Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ, ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲାଗିଛି ଭିଡ଼

ପୁରୀ: ଆଜି ପବିତ୍ର ନବମୀ ତିଥି । ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ ବା ନବମୀ ଦର୍ଶନ ଅନୁଷ୍ଠିତ ହେଉଛି । ଆସନ୍ତାକାଲି ବାହୁଡ଼ା ଯାତ୍ରା ଶୃଙ୍ଖଳିତ କରିବା ପାଇଁ ନୀତିକାନ୍ତିକୁ ତ୍ୱରାନିତ କରିବା ଉଦ୍ଦେଶ୍ୟରେ ଆଜି ସଂଧ୍ୟା ଦର୍ଶନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି…

ରାଜ୍ୟରେ ଆଜି ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରେ ଦୁଇଶହ ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୧୧ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶୁକ୍ରବାର ଦିନ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪…

ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା : ରାଗିଂ ଯୋଗୁଁ ଜୀବନ ହାରିଥିବା ଅଭିଯୋଗ

ଭୁବନେଶ୍ୱର  : ଗୋଟିଏ ପରେ ଗୋଟିଏ ଛାତ୍ରୀ ମୃତ୍ୟୁ ଘଟଣା ଆସୁଥିବା ବେଳେ ଏବେ ପୁଣି ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ନର୍ସିଂର ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି। ତେବେ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ରାଗିଂ ଯୋଗୁ ଏହି ସୁଇସାଇଡ଼ କରାଯାଉଥିବା ହୋଇଛି ଅଭିଯୋଗ।…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ : ବିମାନ ବନ୍ଦରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିମାନ ବନ୍ଦରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା । ପାରମ୍ପରିକ ନୃତ୍ୟ ଓ ବାଦ୍ୟରେ କମ୍ପୁଛି ବିମାନ ବନ୍ଦର । ଏହାପରେ ରାଜ୍ୟ ଅତିଥି ଭବନ ଯିବେ ଦ୍ରୌପଦୀ ମୁର୍ମୁ । ନବୀନ ନିବାସରେ…

ପହଁଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ: ନବୀନ ନିବାସରରେ କରିବେ ମଧ୍ୟାହ୍ନ ଭୋଜନ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ  ଭୁବନେଶ୍ବରରେ ପହଁଚିଛନ୍ତି ।  ସକାଳେ ଦିଲ୍ଲୀରୁ ବାହାରି ଭୁବନେଶ୍ବର  ବିମାନବନ୍ଦରରେ ଆସି ପହଁଚିବା ପରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି । ବିଜେପି ସଭାପତି ସମୀର ମହାନ୍ତିଙ୍କ ସହ ଅନେକ ବିଜେପି ନେତା…

ରାଜଧାନୀ ଏକ୍ସପ୍ରେସ ଭଳି ସୁବିଧା ଆଉ ତିନୋଟି ଟ୍ରେନରେ

ଭୁବନେଶ୍ୱର : ପୂର୍ବତଟ ରେଳପଥ ଅନ୍ୟ ତିନୋଟି ଟ୍ରେନରେ ରାଜଧାନୀ ଏକ୍ସପ୍ରେସ ପରି କୋଚ୍ ଉପଲବ୍ଧ କରିବା ପାଇଁ ନିଷ୍ପତ୍ତି ନେଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଶା ଗସ୍ତ ସମୟରେ ଭୁବନେଶ୍ୱର-କେଏସଆର ବେଙ୍ଗାଲୁରୁ ପ୍ରଶାନ୍ତି ସ୍ପେଶାଲକୁ ରାଜଧାନୀ କୋଚ ଭଳି ଯାତ୍ରା ସୁବିଧାକୁ ସବୁଜ…

