Latest Odisha News

BREAKING NEWS

Browsing Category

ଓଡିଶା

Odisha

ମରଣାନ୍ତକ ଆକ୍ରମଣ କରି ଡୋମିନସର ମହିଳା କର୍ମଚାରୀଙ୍କୁ ଅପହରଣ ଉଦ୍ୟମ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏବେ କ୍ରାଇମ୍ କ୍ୟାପିଟାଲ୍ ହେବାକୁ ବସିଲାଣି । ଏସପ୍ଲାନେଡ ମଲ୍ ସ୍ଥିତଡୋମିନସରେ କାମ କରୁଥିବା ଜଣେ ମହିଳା କର୍ମଚାରୀଙ୍କୁ ଅପହରଣ ଉଦ୍ୟମ ସହ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମାମଲାରେ ଦୁଇ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି ମଞ୍ଚେଶ୍ୱର ଥାନା…

[ଦେଖନ୍ତୁ ଭିଡିଓ] ଜିନ୍ଦଲ ପରିସରରେ ମହାପ୍ରଭୁଙ୍କର ରଥଯାତ୍ରା

ଅନୁଗୋଳ: ଅନୁଗୋଳ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପରିସରରେ ମହାପ୍ରଭୁଙ୍କର ରଥଯାତ୍ରା ପାଳିତ ହୋଇଛି। ଜିନ୍ଦଲ ପରିସରରେ ତିନି ଦିଅଁଙ୍କ ପାଇଁ ତିନୋଟି ରଥ ନିର୍ମାଣ ହୋଇଥିଲା । ପ୍ରଥମେ ପରିସରରେ ଥିବା ଜଗନ୍ନାଥ ମନ୍ଦିରରୁ ତିନି ଦିଅଁଙ୍କୁ ପହଣ୍ଡି ବିଜେ ପରେ ରଥାରୂଢ କରାଯାଇଥିଲା। ପରେ ପରେ…

ନୂପୁର ଶର୍ମାଙ୍କ ମନ୍ତବ୍ୟକୁ ନେଇ ଗୃହରେ ହଟ୍ଟଗୋଳ, ବିଧାନସଭା ମୁଲତବି

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । ପ୍ରଶ୍ନକାଳ ଠିକଠାକ୍ ଚାଲିଥିବା ବେଳେ ଶୂନ୍ୟକାଳରେ ଗୃହରେ ହୋହଲ୍ଲା ଯୋଗୁଁ ଗୃହକୁ ମୁଲତବି କରାଯାଇଛି । ବିଜେପିରୁ ନିଲମ୍ବିତ ସାଂସଦ ନୂପୁର ଶର୍ମାଙ୍କ ବୟାନକୁ ଗୃହରେ ଉଠାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ…

ଆସୁଛି ଲଘୁଚାପ ବଢ଼ିବ ବର୍ଷା, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ଆସୁଛି ଲଘୁଚାପ । ଆଉ ଦିନକ ପରେ ରାଜ୍ୟରେ ବଢ଼ିବ ବର୍ଷା । ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଥିବାବେଳେ ୪ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ବଳୟ…

ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି : ସଂଧ୍ୟାରେ ହେବ ଗୋଟି ପହଣ୍ଡି

ପୁରୀ:  ଆଜି ମହାପ୍ରଭୁ ଜନ୍ମବେଦିକୁ ପହଣ୍ଡି ବିଜେ କରିବେ । ଏଥିପାଇଁ ସମସ୍ତ ନୀତି ସକାଳୁ ଆରମ୍ଭ ହୋଇଛି । ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଅବସ୍ଥାନ କରୁଥିବା ବେଳେ ଦଇତାମାନେ ସେବା ପୂଜା କରିଥାନ୍ତି । ଗୁଣ୍ଡିଚା ଘରେ ସମସ୍ତେ ମହାପ୍ରଭୁଙ୍କୁ ଛୁଇଁଥାନ୍ତି । ଆଡ଼ପ ମଣ୍ଡପରେ ମହାପ୍ରଭୁ…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ : ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ୱର  : ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ । ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବ । ଏହି ଅଧିବେଶନରେ ମୋଟ୍ ୨୪ଟି କାର୍ଯ୍ୟ ଦିବସ ରହିଛି । ଅନ୍ୟପଟେ ଚଳିତ ବିଧାନସଭା ଅଧିବେଶନର କାର୍ଯ୍ୟ ସମୟକୁ ଘଣ୍ଟାଏ ବୃଦ୍ଧି କରାଯାଇଛି…

