Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଛାତ୍ରଛାତ୍ରୀ ଶିକ୍ଷିତ ଓ କର୍ମଯୋଗୀ ହେଲେ ଦେଶର ବିକାଶ ହେବ’

ଭୁବନେଶ୍ୱର: ସଭ୍ୟତା ପ୍ରାପ୍ତି ନିମନ୍ତେ ମନୁଷ୍ୟ ଶିକ୍ଷିତ ହେବା ଆବଶ୍ୟକ । ବିନା ଶିକ୍ଷାରେ ସଭ୍ୟତା ହାସଲ କରିହେବ ନାହିଁ ଏବଂ ବିନା ଶିକ୍ଷାରେ ଜ୍ଞାନଯୋଗୀ, କର୍ମଯୋଗୀ ଓ ଅଷ୍ଟାଙ୍ଗଯୋଗୀ ହେବା ସମ୍ଭବ ନୁହେଁ ବୋଲି ମତ ବ୍ୟକ୍ତ କରିଛନ୍ତି ଜଗଦ୍‌ଗୁରୁ ରାମାନନ୍ଦାଚାର୍ଯ୍ୟ ସ୍ୱାମୀ…

ଶିକ୍ଷାନୁଷ୍ଠାନକୁ ଜମି ପଟ୍ଟା ବଣ୍ଟନ

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଶିକ୍ଷାନୁଷ୍ଠାନକୁ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ରବିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟର ସଂଘମିତ୍ରା ଦଳେଇ, ଡ଼େପୁଟି ମେୟର ଇ.…

ତିନି ଛୁଆର ମାଆକୁ ନେଇ ଫେରାର ଯୁବକ ହେଲା ଗିରଫ

ବ୍ରହ୍ମପୁର: ତିନି ଛୁଆର ମାଆକୁ ନେଇ ଫେରାର୍‌ ହୋଇଯାଇଥିବା ଯୁବକ ଗିରଫ । ବ୍ରହ୍ମପୁର ସହରରେ ଏଭଳି ଘଟଣା ଘଟିଛି । ପ୍ରଥମେ ମହିଳା ଏବଂ ତାଙ୍କ ୩ ଛୁଆ କେଉଁଆଡେ ଚାଲିଯାଇଥିବା ନେଇ ପରିବାର ଲୋକେ ବ୍ରହ୍ମପୁର ବଡବଜାର ଥାନାରେ ନିଖୋଜ ଏତଲା ଦେଇଥିଲେ । ପୁଲିସ ସେହି ଅନୁସାରେ ତଦନ୍ତ କରି…

ବେଆଇନ ଖଣି ଉତ୍ତୋଳନ: ସିରାଜୁଦ୍ଦିନ ମାଇନିଂର ୮.୫୨ କୋଟି ଟଙ୍କା ଜବତ କଲା ଇଡି

ଭୁବନେଶ୍ୱର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସିରାଜୁଦ୍ଦିନ ମାଇନିଂ କମ୍ପାନୀର ୮.୫୨ କୋଟି ଟଙ୍କା ଜବତ କରିଛି । ଗତ ମାସ ଜୁନ ୨୪ ତାରିଖରେ ସିରାଜୁଦ୍ଦିନ ଆଣ୍ଡ କୋ. ଅଫିସ ରେଡ୍ କରିଥିଲା । ଗତକାଲି ଇଡି ଏକ ପ୍ରେସ ଇସ୍ତାହାର ଜାରି କରିଛି । ଏଥିରେ ଚଢ଼ାଉ ଏବଂ ଜବତ ଅର୍ଥ ରାଶି ବିଷୟରେ…

ରୁଚିକା ଆତ୍ମହତ୍ୟା ଘଟଣା: ମୃତ ଛାତ୍ରୀଙ୍କ ବାପା-ମାଆଙ୍କୁ ସାଥିରେ ଧରି କଲେଜରେ ରାଗିଂ ବିରୋଧରେ ନାରାବାଜି କଲେ…

