Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର କୁକୁରଜଙ୍ଗା ଜଗନ୍ନାଥ ମନ୍ଦିର

ଝାରସୁଗୁଡ଼ା: ପଶ୍ଚିମ ଓଡ଼ିଶାର ପୁରୀ । ଝାରସୁଗୁଡ଼ାର କୁକୁରଜଙ୍ଗା ଜଗନ୍ନାଥ ମନ୍ଦିରକୁ ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ବୋଲି କୁହାଯାଏ । ୧୨୧୫ ମସିହାର ଏହି ପ୍ରାଚୀନ ମନ୍ଦିରର ଐତିହ୍ୟ ବି ବେଶ୍ ରୋଚକ । ଏଠି ପ୍ରତିବର୍ଷ ଘୋଷଯାତ୍ରା ହେଉଥିବା ବେଳେ ଜମେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ।…

୪ ଜଣ ଡ୍ରଗ୍ସ ମାଫିଆଙ୍କୁ ବାନ୍ଧିଲା STF, ୧ କେଜିରୁ ଅଧିକ ବ୍ରାଉନସୁଗର ଜବତ

ଭୁବନେଶ୍ୱର: ଖାଲି ନିଶା ସେବନ ନୁହେଁ, ନିଶା କାରବାରରେ ବି ଜଡ଼ିତ ଯୁବପିଢ଼ି । ଗୁଇନ୍ଦା ସୂଚନା ଅନୁସାରେ, STF ରେଡ୍ କରି ୪ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ଠାରୁ ୧ କେଜି ୩୦ ଗ୍ରାମ୍ ବ୍ରାଉନସୁଗର ଜବତ କରିଛି ଏସଟିଏଫ୍ । ଜବତ ବ୍ରାଉନସୁଗର ଅଭିଯୁକ୍ତମାନେ କେଉଁଠୁ ଆଣଥିଲେ, କାହାକୁ…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ: ୨୨ ବର୍ଷ ବିଚାର ପରେ ତିନି ବର୍ଷ ଜେଲ୍

ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଗଞ୍ଜାମ ଜିଲା ଆସିକା ଯୋଗାଣ ନିରୀକ୍ଷକ ପ୍ରକାଶ ଚନ୍ଦ୍ର ପାତ୍ରଙ୍କୁ ୩ ବର୍ଷ କାରା ଦଣ୍ଡାଦେଶ ହୋଇଛି। ବ୍ରହ୍ମପୁର ସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତର ବିଚାରପତି ଲୁନା ମହାନ୍ତି ଦୀର୍ଘ ବର୍ଷ ଧରି ଚାଲୁ ରହିଥିବା ଏହି ମାମଲାର…

ଦନ୍ତାହାତୀକୁ ପୋତି ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ; ୩ ଗିରଫ, ୨ ଜଣ ନିଲମ୍ବିଚ

ଅନୁଗୁଳ: ଦନ୍ତା ଦାନ୍ତ ନେଇଗେଲେ, ମାରି ଦେଇ ପୋତିଦେଲେ । ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଦନ୍ତା ଦାନ୍ତ ନେି ମାଟି ତଳେ ପୋତି ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବନ ବିଭାଗ । ଘଟଣାର ତଦନ୍ତ କରି ବନ କର୍ମଚାରୀଙ୍କ ସମ୍ପୃକ୍ତି ଥିବା ଜାଣିବା ପରେ ସାତକୋଶିଆ ଡିଏଫ୍ଓ ସରୋଜ…

ରୋମ ପରେ ଆଜିଠୁ ୟୁଏଇ ଭ୍ରମଣରେ ଯିବେ ନବୀନ

ଭୁବନେଶ୍ବର: ଦଶ ବର୍ଷ ପରେ ମୁଖ୍ୟମନ୍ତ୍ରୀ ବିଦେଶ ଭ୍ରମଣରେ ଯାଇଛନ୍ତି ।  ରୋମରେ ତୀର୍ଥସ୍ଥାନ ଭ୍ରମଣ କରିବା ସହ ପୋପଙ୍କୁ ଭେଟିବା ପରେ ଆଜିଠୁ ନବୀନଙ୍କ ସହ ତାଙ୍କ ଟିମ ର  ୟୁଏଇ ଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି । ଭ୍ରମଣର ଦ୍ୱିତୀୟ ପର୍ଯ୍ୟାୟରେ ଶ୍ରୀ ପଟ୍ଟନାୟକ ମଧ୍ୟ  ଦୁବାଇର…

