Latest Odisha News

BREAKING NEWS

Browsing Category

ଓଡିଶା

Odisha

ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଆଷାଢ଼ ଶୁକ୍ଳ ଦ୍ଵାଦଶୀ ତିଥି ସୋମବାର ରଥାରୂଢ଼ ଶ୍ରୀଜୀଉଙ୍କ ଅଧର ନୀତି ସମ୍ପନ୍ନ ହୋଇଛି। ଅଧର ପଣା ନୀତି ଦର୍ଶନ ପାଇଁ ରଥ ସମ୍ମୁଖ ରେ ହଜାର ହଜାର ଶ୍ରଦ୍ଧାଳୁ ଏକତ୍ରିତ ହୋଇଥିଲେ। https://twitter.com/JagannathaDhaam/status/1546545535946874880 ଆଜି ମହାପ୍ରଭୁ…

ଆଜି ଚତୁର୍ଦ୍ଧା ବିଗ୍ରହଙ୍କର ନିଳାଦ୍ରୀବିଜେ

ପୁରୀ:  ଆଜି ଚତୁର୍ଦ୍ଧା ବିଗ୍ରହଙ୍କର ନିଳାଦ୍ରୀବିଜେ । ରଥରୁ ଗୋଟି ପହଣ୍ଡିରେ ରତ୍ନମଣ୍ଡପକୁ ବିଜେ କରିବେ ମହାପ୍ରଭୁ । ଅପରାହ୍ନ ରେ ପହଣ୍ଡି ଆରମ୍ଭ ହୋଇ ରାତି ୧୦ଟା ଭିତରେ ଶେଷ କରିବାକୁ ସମୟ ନିର୍ଘଣ୍ଟ ହୋଇଛି । ୧୨ ଦିନର ଲୀଳାଖେଳା ପରେ ଶ୍ରୀମନ୍ଦିର ରତ୍ନବେଦୀରେ ଉଭା ହେବେ ଶ୍ରୀବିଗ୍ରହ…

ତାଳଚେର କୋଇଲା କ୍ଷେତ୍ରରୁ ଦ୍ରୁତ କୋଇଲା ପରିବହନ ପାଇଁ ମାର୍ଗ ପ୍ରଶସ୍ତ କରିବ ଏମସିଆରଏଲ ରେଳ କରିଡର

ଭୁବନେଶ୍ୱର: ତାଳଚେଳ କୋଇଲା କ୍ଷେତ୍ରରୁ ଦ୍ରୁତ ଏବଂ ପ୍ରଭାବୀ କୋଇଲା ପରିବହନ ନିମନ୍ତେ ମହାନଦୀ କୋଇଲା ରେଳବାଇ ଲିଃ (ଏମସିଆରଏଲ) ଅଧୀନରେ ରେଳ କରିଡର ନିର୍ମାଣ କରାଯାଉଛି । ତାଳଚେର କୋଇଲା କ୍ଷେତ୍ରରୁ କୋଇଲା ପରିବହନ କ୍ଷେତ୍ରରେ ଏମସିଆରଏଲର ରେଳ କରିଡର ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ।…

‘ଅମିତ୍ ଶାହା ଓ ବିଜେପିର ଯାତ୍ରା’ ପୁସ୍ତକର ଓଡ଼ିଆ ସଂସ୍କରଣ ଉନ୍ମୋଚିତ

ଭୁବନେଶ୍ୱର : ପ୍ରକାଶନୀ ସଂସ୍ଥା ବ୍ଲୁମବରି ଦ୍ୱାରା ପ୍ରକାଶିତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଜୀବନୀ ଉପରେ ଲିଖିତ ‘ଅମିତ୍ ଶାହା ଓ ବିଜେପିର ଯାତ୍ରା’ ପୁସ୍ତକର ଓଡ଼ିଆ ସଂସ୍କରଣ ସ୍ଥାନୀୟ ଏକ ଘରୋଇ ହୋଟେଲରେ ଉନ୍ମୋଚିତ ହୋଇଯାଇଛି । ଏହି ଉନ୍ମୋଚନ ଉତ୍ସବରେ କେନ୍ଦ୍ର ମନ୍ତ୍ରୀ…

ସ୍କୁଲ ଭିତରକୁ ସାମ୍ବାଦିକ ପ୍ରବେଶ ନିଷ୍ପତ୍ତିକୁ ପ୍ରତ୍ୟାହାର କଲେ କଙ୍କଡାହାଡ ବିଇଓ, ଅନ୍ୟମାନେ କେବେ ?

