Latest Odisha News

BREAKING NEWS

Browsing Category

ଓଡିଶା

Odisha

କଡା ସୁରକ୍ଷା ଭିତରେ କେମିତି ଭାଙ୍ଗିଲା ରୋଷ ଘର ?

ନୂଆଦିଲ୍ଲୀ: କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଅଜଣା ଦୁର୍ବୃତ୍ତମାନେ ପୁରୀ ଗୁଣ୍ଡିଚା ମନ୍ଦିର ରୋଷେଇ ଘର (ରୋଷଘର) ଭିତରେ ୨୦ରୁ ଊର୍ଦ୍ଧ୍ୱ ମାଟି ଚୁଲିକୁ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଶନିବାର ଏହି ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଗୁଣ୍ଡିଚା…

ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ

ପୁରୀ: ଜନ୍ମବେଦୀ ଆଡ଼ପମଣ୍ଡପରେ ଚତୁର୍ଦ୍ଧା ବିଗ୍ରହ। ଆଜି ଠାରୁ ଶ୍ରଦ୍ଧାଳୁ ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବେ । ଏଥିସହ ଆଜି ବାହାରିବ ପ୍ରଥମ ଆଡ଼ପ ଅବଢ଼ା।  ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଦ୍ଵିତୀୟ ଦିନରେ ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମସ୍ତ ନୀତିକାନ୍ତି ସରିବା…

ବିଶ୍ୱ କ୍ରୀଡ଼ା ସାମ୍ବାଦିକ ଦିବସ ପାଳିତ: ଖେଳାଳି ଓ ଖେଳ ସାମ୍ବାଦିକ ପରସ୍ପର ପରିପୂରକ

ଭୁବେନଶ୍ବର: ଜଣେ ଖେଳାଳି ପାଇଁ କ୍ରୀଡ଼ା ସାମ୍ବାଦିକ ଯେତିକି ଗୁରୁତ୍ୱପୂର୍ଣ୍ଣ, କ୍ରୀଡ଼ା ସାମ୍ବାଦିକଙ୍କ ପାଇଁ ମଧ୍ୟ ଖେଳାଳିଙ୍କ ଗୁରୁତ୍ୱ ସେହିପରି । ଉଭୟଙ୍କ ଜନମାନସରେ ପ୍ରଚାର ପାଇଁ ପରସ୍ପରର ଆବଶ୍ୟକତା ରହିଛି । ଖେଳ ଦୁନିଆ ଏବଂ କ୍ରୀଡ଼ା ସାମ୍ବାଦିକତା ପରସ୍ପର ଠାରୁ ଭିନ୍ନ ନୁହଁନ୍ତି…

ରାଜ୍ୟ ବଜେଟକୁ ନେଇ ବିଜେପି ର ପ୍ରତିକ୍ରିୟା

ଭୁବନେଶ୍ବର: ବଜେଟକୁ ନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ସରକାରଙ୍କୁ ଘେରିଛନ୍ତି ।  ରାଜ୍ୟ ବଜେଟର କଳେବର ବୃଦ୍ଧି ପାଇ ଦୁଇ ଲକ୍ଷ କୋଟି ଟଙ୍କାରେ ପହଂଚିଥିବାର ଆସ୍ପାଳନ କରୁଛନ୍ତି ରାଜ୍ୟ ସରକାର । ମାତ୍ର ବଜେଟ ଆକଳନର ଶତାଂଶ ହିସାବରେ ବ୍ୟୟ ବର୍ଷ ବର୍ଷ ଧରି ହ୍ରାସ ପାଉଥିବା…

ଚାଷୀଙ୍କୁ ବୀମା ରାଶି ପ୍ରଦାନରେ ହସ୍ତକ୍ଷେପ କରନ୍ତୁ ରାଜ୍ୟ ସରକାର: ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ତଥା ପଦ୍ମପୁରର ପୂର୍ବତନ ବିଧାୟକ  ପ୍ରଦୀପ ପୁରୋହିତ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ କୃଷକ ଭବନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସଚିବ ଶ୍ରୀ ସଞ୍ଜିବ ଚୋପ୍ରାଙ୍କୁ ଭେଟି ବରଗଡ ଜିଲ୍ଲା ପଦ୍ମପୁର ସବଡିଭିଜନ ଗତ ୨୦୨୧…

 ରାଗିଂ ପାଇଁ ପୁଣି ଜଣେ ମେଧାବୀ ଛାତ୍ରୀଙ୍କ ଜୀବନ ଗଲା!

