Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରେ ରାଜ୍ୟର ଅଧା କୋଭିଡ୍ ସଂକ୍ରମଣ, ବଢ଼ିଲା କଟକଣା

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ବେଳେ ଶୀର୍ଷରେ ରହିଛି ଖୋର୍ଦ୍ଧା ଜିଲ୍ଲା । ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୭୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୨୦୩…

ରନ୍ଧନ ଗ୍ୟାସ୍ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଜୟପୁର: ଦିନକୁ ଦିନ ରନ୍ଧନ ଗ୍ୟାସ ସିଲିଣ୍ଡର ଦର ବଢ଼ି ଚାଲିଛି । ଘରୋଇ ଗ୍ୟାସର ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ କରିଛି କଂଗ୍ରେସ । ଜୟପୁର ସ୍ଥିତ ଜିଲ୍ଲା କଂଗ୍ରେସ ଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ନଳୀନି ରଥଙ୍କ…

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ: ସମୁଦ୍ର ସ୍ନାନ ବେଳେ ଅଘଟଣ । ଗାଧୋଇବା ବେଳେ ସମୁଦ୍ରରେ ଭାସିଗଲେ ଯୁବକ । ଯାଜପୁର ଜିଲ୍ଲା ମାଳସାହି ଅଞ୍ଚଳର ଆୟୁଷ ଜେନା ସମୁଦ୍ରରେ ଭାସି ଯାଇଛନ୍ତି । ଆୟୁଷ ଚୈତନ୍ୟ ଛକ ବେଳାଭୂମି ସେକ୍ଟର ୯ରେ ସ୍ନାନ ବେଳେ ଭାସି ଯାଇଥିବା ବେଳେ ଅଗ୍ନିଶମ କର୍ମଚାରୀ ଓ ଲାଇଫ ଗାର୍ଡ ନିଖୋଜ…

ଋଣ ପରିଶୋଧ ନ ହେବାରୁ ଶାରଳା ସୂତାକଳକୁ ସିଲ୍ କଲା ଭାରତୀୟ ଷ୍ଟେଟ ବ୍ୟାଙ୍କ

ଜଗତସିଂହପୁର: ସିଲ୍ ହେଲା ଶାରଳା ସୂତାକଳ । ତିର୍ତ୍ତୋଲ ବ୍ଲକ ନାଉସିରା ଠାରେ ଥିବା ଶାରଳା ସୁତାକଳକୁ ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ୱର ଇଣ୍ଡଷ୍ଟ୍ରିଆଲ ଶାଖା ପକ୍ଷରୁ ସିଲ୍ କରାଯାଇଛି । ସୂତାକଳ ସହ ୧୫ ଏକର ୧୨ ଡିସିମିଲ୍ ଜାଗା ମଧ୍ୟରେ ଥିବା ସମସ୍ତ ସୌଧକୁ ଜବତ କରାଯାଇ ସିଲ କରିଛି…

୯ ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଡିଲରଙ୍କ ବିକ୍ଷୋଭ

ଯାଜପୁର: ଯୋଗାଣ ବିଭାଗ ଅଧିନରେ କାର୍ଯ୍ୟରତ ଡିଲରମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ୯ ଦଫା ଦାବି ପୂରଣ ନେଇ ଡିଲର ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଡିଲରମାନଙ୍କୁ ମିଳୁଥିବା କମିଶନ ବୃଦ୍ଧି କରିବା, ଯୋଗାଣ ସାମଗ୍ରୀ ପରିବହନ ସମୟରେ…

ପୁରୀରୁ ଭୁବନେଶ୍ୱର ଆସୁଥିବା ବସ୍ ଓଲଟିଲା: ୩୫ ଯାତ୍ରୀ ଗୁରୁତର ଆହତ

ପୁରୀ: ପୁରୀରୁ ଭୁବନେଶ୍ୱର ଆସୁଥିବା ଏକ ଘରୋଇ ବସ୍ ଓଲଟି ପଡ଼ିବା ଫଳରେ ପ୍ରାୟ ୩୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବାର ଖବର ମିଳିଛି ।  ପୁରୀରୁ ଶହେ ପାଖାପାଖି ଯାତ୍ରୀଙ୍କୁ ନେଇ ନେଇ ଫେରୁଥିବା ବେଳେ ଆଜି ମଧ୍ୟାହ୍ନରେ ସାତଶଙ୍ଖର ଯଶୁଆପୁରଠାରେ ସାରଳା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।…

