Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ଓଡ଼ିଆ ଝିଅ ରାଷ୍ଟ୍ରପତି ହେବାକୁ ସହ୍ୟ କରିପାରୁନି କଂଗ୍ରେସ: ସମୀର ମହାନ୍ତି

ଭୁବନେଶ୍ୱର: ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ବାସିନ୍ଦା ଦୀର୍ଘ ଦିନ ଧରି କଂଗ୍ରେସ ଦଳକୁ ଶାସନ କ୍ଷମତାରେ ବସାଇଥିଲେ । ଆଜି ଯେତେବେଳେ ଜଣେ ଓଡ଼ିଆ ଆଦିବାସୀ ଝିଅ ଦେଶ ସମ୍ବିଧାନର ସର୍ବୋଚ୍ଚ ପଦବୀରେ ଅଳଙ୍କୃତ ହୋଇ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି, ସେତେବେଳେ ସେହି ଓଡ଼ିଶା କଂଗ୍ରେସ ଦଳ…

ରାଇମୋହନଙ୍କ ଚକ୍ଷୁଦାନ କଲେ ପରିବାର ଲୋକ, ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: ସେ ନିରବି ଯାଇଛନ୍ତି । ନିଶ୍ଚଳ ହୋଇଯାଇଛି ବିରାଟକାୟ ଶରୀର । ଛାତିରେ ଛାତିଏ ଦୁଃଖକୁ ଜାବୁଡ଼ି ଧରି ରଖିଥିବା ରାଇମୋହନ କାହାରିକୁ ଦେଖିଲେ ମୁରୁକି ହସି ଦିଅନ୍ତି । ଆଜି ସମସ୍ତଙ୍କୁ କନ୍ଦାଇ ସେ ଆରପାରିକୁ ଚାଲି ଯାଇଛନ୍ତି । ସେ ସିନା ଚାଲି ଯାଇଛନ୍ତି ହେଲେ ତାଙ୍କ ଆଖିରେ ଆଉ…

ଥାନା ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିବା ବ୍ୟକ୍ତିଙ୍କ ମୃତ୍ୟୁ: କିଶୋରନଗର ଥାନା ସାମ୍ନାରେ ଦେହରେ ଲଗାଇଥିଲେ ନିଆଁ

କଟକ : କଟକ କିଶୋରନଗର ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଇସାଣିବରମପୁର ଗାଁର ଗୁଣନିଧି ବିଶୋଇ ଥାନା ଆଗରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସ୍ଥାନୀୟ ଲୋକେ ଓ ପୋଲିସ ସହାୟତାରେ ତାଙ୍କୁ କଟକ ବଡ ମେଡ଼ିକାଲରେ…

[ଦେଖନ୍ତୁ ଭିଡିଓ] ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି

ପୁରୀ: ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ । ଆଜି ଖଳି ଲାଗି ଏକାଦଶୀ । ଶ୍ରୀଜିଉଙ୍କ ଅଣସର ଘରେ ଖଳି ଲାଗି ନୀତି ସମ୍ପାଦନ କରିବେ ଦଇତାପତି ସେବାୟତ । ଶ୍ରୀବିଗ୍ରହଙ୍କୁ ଆଜି ଏକାଦଶୀ ତିଥିରେ ଖଳି ଲାଗିରେ ଦଶମୂଳ ଔଷଧ ଲାଗି କରାଯିବା ସହ ତୁଳସୀ ଓ ବିଭିନ୍ନ ରଙ୍ଗୀନ ପୁଷ୍ପ ଲାଗି କରାଯିବାର…

୯ ମାସ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ । ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କରି ୯ ମାସ ମଧ୍ୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ପରିକ୍ରମା ପ୍ରକଳ୍ପ…

କ୍ଷୁଧାର୍ତ୍ତ ଓଡ଼ିଶା କେମିତି ଯୋଗାଉଛି ଖାଦ୍ୟ ? ରୋମରେ କହିଲେ ନବୀନ, ଶୁଣିଲା ବିଶ୍ୱ

ଭୁବନେଶ୍ୱର: ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତିସଂଘ ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମ ମୁଖ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ୍ ହୋଇଛନ୍ତି । କେମିତି ରାଜ୍ୟରେ ଜୀବନଜୀବିକା ସହ ଖାଦ୍ୟ ଆଇନ୍ ସୁରକ୍ଷା ଦିଗରେ ସରକାର ସଫଳତା ପାଇଛନ୍ତି ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ।…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବିଇଓ ଅଫିସର ମୁଖ୍ୟ କିରାଣି

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ବିଇଓ ଅଫିସର ମୁଖ୍ୟ କିରାଣି । କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ହେଡ୍ କ୍ଲର୍କ ଯୁଧିଷ୍ଠିର ହରିଜନ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ଜଣେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଙ୍କୁ ଅବସରକାଳୀନ ସୁବିଧା ଯୋଗାଇ ଦେବା ପାଇଁ…

ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲା: ରାଜାଙ୍କ ପରେ ଆଜି ବୟଫ୍ରେଣ୍ତ ସନ୍ତୋଷଙ୍କୁ ଜେରା

ଭୁବନେଶ୍ୱର:  ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା ମାମଲା । ନୟାପଲ୍ଲୀ ଥାନାରେ ହାଜର ହେଲେ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ର । ସନ୍ତୋଷକୁ ରଶ୍ମିରେଖା ମୃତ୍ୟୁ ବାବଦରେ ପୋଲିସ ପଚାରଉଚରା କରୁଛି । ୨୫ ତାରିଖ ଭିତରେ ଥାନାରେ ହଜାର ହେବାକୁ ନୋଟିସ କରିଥିଲା ପୋଲିସ । ସନ୍ତୋଷ ରଶ୍ମିରେଖାଙ୍କ…

ଘରୋଇ ସ୍କୁଲ୍ ଫାଟକ ଭାଙ୍ଗିଯାଇ ସୁରକ୍ଷାକର୍ମୀଙ୍କ ସହ ନାବାଳକର ମୃତ୍ୟୁ

ରାଉରକେଲା: ରାଉରକେଲା ସେକ୍ଟର-୯ ସ୍ଥିତ ବିକାଶ ଇଣ୍ଡ ଗ୍ଲୋବାଲ ସ୍କୁଲରେ ଅଘଟଣ ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ସ୍କୁଲ ମୁଖ୍ୟ ଫାଟକ ଭାଙ୍ଗି ତଳେ ପଡ଼ିଯିବାରୁ ୨ ଜଣଙ୍କ ମୃତ୍ୟୁ ବରଣ କରିଛନ୍ତି । ମୃତକ ହେଲେ ସୁରକ୍ଷାକର୍ମୀ ଗାନ୍ଧୀରାମ ରାଉତ (୫୮) ଓ ଅନ୍ୟଜଣେ ସୁରକ୍ଷାକର୍ମୀଙ୍କ ପୁଅ…

[ଦେଖନ୍ତୁ ଭିଡିଓ] ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ାଙ୍କ ଆତ୍ମହତ୍ୟା !

ଭୁବନେଶ୍ୱର: ଆଉ ନାହାନ୍ତି ରାଇମୋହନ ପରିଡ଼ା । ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ାଙ୍କ ମୃତଦେହ ମିଳିଛି । ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କିଭଳି ପରିସ୍ଥିତିରେ କାହିଁକି ରାଇମୋହନ ଆତ୍ମହତ୍ୟା କଲେ ତାହା ଜଣାପଡ଼ି ନାହିଁ । ୯୦ରୁ ଅଧିକ ଓଡ଼ିଆ ସିନେମାରେ ଖଳନାୟକ…