ଭୁବନେଶ୍ବର: ବିଜେବି କଲେଜ୍ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ନେଇ ମିଳିଛି ସୁସାଇଡ ନୋଟ୍ । ସିଧା ସିଧା ସେଥିରେ ଲେଖା ଅଛି ସିନିୟର ଛାତ୍ରୀଙ୍କ ରାଗିଂ ପାଇଁ ସେ ଜୀବନ ହାରୁଛନ୍ତି । ସେଥିରେ ଯଦିଓ ସେ କାହାର ନାମ ଲେଖିନାହାଁନ୍ତି କିନ୍ତୁ କଲେଜରେ ଯେ ରାଗିଂ ହେଉଛି ଏବଂ ତାହା…

ବିଜେବି କଲେଜ ହଷ୍ଟେଲରେ କାହିଁକି ଆତ୍ମହତ୍ୟା କଲେ ଛାତ୍ରୀ ? ଜାଣନ୍ତୁ କାରଣ…

ଭୁବନେଶ୍ୱର: ବିଜେବି କଲେଜରେ ଯୁକ୍ତି ୩ ପ୍ରଥମ ବର୍ଷର କଳା ବିଭାଗର ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ଆଉ ଆତ୍ମହତ୍ୟାର ପଛର କାରଣ ହେଉଛି ନିର୍ଯାତନା । ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କ ଜଣଙ୍କ ହେଉଛନ୍ତି ରୁଚିକା ମହାନ୍ତି । ସେ ବିଜେବି କଲେଜର କାରୁବାକୀ ଛାତ୍ରୀ ନିବାସରେ ରହୁଥିଲେ ।…

ଭୁବନେଶ୍ୱର ପରେ ଏବେ କଟକରେ ମାସ୍କ ବାଧ୍ୟତାମୂଳକ

କଟକ : ଭୁବନେଶ୍ୱର ପରେ କଟକରେ ମାସ୍କ ବାଧ୍ୟତାମୂଳକ ହେଲା । କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କଲା ସିଏମ୍‌ସି । କୋଭିଡ଼ ସଂକ୍ରମଣ ବଢ଼ିବାରୁ ପ୍ରଶାସନ କଟକଣା କଡ଼ା କରିଛି । କଟକରେ ରହୁଥିବା ଲୋକଙ୍କ ସମେତ କଟକକୁ ଆସୁଥିବା ଲୋକ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି ।…

ଗଞ୍ଜାମବାସୀଙ୍କ ସ୍ୱାସ୍ଥ୍ୟଗତ ତଥ୍ୟର ହେବ ଡିଜିଟାଲ ଡାଟାବେସ୍‌

ବ୍ରହ୍ମପୁର: ସ୍ୱାସ୍ଥ୍ୟ ବିଭାଗ ତରଫରୁ ଗଞ୍ଜାମ ଜିଲା ବ୍ୟାପି ଘରକୁ ଘର ବୁଲି ପ୍ରତ୍ୟୋକ ପରିବାରର ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ତଥ୍ୟ ସଂଗ୍ରହ କରାଯାଇ ଡିଜିଟାଲ ଡାଟାବେସ୍ ପ୍ରସ୍ତୁତ ହେବ। ଉକ୍ତ ଡାଟାବେସ୍ ତଥ୍ୟକୁ ଆଧାର କରି ଚିକିତ୍ସା ପଦ୍ଧତିର ମାର୍ଗ ନିରୂପଣ କରାଯିବ । ଫଳରେ ଲୋକଙ୍କ…

ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ, କାଳିଆ ଯୋଜନା ପାଇଁ ୧୮୭୪ କୋଟି ଟଙ୍କା ବ୍ୟୟବରାଦ

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥାପନ କରିଛନ୍ତି ପୂର୍ଣ୍ଣାଙ୍ଗ ବଜେଟ୍ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟିର ବ୍ୟୟ ଅଟକଳ କରାଯାଇଛି । କାଳିଆ ଯୋଜନା ପାଇଁ ୧୮୭୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ କୃଷି…