ଭୁବନେଶ୍ୱର  : ବିଜେବି କଲେଜ ହଷ୍ଟେଲରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ରାସ୍ତାକୁ ଓହ୍ଲାଇଛି ବିଭିନ୍ନ ଛାତ୍ର ସଂଗଠନ । ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମୃତ ଛାତ୍ରୀ ରୁଚିକା ମହାନ୍ତିଙ୍କ ବାପା-ମାଆଙ୍କୁ ସାଥିରେ ଧରି କଲେଜରେ ରାଗିଂ…

ASI ଟିମର ଶ୍ରୀମନ୍ଦିର ଯାଞ୍ଚ : ୧୦ ଦିନ ଭିତରେ ହେବ ଶ୍ରୀମନ୍ଦିର ରୋଷଘର ଚଟାଣର ମରାମତି

ପୁରୀ: ASI  ଟିମର ଶ୍ରୀମନ୍ଦିର ଯାଞ୍ଚ । ଆସନ୍ତା ୧୦ ଦିନ ଭିତରେ ଶ୍ରୀମନ୍ଦିର ରୋଷଘର ଚଟାଣର ମରାମତି କାର୍ଯ୍ୟ ଶେଷ କରାଯିବ । ଗର୍ଭଗୃହ ଭିତରେ କେମିକାଲ ଓ୍ବାସ୍ ସହ ପ୍ଲାଷ୍ଟରରିଂ ହେବ । ଜଗମୋହନ ଓ ନାଟମଣ୍ଡପର ସ୍ଥିତି ସଠିକ୍ ରହିଛି । କଳାହାଟ ଦ୍ୱାରର ରୂପାଛାଉଣୀ ଶୀଘ୍ର ଶେଷ ହେବ ।…

ବାହାରିଲା ଆଡ଼ପ ଅବଢା, ଜନ୍ମବେଦୀରେ ତିନି ଠାକୁର

ପୁରୀ: ଜନ୍ମବେଦିରେ ମହାପ୍ରଭୁ । ଆଡପ ବିଜେ ପରେ ଏବେ ଜନ୍ମବେଦିରେ ପୂଜା ପାଉଛନ୍ତି ଚତୁର୍ଦ୍ଧା ମୂରତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିଛି ଆଡ଼ପ ଅବଢା । ସକାଳୁ ଦ୍ୱାରଫିଟା ନିତୀ ସମ୍ପନ୍ନ ପରେ ଭିତର ଶୋଧ, ମଙ୍ଗଳ ଆଳତୀ , ମଇଲମ, ଅବକାଶ ନୀତି କରାଯାଇ ଦୈନଦିନ…

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧା ବାଘମାରି ସିମୋର ରାସ୍ତାରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସିପଡ଼ିଲା ବାଙ୍କୀରୁ ଭୁବନେଶ୍ୱର ଆସୁଥିବା ଘରୋଇ ବସ୍ । ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ଜାରି ରହିଛି ଉଦ୍ଧାର କାର୍ଯ୍ୟ । ସୂଚନା ଅନୁସାରେ,…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ପ୍ରଭାବରେ ୪ ଦିନ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା…

ଭୁବନେଶ୍ୱର: ବଙ୍ଗୋପସାଗରେ  ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଆଜିଠୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି କଟକ,…

ରାଜ୍ୟରେ ୩ ଶହ ଟପିଲା ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ କରୋନା ପଜିଟିଭ, ୪୯ ଜଣ ୧୮ ବର୍ଷରୁ କମ୍ ବୟସର

ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । କିଛି ମାସର ବ୍ୟବଧ୍ୟାନ ପରେ ପୁଣି ୩ଶହ ଟପିଛି ସଂକ୍ରମଣ । ଗତ ୨୪ ଘଂଟାରେ ୩୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ଆକ୍ରାନ୍ତ ୧୪୪ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ…