Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଅର ଜୀବନ ପାଇଁ ମା ମାଗୁଛି ସହଯୋଗର ହାତ

କେନ୍ଦ୍ରାପଡ଼ା: ପୁଅ ପାଇଁ ଝରୁଛି ମା ଆଖିରୁ ଲୁହ । ରୋଗୀଣା ପୁଅକୁ ବଞ୍ଚେଇବା ପାଇଁ  ମାଆ ଦୁଆର ଦୁଆର ବୁଲି ମାଗୁଛି ଭିଖ । ଯେଉଁ ବୟଷରେ ପିଲାମାନେ ହସିଖେଳି ବୁଲୁଛନ୍ତି ସେହି ବୟସରେ ପୁଅ ସତ୍ୟବ୍ରତ ଯନ୍ତ୍ରଣାରେ ହେଉଛି ଛଟପଟ ।   କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ  ଅନ୍ତର୍ଗତ,…

ଇଂଲଣ୍ଡରେ ଜଗନ୍ନାଥ ମନ୍ଦିର; ନବୀନ ଦେଲେ ପ୍ରତିଶୃତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରେ ଯାଇ ରୋମରେ ୟୁରୋପରେ ଅବସ୍ଥାପିତ ଓଡ଼ିଆଙ୍କୁ ଭେଟିଛନ୍ତି । ରୋମ୍ ସ୍ଥିତ ଏକ ବିଳାସପୂର୍ଣ୍ଣ ହୋଟେଲ ହାସଲର୍ ରୋମାରେ ଏକ ସ୍ୱତନ୍ତ୍ର ବୈଠକ କରିଥିଲେ ନବୀନ । ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଓଡ଼ିଆଙ୍କ ସହ ଖାଦ୍ୟ ସୁରକ୍ଷା…

ରାଜ୍ୟ ବିଜେପି ବିଧାୟକମାନେ ଗଲେ ଦିଲ୍ଲୀ

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ରାଜ୍ୟ ବିଜେପି ବିଧାୟକମାନେ ଦିଲ୍ଲୀ ଗସ୍ତ କରିଛନ୍ତି । ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେବାକୁ ଏହି ବିଧାୟକମାନେ ଦିଲ୍ଲୀ ଯାଇଥିବା କହିଛନ୍ତି । ଦିଲ୍ଲୀ ଯାଇଥିବା…

ଖଣି ଖାଦାନ ଉପରେ ଚଢ଼ଉ ପାଇଁ ଗଞ୍ଜାମ ଜିଲାପାଳଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର:ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଗୁରୁବାର ଆଭାସିରେ ଜିଲାର ସମସ୍ତ ତହସିଲର ରାଜସ୍ୱ ସମୀକ୍ଷା କରିଥିଲେ । ରାଜସ୍ୱ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ନେଇ ରାଜ୍ୟ ସରକାର ସବୁବେଳେ ତତ୍ପରତା ପ୍ରକାଶ କରୁଛନ୍ତି । ଏଣୁ ତହସିଲଗୁଡିକରେ ପଡ଼ି ରହିଥିବା ମ୍ୟୁଟେସନ୍ କେସ, ଖାରଜ…

ଗାତ ଖୋଳି ପୋତିଲାନି ଠିକା ସଂସ୍ଥା, ଚାଲିଗଲା ୪ ଛୁଆଙ୍କ ଜୀବନ

କୋରାପୁଟ: ଠିକା ସଂସ୍ଥାର ଅବହେଳାରୁ ଜୀବନ ହାରିଲେ ୪ ଜଣ କଅଁଳ ଛୁଆ । ରାସ୍ତା ନିର୍ମାଣ ପାଇଁ ଠିକା ସଂସ୍ଥା ଗାତ ଖୋଳି ଥିଲା, ହେଲେ ପୋତିଲାନି ସେମିତି ଛାଡ଼ି ଦେଲା । ଯେଉଁଥିରେ ଖେଳୁଥିବା ବେଳେ ପଡ଼ି ଯାଇ ୪ ଜଣ ନିରୀହ ଛୁଆଙ୍କ ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ…

