Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ୫ ଶହ ଟପିଲା ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ି ଚାଲିଛି । ଦୀର୍ଘ ମାସ ପରେ ଦୈନିକ ସଂକ୍ରମଣ ୫୦୦ ପାର୍ କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୨୨ ଜିଲ୍ଲାରୁ ୫୧୨ଟି କୋଭିଡ୍ ସଂକ୍ରମଣ ମାମଲା ଆସିଛି । କ୍ୱାରେଣ୍ଟାଇନରୁ ୩୦୦ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୨୧୨ଟି ମାମଲା ସ୍ଥାନୀୟ…

ଜନ୍ମବେଦିରୁ ରତ୍ନବେଦୀକୁ ଆସିବେ ମହାପ୍ରଭୁ

ପୁରୀ:  ଆଜି ଠାକୁରେ ଜନ୍ମବେଦିରୁ ଫେରିବେ ରତ୍ନବେଦୀକୁ ।  ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଜନ୍ମବେଦୀରୁ । ନାକଚଣା ଦ୍ୱାରରୁ ରଥରେ ବସି ସିଂହଦ୍ୱାର ପହଞ୍ଚିବେ ।   ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ  ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଅଳିଅଳି ଭଉଣୀ ମା’ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ…

[ଦେଖନ୍ତୁ ଭିଡିଓ] ଆଡପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ: ସଂଧ୍ୟା ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

 ପୁରୀ : ଆଡପ ମଣ୍ଡପରେ ଶେଷ ହେଲା ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା । ରାତି ପାହିଲେ ଜନ୍ମବେଦୀ ଛାଡି ମହାପ୍ରଭୁ ବାହୁଡିବେ ରତ୍ନବେଦୀକୁ। ଅନ୍ୟପଟେ ଆଜି ସଂଧ୍ୟାଦର୍ଶନରେ ପ୍ରବଳ ଭକ୍ତଙ୍କ ଭିଡ଼ ହୋଇଛି । ଆଜି ଶେଷ ଆଡପ ଅଭଡ଼ା ଓ ଶେଷ ଦର୍ଶନ ହୋଇଥିବାରୁ ଭକ୍ତମାନେ ଏହି ସୁଯୋଗକୁ ହାତଛଡା…

[ଦେଖନ୍ତୁ ଭିଡିଓ] ନବୀନ ନିବାସରେ ଏକାଠି ଖାଇଲେ ନବୀନ-ଦ୍ରୌପଦୀ : ସାକ୍ଷାତ ପରେ ଭାବବିହ୍ୱଳ ହେଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର  : ଓଡ଼ିଶା ମାଟିରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିମାନ ବନ୍ଦରରେ ଦ୍ରୌପଦୀଙ୍କୁ  ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି ।  ନବୀନ ନିବାସରେ ଏକାଠି ଖାଇଲେ ନବୀନ-ଦ୍ରୌପଦୀ । ମଧ୍ୟାହ୍ନ ଭୋଜନ ପାଇଁ ଭାବି ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଥିଲେ ନବୀନ…

ଧରାପଡ଼ିଲେ ନବରଙ୍ଗପୁରର ଧୁମ୍ ଷ୍ଟାଇଲ ଚୋର

ଖାତିଗୁଡ଼ା: ନବରଙ୍ଗପୁର ଜିଲ୍ଲା ପୋଲିସକୁ ଏକ ଚ୍ୟାଲେଞ୍ଜିଂ ଚୋରି ଘଟଣାରେ ସଫଳତା ମିଳିଛି । ଚର୍ଚ୍ଚିତ ଖାତୀଗୁଡ଼ା ହାଇସ୍କୁଲର ଧୁମ୍ ସିନେମା ଷ୍ଟାଇଲରେ ଚୋରି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗତ ୧ ତାରିଖ ରାତିରେ ସ୍କୁଲରୁ ବିଭିନ୍ନ ଜିନିଷ ଚୋରି କରି ପୋଲିସକୁ…

ବାହୁଡାଯାତ୍ରାରେ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ : ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ସରି ସରି ଆସୁଛି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନର ଅପୂର୍ଵ ସୁଯୋଗ ।  ଆଡପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ଚତୁର୍ଦ୍ଧାମୂରତି। । ଆଡ଼ପମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହେବ । ସେପଟେ ବାହୁଡାଯାତ୍ରା ପାଇଁ ହୋଇସାରିଛି ପ୍ରସ୍ତୁତି।…

ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କଲେ ଦ୍ରୌପଦୀ, ବିଜେଡି କହିଲା ଭଉଣୀକୁ ଉପହାର ଦେଇଛନ୍ତି ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଇ କହି ସମ୍ବୋଧନ କଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିଧାନସଭାରେ ବିଜେଡି ବିଧାୟକ ଏବଂ ସାଂସଦଙ୍କୁ ସମ୍ବୋଧନ କରିବା ବେଳେ ଦ୍ରୌପଦୀ ଏପରି କହିଛନ୍ତି । ଏଥିସହ ସେ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଥିବା…

ରାଜ୍ୟସଭା ସାଂସଦ ଭାବରେ ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ

ଦିଲ୍ଲୀ: ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ । ନବ ନିର୍ବାଚିତ ସାଂସଦ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ନିଜ ନିଜ ପରିବାର ସହିତ ୨ ସାଂସଦ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ସାଂସଦ ମାନସ ମଙ୍ଗରାଜ ନିଜ ପରିବାର ସହ ଶପଥ ଗ୍ରହଣ ଉତ୍ସବରେ ସାମିଲ…

ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ, ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲାଗିଛି ଭିଡ଼

ପୁରୀ: ଆଜି ପବିତ୍ର ନବମୀ ତିଥି । ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ ବା ନବମୀ ଦର୍ଶନ ଅନୁଷ୍ଠିତ ହେଉଛି । ଆସନ୍ତାକାଲି ବାହୁଡ଼ା ଯାତ୍ରା ଶୃଙ୍ଖଳିତ କରିବା ପାଇଁ ନୀତିକାନ୍ତିକୁ ତ୍ୱରାନିତ କରିବା ଉଦ୍ଦେଶ୍ୟରେ ଆଜି ସଂଧ୍ୟା ଦର୍ଶନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି…

ରାଜ୍ୟରେ ଆଜି ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରେ ଦୁଇଶହ ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୧୧ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶୁକ୍ରବାର ଦିନ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪…