Latest Odisha News

BREAKING NEWS

Browsing Category

ଓଡିଶା

Odisha

ବରମୁଣ୍ଡା ବସଷ୍ଟାଣ୍ଡ ନିକଟରେ ହୁତହୁତ୍ ହୋଇ ଜଳିଗଲା ବସ୍, ୪ ଯାତ୍ରୀ ଆହତ

ଭୁବନେଶ୍ୱର: ବରମୁଣ୍ଡା ବସଷ୍ଟାଣ୍ଡ ନିକଟରେ ଅଘଟଣ । ଓଭରବ୍ରିଜ୍ ପାର୍ଶ୍ୱ ରାସ୍ତା କଲଭର୍ଟରେ ପିଟି ହୋଇ ଏକ ଘରୋଇ ଯାତ୍ରୀବାହୀ ବସ୍ ଜଳି ଯାଇଛି । ଦୁର୍ଘଟଣାରେ ଉକ୍ତ ଯାତ୍ରୀବାହୀ ବସରେ ଥିବା ୪ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ…

ରାଜ୍ୟରେ କେତେ ଜଣ ରହିଛନ୍ତି ଅନୁପ୍ରବେଶକାରୀ ?

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା । ଏବେ ଏହି ଅନୁବ୍ରବେଶକାରୀ ବାଂଲାଦେଶୀଙ୍କ ସଂଖ୍ୟା ୩୭୪୦ରେ ପହଞ୍ଚିଛି । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ଦେଇ ଏହା କହିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାର କାନ୍ତି ବେହେରା । ସେ କହିଛନ୍ତି,…

ବିଧାନସଭାରେ ଉଠିଲା ରୁଚିକା ଆତ୍ମହତ୍ୟା ପ୍ରସଙ୍ଗ, ଆତ୍ମହତ୍ୟା ସଂଖ୍ୟା ଦେଖାଇ ସରକାରକୁ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ପ୍ରସଙ୍ଗ ବିଧାନସଭାର ଶୂନ୍ୟକାଳରେ ଉଠିଛି । ବିରୋଧୀ ଦଳ ବିଜେବି ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ  ସିବିଆଇ ତଦନ୍ତ ଦାବି କରିଛି। ଏଥିସହ ରାଜ୍ୟରେ ରାଙ୍ଗିକୁ ରୋକିବା ପାଇଁ ଆଇନ୍ ଆସିବା ଦରକାର ବୋଲି ଦାବି କରିଛନ୍ତି।…

ଜନ୍ମବେଦୀରେ ମହାପ୍ରଭୁ । ଆଡ଼ପ ମଣ୍ଡପରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି

ପୁରୀ: ଜନ୍ମବେଦୀରେ ଚାଲିଛି ମହାପ୍ରଭୁଙ୍କ ଲୀଳାଖେଳା । ପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଆଜି ଚତୁର୍ଥ ଦିନ । ଆଡ଼ପ ମଣ୍ଡପରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି । ଆଜି ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ଶ୍ରୀଜିଉଙ୍କ ଏହି ଗୁପ୍ତ ନୀତି…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ସୂଚନା, ଜାଣନ୍ତୁ କେବେ ପ୍ରକାଶ ପାଇବ ରେଜଲ୍ଟ…

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୬ ତାରିଖ ଦିନ ଗୋଟାଏ ବେଳେ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇବ । ଚଳିତବର୍ଷ ଏପ୍ରିଲ୍ ୨୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇ…

ଆଜିଠୁ ଭିଜିବ ସାରା ଓଡ଼ିଶା, ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଆଜିଠୁ ଭିଜିବ ସାରା ଓଡ଼ିଶା । ଆଜି ଲଘୁଚାପରେ ପରିଣତ ହେବ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ପ୍ରଭାବରେ ୪ରୁ ୫ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ…

ମେଡିକାଲ କଲେଜ ତୁରନ୍ତ କାର୍ଯ୍ୟକ୍ଷମ ଦାବିରେ ୨୪ ଘଣ୍ଟିଆ ତାଳଚେର ବନ୍ଦ

ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ୨୪ ଘଣ୍ଟିଆ ତାଳଚେର ବନ୍ଦ ଡାକରା ଦିଆ ଯାଇଛି । ଏଥିସହ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଡାକରା ଦେଇଛି ତାଳଚେର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି । ମେଡିକାଲ କଲେଜ ଚଳାଇବା ପାଇଁ ଏମସିଏଲ ଟଙ୍କା…

ବନକଲାଗି ପାଇଁ ଆଜି ସଂଧ୍ୟାରେ ୪ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପ ଦର୍ଶନ

ପୁରୀ: ଶ୍ରୀଜିଉଙ୍କ ବନକଲାଗି ପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପ ଦର୍ଶନ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ବିତୀୟ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କ ସର୍ବସାଧାରଣ ଦର୍ଶନ ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ। ଦ୍ବିତୀୟ…

ଟୁଙ୍ଗୁରୁ ଓ ବର୍ଷାକୁ ପୋଲିସ ଗିରଫ କରିବ କି?

ଭୁବନେଶ୍ବର:   ଟୁଙ୍ଗୁର ଭୋଳ ଓ ବର୍ଷା ଭୋଳକୁ ଗିରଫ କରାଯାଉ । ସେମାନେ ସମାଜକୁ ଭୁଲ ବାର୍ତା ଦେଉଛନ୍ତି । ସେମାନେ ସମାଜକୁ କଳୁଷିତ କରିଛନ୍ତି ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ । ତୁରନ୍ତ ସେମାନଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକଲେ ଅଟୋ ମହାସଂଘ ଆନ୍ଦୋଳନ କରିବ…

ଦେଶର ନାମ ଇଣ୍ଡିଆ ନରଖାଯାଇ ଭାରତ ହେଉ, କିଏ ଓ କାହିଁକି ଏପରି ଦାବି କଲେ ?

ଭୁବନେଶ୍ୱର: ଭାରତର ଦୁଇଟି ନାମ ଇଣ୍ଡିଆ ଓ ଭାରତ ରହିଛି । ଏପରି ଦୁଇଟି ନାମ ବଦଳରେ କେବଳ ଭାରତ ନାମ ହିଁ ରଖାଯିବା ଆବଶ୍ୟକ। ବିଶ୍ୱର କୌଣସି ଦେଶର ଦୁଇଟି ନାମ ନାହିଁ । ତେଣୁ ସମ୍ବିଧାନରେ ଏହାର ସଂଶୋଧନ କରିବା ଦିଗରେ ପ୍ରଚେଷ୍ଟା କରାଯିବା ଉଚିତ । ଜଗଦ୍‌ଗୁରୁ ରାମାନନ୍ଦାଚାର୍ଯ୍ୟ ସ୍ୱାମୀ…