Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା ସମ୍ବାଦ ଏବଂ ଓଡ଼ିଶା ବାଇଟ୍ସ ଆୟୋଜନ କରୁଛନ୍ତି ‘ସୁଶ୍ରୁତ : ଦ ହେଲଥ୍ କନକ୍ଲେଭ’

ଭୁବନେଶ୍ୱର: ଅଗ୍ରଣୀ ଡିଜିଟାଲ ମିଡିଆ ପ୍ଲାଟଫର୍ମ ‘ଓଡ଼ିଶା ସମ୍ବାଦ ଏବଂ ଓଡ଼ିଶା ବାଇଟ୍ସ’ ପ୍ରଥମ ଥର ପାଇଁ ଭୁବନେଶ୍ୱରର ମେଫେୟାର କନଭେନସନ ଠାରେ ଜୁନ ୩୦ (ଗୁରୁବାର) ରେ ଆୟୋଜନ କରୁଛନ୍ତି ‘ସୁଶ୍ରୁତ: ଦ ହେଲଥ୍ କନକ୍ଲେଭ’ । ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ…

ରାଜଧାନୀରୁ ପିଲା ଚୋରି, ମୟୂରଭଞ୍ଜରୁ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର: ଧରା ପଡ଼ିଲା ପିଲା ଚୋରଣୀ । ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରୁ ମୟୂରଭଞ୍ଜ ରାଇରଙ୍ଗପୁରର ୫୦ ବର୍ଷୀୟ ମହିଳା ୩ ବର୍ଷର ପୁଅକୁ ଚୋରାଇ ନେଇ ଯାଇଥିଲେ । ଏହି ମାମଲାର ତଦନ୍ତ କରି ପିଲାକୁ ଉଦ୍ଧାର କରିବା ସହ ମହିଳା ପଦ୍ମାବତୀ ନାଗଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ସୂଚନା…

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ, ଭୁବନେଶ୍ୱରରେ ରହିଛି ଏକାଧିକ ପ୍ଲଟ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । କଟକ ଜିଲ୍ଲା ଡମପଡ଼ା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ୪ ଜଣ ଡିଏସପିଙ୍କ ନେତୃତ୍ୱରେ ଏକାଧିକ ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । ଚଢ଼ାଉ ବେଳେ ଠାବ…

ପାଣି ପାଇଁ ଗାଁ ଦାଣ୍ଡରେ ମହିଳାଙ୍କୁ ବିଭତ୍ସ ହତ୍ୟା

ପଦ୍ମପୁର: ପାଣି ପାଇଁ ଜୀବନ ଗଲା । ଗାଁ ଦାଣ୍ଡରେ ଯୁବକଙ୍କ ଟାଙ୍ଗିଆ ଚୋଟରେ ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି ପଦ୍ମପୁର ଥାନା ଲୋହାରପାଲି ପଞ୍ଚାୟତ ଗମ୍ଭାରିଡ଼ିହି ଗାଁରେ । ଗାଁର ଜଣେ ମହିଳା ନଳକୂପରୁ ପାଣି ନେଇ ଯାଉଥିବା ସମୟରେ ସେହି ଗାଁର ଜଣେ ଯୁବକଙ୍କ ସହ କଥା…

ରାଜ୍ୟର ୧୫ ଜିଲ୍ଲାରୁ ୧୬୧ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୧୬୧ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୯୫ ଜଣ ଓ ୬୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।…

ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌: ନିବେଶକଙ୍କୁ ସମ୍ବୋଧନ କରିବେ ନବୀନ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରୋମରୁ ଆସି ଦୁବାଇରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ  ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ରେ ଯୋଗ ଦେବେ  । ପୁଞ୍ଜି ନିବେଶକାରୀଙ୍କୁ ସମ୍ବୋଧନ କରି ଓଡ଼ିଶା ଆସି ଏଠାରେ ପୁଞ୍ଜି ନିବେଶ କରିବା ପାଇଁ ଆଲୋଚନା କରିବେ ।…

ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ: ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତି । 14 ଦିନ ପରେ ମହାପ୍ରଭୁଙ୍କ ନବ ଯୈାବନ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଛି । ବଡ଼ ଦାଣ୍ଡରେ ଗହଳି ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଆଜି ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ…

ଅତି ଶସ୍ତା ଷ୍ଟୋରି ପଛରେ ଗଣମାଧ୍ୟମ

ଭୁବନେଶ୍ବର: ଆପଣ ଦେଖୁଥିବେ ଏଇ ସପ୍ତାହ ହେଲା ଓଡ଼ିଶାରେ ଅନେକ ବଡ଼ ବଡ଼ ଖବର ରହିଛି । କିନ୍ତୁ ଓଡ଼ିଶାର ମିଡିଆର କିଛି ଲୋକ ଟୁଙ୍ଗୁରୁ ଭୋଳ ପଛରେ ପଡିଛନ୍ତି । ଓଡ଼ିଶାରେ ଯେପରି ଟୁଙ୍ଗୁର ପଛରେ ପଡି ଶସ୍ତା ଖବର ପ୍ରଚାର ପ୍ରସାର କରାଯାଉଛି ତାହାକୁ ବୁଦ୍ଧିଜୀବୀ ମହଲରେ ନାପସନ୍ଦ କରାଯାଉଛି ।…

ଆନ୍ଧ୍ର ବିଚ୍ଛିନ୍ନାଞ୍ଚଳରେ ଓଡ଼ିଆ ବିଦ୍ୟାର୍ଥୀଙ୍କୁ ମିଳିବ ପାଠ୍ୟ ପୁସ୍ତକ

ବ୍ରହ୍ମପୁର:ପଡ଼ୋଶୀ ରାଜ୍ୟଗୁଡ଼ିକରେ ଥିବା ଓଡ଼ିଆ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ତଥା ଉତ୍କଳ ସମ୍ମିଳନୀ ତରଫରୁ ମାଗଣାରେ ପାଠ୍ୟ ପୁସ୍ତକ ପ୍ରଦାନ କରିଥାନ୍ତି । ଏହି କ୍ରମରେ ଆନ୍ଧ୍ରପ୍ରଦେଶ ସ୍ଥିତ ଶ୍ରୀକାକୁଲମ, ବିଜୟା ନଗର ଓ ବିଶାଖାପାଟଣା ଶିକ୍ଷା ଜିଲାର ୩୧ ଗୋଟି…

[ଦେଖନ୍ତୁ ଭିଡିଓ] ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ସୁୁରକ୍ଷା ଉପରେ ଗୁରୁତ୍ୱ

 ପୁରୀ : ଆସନ୍ତାକାଲି ପବିତ୍ର ନବଯୌବନ ଦର୍ଶନ। ୧୫ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ଟିକେଟ ଦର୍ଶନ ପରେ ୯ ଟାରୁ ୧୦.୩୦ ପର୍ଯ୍ୟନ୍ତ ହେବ ସର୍ବସାଧାରଣ ଦର୍ଶନ। ଏହାଛଡା ରାତି ସାଢେ ବାରଟା ପର୍ଯ୍ୟନ୍ତ ବିଭିନ୍ନ ସମୟରେ ସର୍ବସାଧାରଣ ଦର୍ଶନ ପାଇଁ…