Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖୋର୍ଦ୍ଧାରୋଡ୍ ରେଳ ଷ୍ଟେସନ ନୂଆ ବିଲଡିଂର ଲୋକାର୍ପଣ

ଖୋର୍ଦ୍ଧା : ଖୋର୍ଦ୍ଧାରୋଡ୍ ରେଳ ଷ୍ଟେସନ ନୂଆ ବିଲଡିଂର ଲୋକାର୍ପଣ ।   କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କରିବା ଅବସରରେ  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ଏହା ସହ …

ଛାତ୍ରୀଙ୍କୁ ଅସଦଚାରଣ ଅଭିଯୋଗରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରଫେସର ଗିରଫ

ବ୍ରହ୍ମପୁର:ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଛାତ୍ରୀଙ୍କୁ ଅସଦାଚରଣ କରିଥିବା ମାମଲାରେ ଓଡ଼ିଆ ବିଭାଗର ପ୍ରଫେସର ସଦାନନ୍ଦ ନାୟକଙ୍କୁ ଗୋପାଳପୁର ପୁଲିସ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ଅଭିଯୋଗ ଅନୁଯାୟୀ ଗତ ମେ ୨୧ତାରିଖ ଦିନ ଓଡିଆ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀଙ୍କୁ…

ରଥ ପ୍ରସ୍ତୁତ, ପଥ ପ୍ରସ୍ତୁତ ..ଭଗବାନଙ୍କ ଅପେକ୍ଷାରେ ଭକ୍ତ

ପୁରୀ : ଆଉ କେଇ ଘଣ୍ଟା ପରେ ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ଯିବେ । ସକାଳ ୯ଟା.୩୦ରୁ ୧୨ଟା ୩୦ ମଧ୍ୟରେ ହେବ ଶ୍ରୀଜୀଉଙ୍କ ଧାଡ଼ି ପହଣ୍ଡି । ଦିନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା କରିବେ ଗଜପତି ।…

ରଥଯାତ୍ରା ପାଇଁ ଶ୍ରୀବାଣୀକ୍ଷେତ୍ର ଚଳଚଞ୍ଚଳ; ନବଦିନ ବ୍ୟାପୀ ଭଜନ ସମାରୋହ

ଭୁବନେଶ୍ୱର: ରଥଯାତ୍ରା ପାଇଁ କିସ୍‍ ଶ୍ରୀବାଣୀ କ୍ଷେତ୍ରରେ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ । ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ନୀତି ନିର୍ଘଣ୍ଟ ଅନୁଯାୟୀ ଶୁକ୍ରବାର ଅନୁଷ୍ଠିତ ହେଉଛି ରଥଯାତ୍ରା । ପୂର୍ବାହ୍ନ ୧୦ଘଣ୍ଟା ସମୟରେ ଶ୍ରୀଜୀଉମାନଙ୍କ…

ଜରପଡ଼ା ପତିତପାବନ ଡିଗ୍ରୀ କଲେଜରେ ଅଧ୍ୟାପକଙ୍କ ଜାଲ ସାର୍ଟିଫିକେଟ୍

ଅନୁଗୁଳ: ଜରପଡ଼ା ପତିତ ପାବନ ଡିଗ୍ରୀ ମହାବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ବିକାଶ ଚନ୍ଦ୍ର ମିଶ୍ର ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିଲେ । ସେ ତାଙ୍କ ପିଜି ମାର୍କସିଟର ଦୁଇଟି ବିଷୟରେ ଜାଲିଆତି କରି ଚାକିରି କରିଥିବା କଥା ଜଣାପଡ଼ିବା ପରେ ବିକାଶ ଚନ୍ଦ୍ର ମିଶ୍ରଙ୍କ ବିରୋଧରେ ତଦନ୍ତ ଆରମ୍ଭ…