[ଦେଖନ୍ତୁ ଭିଡିଓ] ମୁଁ ବିଜେଡିରେ ଅଛି, ବିଧାୟକ ହିସାବରେ ସରକାରୀ କାର୍ଯ୍ୟକ୍ରମକୁ ଡକା ଯାଉନି: ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର: ମୁଁ ଦଳରେ ଅଛି… ମୁଁ ବିଜେଡିରେ ଅଛି… । ଦଳ ମୋତେ ବହିଷ୍କାର କରିନି । ଏବେବି ବିଧାନସଭା ଲିଷ୍ଟରେ ୨୬ ନମ୍ବରରେ ମୋ ନାଁ ଅଛି । ବିଜେଡି ସଭାପତି ନବୀନ ପଟ୍ଟନାୟକ ମୋତେ ଭଲ ପାଉଛନ୍ତି । ସେଥିପାଇଁ ଦଳରୁ ବହିଷ୍କାର କରିନାହାନ୍ତି । ଏକଥା କହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ…

[ଦେଖନ୍ତୁ ଭିଡିଓ] ମୋଦିଙ୍କୁ ଭେଟିଲେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ଦିଲ୍ଲୀ : ମୋଦିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ । ଓଡ଼ିଶା ଭବନରେ ପହଞ୍ଚି ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି । ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମଧ୍ୟ ଦ୍ରୌପଦୀ ଭେଟିଥିବା…

ସରକାର ଚଳାଇବା ବେଳେ ମୋଦୀଙ୍କ ଭରସାଯୋଗ୍ୟ ଓଡ଼ିଆ

ଭୁବନେଶ୍ୱର: ଏକଦା ରାଜ୍ୟ ବାହାରେ ଓଡ଼ିଶା କଥା କହିଲେ ଭୋକ ଉପାସ, ଶିଶୁ ବିକ୍ରି ଏବଂ କ୍ଷୁଧା କଥା ଚର୍ଚ୍ଚାରେ ରହୁଥିଲା। କିନ୍ତୁ ସମୟ ବଦଳିବା ସହିତ ବଦଳିଛି ଓଡ଼ିଆଙ୍କ ହାବଭାବ। ମୁଖ୍ୟତଃ ଦେଶ ସ୍ୱାଧୀନ ହେବା ପରଠୁ ନରେନ୍ଦ୍ର ମୋଦୀଙ୍କ ଶାସନରେ ଦିଲ୍ଲୀରେ ଓଡ଼ିଆଙ୍କ ପତିଆରା ବଢିଛି ।…

ରାଷ୍ଟ୍ରପତି ନିର୍ବାଚନ: ବିଜେପିର ରଣନୀତି ପଢ଼ି ବିଜେଡି ଚଳାଇଲା ସମାନ ଗୋଟି

ଭୁବନେଶ୍ୱର: ଦ୍ରୌପଦୀ ମୁର୍ମୁଙ୍କୁ ବିଜେପି ରାଷ୍ଟ୍ରପତି ପ୍ରାର୍ଥୀ କରି ବିଜେପି ସାରା ଦେଶରେ ନିଜର ଏକ ଆଦିବାସୀ ଚେହେରା ତିଆରି କରିଛି । ଯାହାକି ଆଗାମୀ ଦିନରେ ସାରା ଦେଶର ୧୪ଟି ରାଜ୍ୟରେ ଥିବା ମୋଟ୍ ଜନସଂଖ୍ୟାର ୮.୬ ପ୍ରତିଶତ ଆଦିବାସୀ ଭୋଟ୍ ହାତେଇବାରେ ସହଯୋଗ କରିବ ବୋଲି ଚିନ୍ତା…

ନାମାଙ୍କନ ଭରିବେ ଦ୍ରୌପଦୀ, ସାଙ୍ଗରେ ଦିଲ୍ଲୀ ଗଲେ ନବୀନଙ୍କ ଦୁଇ କ୍ୟାବିନେଟ ମନ୍ତ୍ରୀ

ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ନାମାଙ୍କନ ଭରିବେ । ଏହି ସମୟରେ ଉପସ୍ଥିତ ରହିବେ ବିଜେପିର ୧୦ ବିଧାୟକଙ୍କ ସହିତ ବିଜେଡିର ଦୁଇ ବିଧାୟକ ତଥା କ୍ୟାବିନେଟ ମନ୍ତ୍ରୀ। ଏହି ଦୁଇ କ୍ୟାବିନେଟ ମନ୍ତ୍ରୀ ହେଉଛନ୍ତି ଜଗନ୍ନାଥ ସାରକା ଏବଂ…