ଓଡ଼ିଆ ସୋସାଇଟି ଅଫ୍ ଦ ଆମେରିକାସର ୫୩ତମ ସମ୍ମିଳନୀ

କାଲିଫର୍ଣ୍ଣିଆ: ଓଡ଼ିଶାର ମହାବିଦ୍ୟାଳୟ ଓ ବିଶ୍ଵବିଦ୍ୟାଳୟଗୁଡ଼ିକର ସାମଗ୍ରିକ ବିକାଶ ପାଇଁ ଏକ ଅଭିନବ ପ୍ଲାଟଫର୍ମ ହେଉଛି ‘ମୋ କଲେଜ’ ଅଭିଯାନ। ରାଜ୍ୟ ସରକାରଙ୍କର ଏହି ପ୍ରମୁଖ କାର୍ଯ୍ୟକ୍ରମରେ ବହୁ ପୁରାତନ ଛାତ୍ରଛାତ୍ରୀ ଯୋଡ଼ି ହେଉଛନ୍ତି। ଶିକ୍ଷାର୍ଥୀ ଓ ଶିକ୍ଷାନୁଷ୍ଠାନର ସାମଗ୍ରିକ ବିକାଶ…

ଦନ୍ତା ହାତୀର ଗଳିତ ଶବ ଜବତ

ବ୍ରହ୍ମପୁର:ଗଂଜାମ ଜିଲାର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ ବନାଞ୍ଚଳର କାନବିନ୍ଧା ଜଙ୍ଗଲରୁ ଗୁରୁବାର ସନ୍ଧ୍ୟାରେ ଏକ ଦନ୍ତା ହାତୀର ଗଳିତ ମୃତ ଦେହ ଠାବ କରାଯାଇଛି । ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତେବେ ହାତୀର ଦୁଇଟି ଦାନ୍ତକୁ କାଟି ନିଅ।ଯାଇଥିବା ଜଣାପଡିଛି । ତେବେ…

ଗଞ୍ଜାମ ଜିଲାପାଳଙ୍କ ନାଁରେ ଫେକ୍‌ ହ୍ୱାଟ୍ସଆପ୍ ନମ୍ବର

ବ୍ରହ୍ମପୁର: ରାଜ୍ୟରେ ଜଣଙ୍କ ପରେ ଜଣେ ବରିଷ୍ଠ ଆଇପିଏସ୍‌ ଏବଂ ଆଇଏଏସ୍‌ ଅଧିକାରୀମାନେ ସାଇବର ଅପରାଧର ଶିକାର ହେବାରେ ଲାଗିଛନ୍ତି । ଏହି ତାଲିକାରେ ସଦ୍ୟତମ ସାମିଲ ହୋଇଯାଇଛନ୍ତି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା । ତାଙ୍କ ନାମରେ ଫେକ୍‌ ହ୍ୱାଟ୍ସଆପ୍ ନମ୍ବର କରାଯାଇ ସେଥିରେ…

[ଦେଖନ୍ତୁ ଭିଡିଓ] ଖାଣ୍ଟି ଓଡ଼ିଆଣୀ ବେଶରେ ନଜର ଆସିବେ ରାଣୀ ପଣ୍ଡା

ଭୁବନେଶ୍ୱର : କେତେବେଳେ କିଛି ବିବାଦ ନେଇ ତ ଆଉ କେତେବେଳେ ସମାଜ ସେବା ପାଇଁ। ଆଉ କେବେ କିଛି ଲୋକଙ୍କୁ ଟାର୍ଗେଟ କରି ଚର୍ଚ୍ଚା ସାଉଁଟିଥାନ୍ତି। କିଛି ଲୋକ ତ ତାଙ୍କ ବିବାଦୀୟ ରାଣୀ ପଣ୍ଡା ବୋଲି ମଧ୍ୟ କୁହନ୍ତି ।  ନିଜର ରୋକ୍ ଠୋକ୍ କଥା ପାଇଁ ସବୁବେଳେ ଚର୍ଚ୍ଚା ପରିସରକୁ ଆସୁଥିବା ରାଣୀ…