦନା ଜଣାଇବା ସହ ସମସ୍ତ ସହାୟତା ପ୍ରଦାନ କରିବେ ବୋଲି ପ୍ରତିଶ୍ରୁତି ଦେଲେ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପଶ୍ଚିମ ବଙ୍ଗ ଦୁର୍ଗାପୁର ଠାରେ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଝିଅଙ୍କ ବାପାଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ସଂପୃକ୍ତ ପୀଡ଼ିତାଙ୍କ ବାପା ବାଲେଶ୍ଵର ଜିଲ୍ଲାର ଜଳେଶ୍ଵର ଅଞ୍ଚଳର…

୧ କୁଇଣ୍ଟାଲ ୫୮ କିଲୋ ଗଞ୍ଜେଇ ଜବତ, ୩ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲାରୁ ୧ କୁଇଣ୍ଟାଲ ୫୮ କିଲୋ ଗଞ୍ଜେଇ ଜବତ ହୋଇଥିବାବେଳେ, ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ହୋଇଥିବା ତିନି ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ନବରଙ୍ଗପୁର ଜିଲ୍ଲାର ରାଇଘର ଥାନା ଅଞ୍ଚଳର ରାଜୁ ମଣ୍ଡଳ ଏବଂ ଦୁଇଜଣ ଉତ୍ତରପ୍ରଦେଶର କ୍ରିଷ୍ଣା ସିଂ ଓ…

ଓଡ଼ିଶାର ଘରୋଇ ଡିସକମ୍ ମଡେଲ୍ ଦକ୍ଷତା ବୃଦ୍ଧି, କ୍ଷତି ହ୍ରାସ ଏବଂ ଜାତୀୟ ସ୍ୱୀକୃତି କରିଛି ହାସଲ

ଭୁବନେଶ୍ବର: ଖରାପ ଅବସ୍ଥାରେ ଗତି କରୁଥିବା ଭାରତର ବିଦ୍ୟୁତ ବଣ୍ଟନ କ୍ଷେତ୍ରକୁ ପୁନରୁଦ୍ଧାର କରିବା ପାଇଁ ଶକ୍ତି ମନ୍ତ୍ରଣାଳୟ ଭାରତୀୟ ବିଦ୍ୟୁତ ଆଇନ, ୨୦୨୫ ରେ ଏକ ବଡଧରଣର ସଂଶୋଧନ କରିବାକୁ ଯାଉଛି । ଏଭଳି ସମୟରେ ଓଡ଼ିଶାରେ ସଫଳ ହୋଇପାରିଥିବା ବିଦ୍ୟୁତ ବଣ୍ଟନ କ୍ଷେତ୍ରର ଘରୋଇକରଣ, ଏକ…

ପୁଣି ଆଇସିୟୁ​‌ରେ ଭର୍ତ୍ତି ହେଲେ ଅଭିଜିତ, ଶରୀରର ସ୍ନାୟବିକ ସ୍ଥିତିରେ କୌଣସି ସୁଧାର ଆସିନି…

ଭୁବନେଶ୍ୱର: ପୁଣିଥରେ ଆଇସିୟୁରେ ଭର୍ତ୍ତି ହେଲେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ଆଜି ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ଭୁବନେଶ୍ୱର ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଛି । ସେ ଏବେ ବି କୋମାରେ ରହିଛନ୍ତି । ଶରୀରର ସ୍ନାୟବିକ ସ୍ଥିତିରେ ସୁଧାର ଆସି ନ ଥିବା ଡାକ୍ତର…

ଦେଉଳିଆପାଟଣା ଭାଇ ଭାଇ ଆଶ୍ରମର ପର୍ଦ୍ଦାଫାଶ; ମଠ ମହନ୍ତ ଓ ବାବା ଗିରଫ

ଭୁବନେଶ୍ୱର: ରାଜଧାନୀର ଇନଫୋଭାଲି ଦେଉଳିଆ ପାଟଣା ଆଶ୍ରମ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ । ଦେଉଳିଆପାଟଣା ଭାଇ ଭାଇ ଆଶ୍ରମ ବାବା ଅଜୟ ସାମନ୍ତରାୟକୁ ଗିରଫ କଲା କମିଶନରେଟ୍ ପୋଲିସ । ଏହା ସହ ଗୁଳିମାଡ଼ କରିଥିବା ଦୁଇ ଅଭିଯୁକ୍ତ ମୁକ୍ତି ଦାସ ଓ ସୁରଜ୍ ରାଉତକୁ ଭଦ୍ରକରୁ ଗିରଫ କରିଛି ପୋଲିସ ।…