Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାତୀୟ ପୁସ୍ତକ ମାନ୍ୟତା ପାଇଲା ‘ଅଳିଆରୁ ଅ ଆ’

ଭୁବନେଶ୍ୱର: ଖୋଲିଲା ସ୍କୁଲ ହେଲେ ଆସିଲେନି ପିଲା । ସ୍କୁଲ ଆସି ନ ଥିବା ପିଲାଙ୍କ ପାଇ ବିଶିଷ୍ଟ ଲେଖକ ତଥା ଶିକ୍ଷକ ଇଶ୍ୱର ଚନ୍ଦ୍ର ନାୟକଙ୍କ ଲିଖିତ ପୁସ୍ତକ ‘ଅଳିଆରୁ ଅ ଆ’କୁ ଜାତୀୟ ମାନ୍ୟତା ମିଳିଛି । ପ୍ରାଥମିକ ଶିକ୍ଷା ସ୍ତରରେ ଶ୍ରେଣୀ ପରିଚାଳନାକୁ ନେଇ ନୂତନ ପ୍ରୟୋଗ ସମ୍ବନ୍ଧୀୟ ତଥ୍ୟ…

ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ: ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ନେଇ ୧୨…

ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ, ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର

ପୁରୀ: ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ୱାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର ।  ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଚାଲିଥିବା ଓଷ ଲାଗି ନୀତି ଶେଷ ହୋଇଛି ।  ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଏକାଦଶୀରେ ଦଶମୂଳ ମୋଦକ, ଖଡି ପ୍ରସାଦ…

ଦିଲ୍ଲୀ ଗଲେ ଦ୍ରୈାପଦୀ ମୁର୍ମୁ: ଆସନ୍ତାକାଲି ପ୍ରାର୍ଥୀପତ୍ର ଦାଖଲ କରିବେ

ଭୁବନେଶ୍ବର:   ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଦିଲ୍ଲୀ ଯାଇଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁ ।  ଦ୍ରୌପଦୀ ମୁର୍ମୁଙ୍କ ସହ ଭୁବନେଶ୍ବର ଜିଲ୍ଲା ସଭାପତି ବାବୁ ସିଂହଙ୍କ ସମେତ ବହୁ ନେତା, ଶୁଭେଚ୍ଛୁ ଓ ସମର୍ଥକ ବିମାନବନ୍ଦରରେ ଉପସ୍ଥିତ ଥିଲେ।  ସେମାନଙ୍କ…

ମାଆ ଆଗରେ ପୁଅକୁ ପିଟିଲେ ମୋ ବସ କର୍ମଚାରୀ

ଭୁବନେଶ୍ୱର: ରାଜଧାନୀରେ ଜଣେ ମାଆ ଆଗରେ ପୁଆକୁ ଆକ୍ରମଣ କରିଛନ୍ତି ମୋ ବସ କର୍ମଚାରୀ। ମାଷ୍ଟରକାଣ୍ଟିନ ଛକ ବସ ଷ୍ଟାଣ୍ଡ ନିକଟରେ ଏଭଳି ଘଟଣା ଦେଖିବାକୁ ମିଳିଛି। ବସ ଷ୍ଟପେଜ ପୂର୍ବରୁ ଗାଡ଼ି ଅଟକାଇବାରୁ ମୋ ବସ କର୍ମଚାରୀ ମିଳିମିଶି ଜଣେ ଯାତ୍ରୀଙ୍କୁ ନିର୍ଧୁମ ପିଟଛନ୍ତି। ଏପରକିି ଅନ୍ୟ ମୋ…

ସାନ୍ତାଳିଙ୍କ ପାଇଁ ମୋ ମା ପ୍ରେରଣାର ଉତ୍ସ: ଇତିଶ୍ରୀ ମୁର୍ମୁ

ଭୁବନେଶ୍ୱର:ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୈାପଦୀ ମୁର୍ମୁଙ୍କ ଝିଅ ହେଉଛନ୍ତି ଇତିଶ୍ରୀ ମୁର୍ମୁ । ରାଇରଙ୍ଗପୁରରେ ନିଜ ତିନି ମାସର ଝିଅକୁ ଖେଳାଉଥିବାବେଳେ ସେଦିନ ଆସିଥିଲା ଘନଘନ ଫୋନ  । ତାଙ୍କ ସଂପର୍କୀୟମାନେ ଫୋନରେ ଜଣାଉଥିଲେ ତାଙ୍କର ମା ହୋଇଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ । ଏକଥା…

ଦ୍ରୌପଦୀଙ୍କ ପ୍ରାର୍ଥୀତ୍ୱ ନେଇ ଗଞ୍ଜାମ ବିଜେପିରେ ଖୁସି

ବ୍ରହ୍ମପୁର : ରାଷ୍ଟ୍ରପତି ପଦବୀ ପାଇଁ ଏନ୍‌ଡିଏ ତରଫରୁ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀ ହୋଇଛନ୍ତି । ଏହାକୁ ନେଇ ଗଞ୍ଜାମ ବିଜେପିରେ ଖୁସିର ଲହର ଖେଳିଯାଇଛି । ବୁଧବାର ଅପରାହ୍ନରେ ବ୍ରହ୍ମପୁର ଗାନ୍ଧିନଗର ଛକ ଠାରେ ବାଣ ଫୁଟାଇ ଏବଂ ମିଠା ଖୁଆଇ ଦଳର ନେତାମାନେ ଖୁସି ପ୍ରକାଶ କରିଥିଲେ ।…

୧୫ ଦିନ ଭିତରେ ଅର୍ଦ୍ଧନିର୍ମିତ ଡ୍ରେନ୍‌, ରାସ୍ତା କାମ ଶେଷ କରିବାକୁ ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର:ବର୍ଷା ସମୟରେ ବ୍ରହ୍ମପୁର ସହରରେ ଜଳ ନିଷ୍କାସନ ସମସ୍ୟା ଉତ୍କଟ ରୂପ ନେଉଛି । ସୋମବାର ଏହାର ଉଦାହରଣ ଦେଖିବାକୁ ମିଳିଥିଲା । ଦୀର୍ଘ ଦିନ ହେଲା ସହରରେ କେତେକ ରାସ୍ତା ଏବଂ ଡ୍ରେନ୍‌ ନିର୍ମାଣ ଚାଲିଥିବା ଯୋଗୁ ସମସ୍ୟା ଅଧିକ ସାଂଘାତିକ ହୋଇଯାଇଥିଲା । କାରଣ ବର୍ଷା ସମୟରେ…

ଗଞ୍ଜାମର ସୁରକ୍ଷା କବଚ ‘ସ୍ୱୟଂସିଦ୍ଧା’

ବ୍ରହ୍ମପୁର:ବଙ୍ଗୋପସାଗର ଉପକୂଳରେ ଥିବା ଗଞ୍ଜାମ ଜିଲା ପ୍ରତି ପ୍ରାକୃତିକ ବିପର୍ଯ୍ୟୟର ଭୟ ସବୁବେଳେ ରହିଥାଏ । ପ୍ରାୟତଃ ସବୁ ବର୍ଷ ସାମୁଦ୍ରିକ ଝଡ଼ ଏହି ଜିଲାକୁ କ୍ଷତିଗ୍ରସ୍ତ କରିଥାଏ । ଏହାକୁ ଦୃଷ୍ଟିରେ ରଖି ଜିଲାରେ ବାତ୍ୟା ମୁକାବିଲା ଦିଗରେ ଅନେକ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି ।…