‘ବିଇଓଙ୍କ ଚିଠି, ବିଭାଗୀୟ ନିର୍ଦ୍ଦେଶ ନୁହେଁ’, ସ୍କୁଲ୍ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ମନା ନେଇ ନିର୍ଦ୍ଦେଶ…

ଭୁବନେଶ୍ୱର: ପ୍ରତିବାଦ, ସମାଲୋଚନା ପରେ ବଦଳିଲା ମନ୍ତ୍ରୀଙ୍କ ବୟାନ । ଢେଙ୍କାନାଳ କଙ୍କଡ଼ାହାଡ଼ ବିଇଓଙ୍କ ଚିଠି ପରେ ମନ୍ତ୍ରୀ ବିବୃତି ରଖିଥିଲେ । କହିଥିଲେ କିଛି ଅଣସ୍ୱୀକୃତି ପ୍ରାପ୍ତ ୱେବ ସାମ୍ବାଦିକ ବିଦ୍ୟାଳୟରେ ପଶି ଶିକ୍ଷାଦାନରେ ବାଧା ସୃଷ୍ଟି କରୁଛନ୍ତି । ତେଣୁ ବିଇଓମାନେ…

କରୋନା ସଂକ୍ରମଣ ବଢ଼ୁଥିବାରୁ କଟକଣା ବଢ଼ାଇଲା ବିଏମସି : ଦୋକାନ ଆଗରେ ଭିଡ ନ କରିବାକୁ ତାଗିଦ

ଭୁବନେଶ୍ୱର : କରୋନା ସଂକ୍ରମଣ ବଢୁଥିବାରୁ କଟକଣା ବଢାଇଲା ବିଏମସି । ଟିଫିନ୍ ଦୋକାନ, ଚା’ ଦୋକାନ, ଗୁପ୍ଚୁପ୍, ଦହିବରା ଓ ଜୁସ୍ ଷ୍ଟଲରେ ଭିଡ଼ ନଜମାଇବା ପାଇଁ ପାଇଁ ତାଗିଦ୍ କରାଯାଇଛି । ଅଧିକ ଗହଳି ହେଲେ ପୂର୍ବ ପରି ପାର୍ସଲ ଦେବାକୁ ପରାମର୍ଶ ଦିଆଯାଇଛି । ସଂକ୍ରମଣ ବଢ଼ୁଥିବାରୁ ସମସ୍ତ…

ବଢିଲା ସଂକ୍ରମଣ, ବିଏମସି ଜାରି କଲା ଗାଇଡଲାଇନ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଜ୍ୟରେ ଦୈନିକ ସଂକ୍ରମଣ ବଢୁଛି। ସଂକ୍ରମିତଙ୍କ ସଂଖ୍ୟା ରାଜଧାନୀ, କଟକ, ପୁରୀ ଏବଂ ରାଉରକେଲାରେ ଅଧିକ ରହିଛି। ଏହାକୁ ନଜରରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ସୋମବାର ନୂଆ ନିୟମାବଳୀ ବା ବିଜ୍ଞପ୍ତି ଜାରି ହୋଇଛି। ନୂଆ ସମସ୍ତ ରାସ୍ତା କଡରେ…

ରୁଚିକା ମହାନ୍ତି ମୃତ୍ୟୁ ମାମଲାରେ ରାଗିଂର ପ୍ରମାଣ ମିଳିନି, ତଦନ୍ତ ଚାଲିଛି: ଅତିରିକ୍ତ ଡିସିପି

ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ମୃତ୍ୟୁ ମାମଲାରେ ଝିଅକୁ ନ୍ୟାୟ ଦାବିରେ କଲେଜ ସମ୍ମୁଖରେ ଆନ୍ଦୋଳନ କରୁଥିବା ମା' ବିଦ୍ୟୁତପ୍ରଭା ମହାନ୍ତିଙ୍କୁ ସୋମବାର ପୁଲିସ ବଳପୂର୍ବକ ଉଠାଇ ନେଇଛି। ଆଜି ରୁଚିକାଙ୍କ ଦଶାହ କର୍ମ ଥିଲା। ତାଙ୍କ ମା' ଏହି କଲେଜ ସାମ୍ନାରେ ସମସ୍ତ କର୍ମ…