ଆଜିଠୁ ମୌସୁମୀ ଅଧିବେଶନ

ଭୁବନେଶ୍ବର: ଆଉ କିଛି ସମୟ ପରେ ଆରମ୍ଭ ହେବ  ବିଧାନସଭାର ମୌସୁମୀ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୪ ପର୍ଯ୍ୟନ୍ତ ବସିବାକୁ ଥିବା ଏହି ଅଧିବେଶନରେ ୨୪ଟି କାର୍ଯ୍ୟଦିବସ ରହିଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ।…

ବିଶିଷ୍ଟ ଗଣିତ ପ୍ରଫେସର ଇନ୍ଦୁଲତା ଶୁକ୍ଲାଙ୍କ ପରଲୋକ

କଟକ: ସମ୍ବଲପୁର ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ଗଣିତ ପ୍ରଫେସର ଇନ୍ଦୁଲତା ଶୁକ୍ଲାଙ୍କ ଗୁରୁବାର ସଂଧ୍ୟାରେ ଦେହାନ୍ତ ହୋଇଯାଇଛି । ଗୁରୁବାର ସଂଧ୍ୟା ୮.୪୦ରେ ବିଶିଷ୍ଟ ପ୍ରଫେସର ଇନ୍ଦୁଲତା ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବାରିପଦା ନିବାସୀ ଇନ୍ଦୁଲତାଙ୍କ ପିତା ପଣ୍ଡିତ କାଶୀନାଥ କର…

[ଦେଖନ୍ତୁ ଭିଡିଓ] ଶରଧାବାଲିରେ ୩ ରଥ । ଘଣ୍ଟ, ଘଣ୍ଟା ଓ ଜୟ ଜଗନ୍ନାଥ ଧ୍ୱନିରେ ଗଡ଼ିଲା ନନ୍ଦିଘୋଷ

ପୁରୀ  : ଗୁଣ୍ଡିଚା ମନ୍ଦିର ପାଖରେ ପହଞ୍ଚିଲା ନନ୍ଦିଘୋଷ ରଥ । ପୂର୍ବରୁ ତାଳଧ୍ୱଜ ଓ ଦର୍ପଦଳନ ରଥ ପହଞ୍ଚିଛି । ଏବେ ଶରଧା ବାଲିରେ ୩ ରଥ ସମାନ ହୋଇ ଛିଡା ହୋଇଛନ୍ତି । ୩ ଠାକୁରଙ୍କୁ ଦେଖିବାକୁ ଭକ୍ତମାନେ ଗୁଣ୍ଡିଚା ମନ୍ଦିର ପାଖରେ ଭିଡ ଜମାଇଛନ୍ତି । ଜୟ ଜଗନ୍ନାଥ ନାରାରେ ପ୍ରକମ୍ପିତ ହୋଇଛି…

ହିଞ୍ଜିଳିରେ ସକ୍ରିୟ ଚୋରି ଗ୍ୟାଙ୍ଗ୍‌ : ଘରେ ପଶି ନେଇଗଲେ ୧୮୦ ଗ୍ରାମ ସୁନା

ବ୍ରହ୍ମପୁର:ଗଞ୍ଜାମ ଜିଲାର ହିଞ୍ଜିଳି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଚୋର ଗ୍ୟାଙ୍ଗ ସକ୍ରିୟ ହୋଇପଡ଼ିଛନ୍ତି । ଦୁଇଟି ଭିନ୍ନ ଜାଗାରୁ ୧୮ ତୋଳା(୧୮୦ଗ୍ରାମ) ଓଜନର ସୁନା ଅଳଙ୍କାର ସହିତ ରୂପା ଅଳଙ୍କାର ଏବଂ ନଗଦ ୬୯ ହଜାର ଟଙ୍କା ଚୋରି କରିନେଇଛନ୍ତି। ଉଭୟ ଘଟଣାରେ ହିଞ୍ଜିଳି ଥାନାରେ…