ବିଚାର ବିଭାଗୀୟ ହାଜତକୁ ଗଲେ ଠକେଇ ଅଭିଯୋଗରେ ଗିରଫ ଘରୋଇ ନ୍ୟୁଜ୍ ଚ୍ୟାନେଲ୍ ସମ୍ପାଦକ

ଭୁବନେଶ୍ୱର: ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(EOW) ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି । ଗିରଫ ପରେ ଅର୍ଦ୍ଧେନ୍ଦୁଙ୍କୁ ଇଓଡବ୍ଲୁ କୋର୍ଟ ଚାଲାଣ କରିଥିଲା । ଜାମିନ୍ ନାମଞ୍ଜୁର ହେବାରୁ କୋର୍ଟ ଜୁଲାଇ ୧୩ ପର୍ଯ୍ୟନ୍ତ…

‘ସୁଶ୍ରୁତ- ଦ ହେଲଥ୍ କନକ୍ଲେଭ : ମହାମାରୀ ସହ ଲଢ଼େଇ କରିବାକୁ ହେବ; ଡୋଷ୍ଟାରିଲିମାବ ଆଶା ହୋଇପାରିବ

ଭୁବନେଶ୍ୱର: ଅଗ୍ରଣୀ ଡିଜିଟାଲ ମିଡିଆ ପ୍ଲାଟଫର୍ମ ‘ଓଡ଼ିଶା ବାଇଟ୍ସ ଏବଂ ଓଡ଼ିଶା ସମ୍ବାଦ’ ଆନୁକୂଲ୍ୟରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହୋଇଯାଇଛି ‘ସୁଶ୍ରୁତ : ଦ ହେଲଥ୍ କନକ୍ଲେଭ’ । ଗୁରୁବାର ସ୍ଥାନୀୟ ମେ ଫେୟାର କନଭେନସନ ଠାରେ ଏହି ସ୍ୱତନ୍ତ୍ର ସ୍ୱାସ୍ଥ୍ୟ କନକ୍ଲେଭ ଅନୁଷ୍ଠିତ ହୋଇଯାଇଛି ।…

ଓଡ଼ିଶାରେ ପୁଣି ବଢ଼ୁଛି କରୋନା: ୨୪ ଘଣ୍ଟାରେ୧୫୫ ପଜିଟିଭ ଚିହ୍ନଟ,

ଭୁବନେଶ୍ବର: ଗତକାଲି ୧୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୬…

ବିଲ୍ଡର ଘର ଦେଖି ପୋଲିସ ଡରିଲା, ଘରେ ନ ପଶି ଘର ବାହାରୁ ଫେରିଲା

ଭୁବନେଶ୍ୱର: ଯୌତୁକ ସାମଗ୍ରୀ ସିଜ କରିବାକୁ ଯାଇ ପୋଲିସ ହେଲା ଅପଦସ୍ତ। ବିଲ୍ଡର ଘର ଦେଖି ଭୟରେ ଫେରିଲା ଖାଲି ହାତରେ ! ଘରେ ପଶିବା ତ ଦୂରର କଥା ଘରର ଗେଟ ଖୋଲିବାକୁ ସାହାସ କଲାନି। ଏମିତି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ସୂର୍ଯ୍ୟନଗରରେ ଥିବା ବିଲ୍ଡର ପ୍ରିୟବ୍ରତ ମିଶ୍ରଙ୍କ ଘର…

ଆସନ୍ତାକାଲି ମହାପ୍ରଭୁଙ୍କ ରଥଯାତ୍ରା , ଆଜି ତିନି ରଥ ନେବେ ଉତ୍ତର ମୋଡ଼

ରାତି ପାହିଲେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ମହାପ୍ରଭୁଙ୍କ ରଥ ଯାତ୍ରା । ରଥ ଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଥିବା ବେଳେ ଆଜି ଶ୍ରୀକ୍ଷେତ୍ରରେ ଉଭାଯାତ୍ରା ପାଳନ ହେଉଛି । ଏଥିପାଇଁ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ସଂପନ୍ନ ହେବା ପରେ ରଥଖଳାକୁ ଯିବ ମହାପ୍ରଭୁଙ୍କ…