ଢେଙ୍କାନାଳ: ସାମ୍ବାଦିକଙ୍କୁ ସ୍କୁଲ ଭିତରକୁ ପ୍ରବେଶ ନେଇ ଲଗାଇଥିବା କଟକଣା ପ୍ରତ୍ୟାହାର କଲେ ଢେଙ୍କାନାଳ ଜିଲ୍ଲା କଙ୍ଗଡାହାଡ ବିଇଓ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଚିଠି ଜାରି କରି ସେ ତାଙ୍କ ପୂର୍ବ ନିଷ୍ପତ୍ତିକୁ ପ୍ରତ୍ୟାହାର କରୁଛନ୍ତି ବୋଲି ଦର୍ଶାଇଛନ୍ତି। କିଛି ମିଡିଆ…

CSR ପାଣ୍ଠିର ଉପଯୁକ୍ତ ବିନିଯୋଗ ଓ ସ୍ଥାନୀୟ ନିଯୁକ୍ତି ଆମ ଅଧୀକାର

ଓଡ଼ିଶା ସମ୍ବାଦ ବ୍ୟୁରୋ: ସାଂସଦ  ମହେଶ ସାହୁଙ୍କ ନେତୃତ୍ତ୍ବରେ NALCO CSR ପାଣ୍ଠିର ଉପଯୁକ୍ତ ବିନିଯୋଗ ତଥା ପାରିପାର୍ଶ୍ବିକ ଉନ୍ନତି ଓ ସ୍ଥାନୀୟ ନିଯୁକ୍ତି ଦାବିରେ ଏକ ପ୍ରତିବାଦ ସଭା ଓ ଶାନ୍ତିପୂର୍ଣ ଆନ୍ଦୋଳନ ଆୟୋଜନ କରାଯାଇଛି ।  ସାଂସଦଙ୍କ ସମ୍ପର୍କ ସଂଯୋଜକ ଓ ସଂଗ୍ରାମ ସଂଯୋଜକ…

ସ୍କୁଲରେ ପଢ଼ା ସମୟରେ ସାମ୍ବାଦିକତା ଜରୁରୀ କି ?

ଭୁବନେଶ୍ବର: ଟୁଙ୍ଗୁରୁ ଭୋଳ ଖବରକୁ ନେଇ ସାମ୍ବାଦିକମାନେ ପ୍ରବଳ ଗାଳି ଖାଇବା ପରେ ଆଉ ଏକ ପ୍ରସଙ୍ଗ ଏବେ ଚର୍ଚା ଚାଲିଛି । ତାହା ହେଉଛି ସ୍କୁଲ ଭିତରକୁ ସାମ୍ବାଦିକମାନେ ବିନା ଅନୁମତିରେ ପ୍ରବେଶ କରିପାରିବେ କି ନାହିଁ । ଛାତ୍ରଛାତ୍ରୀଙ୍କୁ ପ୍ରଶ୍ନ ପଚାରିପାରିବେ କି ନାହିଁ ।…

ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ପୁରୀ ରଥ ଯାତ୍ରାରେ ବିଭିନ୍ନ ସେବା ପ୍ରଦାନ

ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ଶାଖା ଜେଏସପିଏଲ ଫାଉଣ୍ଡେସନ ପୁରୀ ରଥ ଯାତ୍ରା ୨୦୨୨ ଉତ୍ସବରେ ତିନି ଲକ୍ଷ ତିରିଶ ହଜାରରୁ ଅଧିକ ଲୋକଙ୍କୁ ବିଭିନ୍ନ ସେବା ପ୍ରଦାନ କରିଛି । ଜିଲ୍ଲା ପ୍ରଶାସନ ସମନ୍ଵୟରେ ଫାଉଣ୍ଡେସନ ପକ୍ଷରୁ ଭକ୍ତ ମାନଙ୍କ ପାଇଁ ଦେୟମୁକ୍ତ ଭୋଜନ, ଥଣ୍ଡା…

‘ଅଶୋକ ପଣ୍ଡାଙ୍କର କାର୍ଯ୍ୟଶୈଳୀ ଓ ଭାଇଚାରା ସାମ୍ବାଦିକମାନଙ୍କ ପାଇଁ ଅନୁକରଣୀୟ ହୋଇ ରହିବ’

ଭୁବନେଶ୍ୱର: ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କର ଦକ୍ଷତା କାର୍ଯ୍ୟ କରିବାର ଶୈଳୀ ଓ ତାଙ୍କର ଭାଇଚାରା ସାମ୍ବାଦିକ ମାନଙ୍କ ପାଇଁ ଅନୁକରଣନୀୟ ହୋଇ ରହିବ ବୋଲି ବିଶିଷ୍ଟ ବ୍ୟକ୍ତି ମାନେ କହିଛନ୍ତି । ସ୍ୱର୍ଗତ ପଣ୍ଡାଙ୍କର ଏକଦଶାହ ଅବସରରେ ସମୟ ପକ୍ଷରୁ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇ…

ରଥ ଉପରେ ଶେଷ ହେଲା ଅଧରପଣା ନୀତି, କାଲି ନୀଳାଦ୍ରି ବିଜେ

ପୁରୀ: ରଥ ଉପରେ ଶ୍ରୀଜିଉଙ୍କ ଅଧରପଣା ନୀତି ଶେଷ ହୋଇଛି । ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କଠାରେ ଲାଗି ହୋଇଛି ସୁସ୍ୱାଦୁ, ସୁବାସିତ ପଣା । ୩ ଗୋଟି ରଥରେ ୩ଟି ଲେଖାଏ ମୋଟ ୯ଟି ମାଟି ତୁମ୍ଭରେ ଏହି ପଣା ଲାଗି ପରମ୍ପରା ଅନୁସାରେ ହୋଇଛି । ରଥ ଉପରେ ପଣା ଲାଗି ପରେ ସେହିଠାରେ ହିଁ ହାଣ୍ଡିକୁ…