Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଗାମୀ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଫାର୍ମା କ୍ଷେତ୍ରରେ ନୂତନ ଶିଖର ଛୁଇଁବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଫର୍ମାସ୍ୟୁଟିକାଲ ଏବଂ ମେଡିକାଲ ଡ଼ିଭାଇସ ନୀତି ୨୦୨୫ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ସ୍ଥିତ ହୋଟେଲ ତାଜ ଭିଭାନ୍ତା ଠାରେ ଆୟୋଜିତ ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଗୁଣାତ୍ମକ ଔଷଧ…

ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କଲେ ବ୍ରହ୍ମପୁର ଏଡିଜେ-୩ କୋର୍ଟ । ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ,…

ଥରିବ ଓଡ଼ିଶା; ଆହୁରି ଦୁଇ ଦିନ ଯାଏଁ ଘନ କୁହୁଡ଼ି

ଭୁବନେଶ୍ୱର: ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଲାଗି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି। ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲା ପାଇଁ ସତର୍କତା ଜାରି କରାଯାଇଛି। ପାଣିପାଗ ସଂସ୍ଥାର ଆକଳନ ଅନୁଯାୟୀ ଆଗାମୀ…

୨୦ କୋଟି ଠକେଇ ଅଭିଯୋଗରେ ଦମ୍ପତି ଗିରଫ

ଭୁବନେଶ୍ୱର: ସେୟାର ବଜାର ଏବଂ ଅନ୍ୟାନ୍ୟ ନିବେଶ ଯୋଜନା ନାମରେ ୨୦ କୋଟି ଟଙ୍କାରୁ ଅଧିକ ଠକେଇ କରିଥିବା ଅଭିଯୋଗରେ ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରୁ ଜଣେ ଦମ୍ପତିଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳର…

ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର ନେଇ ମୁହଁ ଖୋଲିଲେ ପିସିସି ସଭାପତି

ଭୁବନେଶ୍ବର: ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର କରାଯିବା ପରେ ଆଜି ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସାମ୍ବାଦିକଙ୍କ ପ୍ରଶ୍ନରେ ସେ କିଏ କହି ପଚାରିଲେ ଭକ୍ତ ଦାସ । ସେ କିଏ, ମାତ୍ର ଗୋଟିଏ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି । ନିଜ କଥା…

ଧଉଳିରେ ନାବାଳିକା ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିବା ପରି ବିଷୟ: ନବୀନ ପଟ୍ଟନାୟକ

ଭୁବନେଶ୍ବର: ଭୁବନେଶ୍ବରର ଧଉଳିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ କ୍ଷୋଭ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ପୋଷ୍ଟ କରି ସେ ଲେଖିଛନ୍ତି ଯେ, ଭୁବନେଶ୍ବର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ…

ଧନୁସଂକ୍ରାନ୍ତିରେ ମହାପ୍ରଭୁ ଖାଇଲେ ପହିଲିଭୋଗ, ବାପ ଘର ଗଲେ ମା’ ମହାଲକ୍ଷ୍ମୀ

ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଏହି ସମୟରେ ମାସଯାକ ମହାପ୍ରଭୁଙ୍କ ନୀତିକାନ୍ତି ସୂର୍ଯ୍ୟେଦୟ ବହୁ…

ସରକାରୀ ପାଣ୍ଠିର ଅପବ୍ୟବହାର; କନିଷ୍ଠ ଯନ୍ତ୍ରୀ ଗିରଫ 

ଭୁବନେଶ୍ୱର: କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ (ଜେଇ) ରତ୍ନେଶ କୁମାର ପାଣ୍ଡେଙ୍କୁ ସରକାରୀ ପାଣ୍ଠିର ଅପବ୍ୟବହାର ଅଭିଯୋଗରେ ମଙ୍ଗଳବାର ଦିନ ଓଡିଶା ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ୨୦୨୩-୨୪ ଆର୍ଥିକ ବର୍ଷରେ ପଟ୍ଟାମୁଣ୍ଡାଇ ବ୍ଲକରେ ଏକ ଷ୍ଟ୍ରିଟ୍…

IPL ନିଲାମ ତାଲିକାରେ ୨ ଓଡ଼ିଆ, ଉଭୟଙ୍କ ବେସ୍ ପ୍ରାଇସ୍ ୩୦ ଲକ୍ଷ

ଭୁବନେଶ୍ୱର: ଇଣ୍ଡିଆନ୍ ପ୍ରିମିୟର ଲିଗ (IPL) ର ନିଲାମରେ ୨ଜଣ ଓଡ଼ିଆ କ୍ରିକେଟର ସାମିଲ ହୋଇଛନ୍ତି । ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ ଏହି ଦୁଇ ଓଡିଆଙ୍କ ନାଁ ଯୋଡିଛି । ସେଦୁଇ ଓଡ଼ିଆ ଖେଳାଳି ହେଲେ ରାଜେଶ ମହାନ୍ତି ଓ ସ୍ୱସ୍ତିକ ସାମଲ । ୨୦୨୬ IPLର ମିନି ଅକ୍ସନ ଆଜି ଆବୁଧାବିରେ…

Amit Shah: ୨୧ରେ ଓଡ଼ିଶା ଆସିବେ ଅମିତ ଶାହ !

ଭୁବନେଶ୍ବର:ଆସନ୍ତା ୨୧ରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଭୁବନେଶ୍ବର ଗସ୍ତରେ ଆସିପାରନ୍ତି। ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ସେହି କାର୍ଯ୍ୟକ୍ରମରେ ସେ ​‌ଯୋଗଦେବା ସମ୍ଭାବନା ରହିଛି। ହେଲେ ଏନେଇ ଶାହାଙ୍କ କାର୍ଯ୍ୟାଳୟ…