ସକାଳର ଟପ୍ ନିଉଜ୍

ଆଜି ସକାଳର ଟପ୍ ନିଉଜ୍ https://www.youtube.com/watch?v=_T_EFzgRUBA (1)ଜର୍ମାନ ଚାନସେଲର ଓଲାଫ ସୋଜଙ୍କ ଆମନ୍ତ୍ରଣ କ୍ରମେ ଜି୭ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆଜି ଜର୍ମାନି ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି  । ସେଠାରେ ମୋଦି ୟୁରୋପରେ ବସବାସ କରୁଥିବା ପ୍ରବାସୀ…

ବ୍ରହ୍ମପୁରକୁ କରାଯିବ ସ୍ମାର୍ଟ ସିଟି: ମନ୍ତ୍ରୀ ଉଷା ଦେବୀ

ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମ ତରଫରୁ ରାଜ୍ୟ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀଙ୍କୁ ଶନିବାର ଅପରାହ୍ନରେ ନିଗମ କାର୍ଯ୍ୟାଳୟ ପରିସରରେ ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧନା ଉତ୍ତରରେ ମନ୍ତ୍ରୀ ଉଷା ଦେବୀ କହିଥିଲେ ଯେ, ରାଜ୍ୟ ସରକାରଙ୍କ କୋଟି କୋଟି ଟଙ୍କା…

ତିନି ବର୍ଷର ଶିଶୁ ଉପରେ ଅଧିକାର ପାଇଁ ଜନ୍ମ କଲା ମା’-ପାଳିତ ମା’ ଭିତରେ ବିବାଦ

ବ୍ରହ୍ମପୁର: ୩ ବର୍ଷର ଶିଶୁକୁ ନିଜ ପାଖରେ ରଖିବା ପାଇଁ ଜନ୍ମିତ ମା’ ଏବଂ ପାଳିତ ମା’ ମଧ୍ୟରେ କିଛି ଦିନ ଧରି କଳହ ଆରମ୍ଭ ହୋଇଛି । ଗୋଟିଏ ପଟେ ଜନ୍ମ କଲା ମାଆ ତାର ଅଧିକାର ସାବ୍ୟସ୍ଥ କରିବା ପାଇଁ ପିଲାକୁ ନେବା ପାଇଁ ଚାହୁଁଥିବା ବେଳେ ଅନ୍ୟପଟେ ୩ବର୍ଷ ଧରି ବହୁ କଷ୍ଟରେ ଲାଳନ ପାଳନ…

୧୫୦ ବ୍ଲକରେ ଖୋଲିବ ଶ୍ରମ କାର୍ଯ୍ୟାଳୟ: ଶ୍ରମ ମନ୍ତ୍ରୀ

ବ୍ରହ୍ମପୁର : ଶ୍ରମିକମାନଙ୍କ ପାଖରେ ସରକାରୀ ଯୋଜନା ଓ ସେବା ଯୋଗାଇବା ଦିଗରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ଏହି କ୍ରମରେ ଆଗାମୀ ଦିନରେ ରାଜ୍ୟର ୧୫୦ଟି ବ୍ଲକରେ ସହକାରୀ ଶ୍ରମ କାର୍ଯ୍ୟାଳୟ ପ୍ରତିଷ୍ଠା କରାଯିବ । ଜଣେ ସହକାରୀ ଶ୍ରମ ଅଧିକାରୀ ନିୟୋଜିତ ରହିବ । ଏହି କାର୍ଯ୍ୟାଳୟ…

ଆସନ୍ତା ୨୯ରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୯ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତା ୨୮ତାରିଖ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟ ଠାରେ…