Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଓବାଦୀଙ୍କ ଆକ୍ରମଣରେ ୩ ଜଣ CRPF ଯବାନ ସହିଦ

ନୂଆପଡ଼ା: ସୀମାନ୍ତରେ ନକ୍ସଲଙ୍କ ବଡ଼ ଆକ୍ରମଣ । ଗୋଟିଏ କ୍ୟାମ୍ପରୁ ଅନ୍ୟ କ୍ୟାମ୍ପକୁ ଯିବାବେଳେ ସିଆରପିଏଫ୍ ଯବାନଙ୍କ ଉପରେ ଆକ୍ରମଣ କରିଛନ୍ତି ମାଓବାଦୀ । ମାଓବାଦୀଙ୍କ ଆକ୍ରମଣରେ ୩ ଯବାନ ସହିଦ ହୋଇଥିବା ବେଳେ ୭ ଜଣ ଯବାନ ଗୁରୁତର ହୋଇଥିବା ସୂଚନା ମିଳିଛି । ଏବେବି ଉକ୍ତ ସ୍ଥାନରେ…

[ଦେଖନ୍ତୁ ଭିଡିଓ] ବିଶ୍ୱସ୍ତରୀୟ ହେବ ପୁରୀ ରେଳ ଷ୍ଟେସନ, ରଥଯାତ୍ରା ପାଇଁ ଗଡ଼ିବ ୨ ଶହ ଟ୍ରେନ୍

ପୁରୀ: ଖୁବଶୀଘ୍ର ପୁରୀ ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀ ଗସ୍ତରେ ଆସି ଏହି ସୂଚନା ଦେଇଛନ୍ତି । ପୁରୀ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ୩୬୪ କୋଟି ଟଙ୍କାର ଟେଣ୍ଡର ହୋଇଛି । ଆଉ ୨ ମାସ ମଧ୍ୟରେ କାମ ଆରମ୍ଭ ହେବ ବୋଲି କହିଛନ୍ତି ରେଳ ମନ୍ତ୍ରୀ ।…

ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରୋମରେ ପହଁଚି ଭ୍ରମଣ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ପ୍ରଥମେ  ପିଆଜା ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍କମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କର ରୋମ ଗସ୍ତ ଆରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

SDJMଙ୍କ ନିର୍ଦ୍ଦେଶରେ କଟକ ଜିଲ୍ଲା ଜଜଙ୍କ ଅନ୍ତରୀଣ ରୋକ୍: ଅନୁଭବଙ୍କ ଘରେ ରହିବେ ବର୍ଷା

 ଭୁବନେଶ୍ୱର :  ବହୁଚର୍ଚ୍ଚିତ ଷ୍ଟାର ଦମ୍ପତି ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା ।  ମାମଲାରେ କଟକ ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶ ଉପରେ ଜିଲ୍ଲା ଅଦାଲତ ଆଜି ରହିତାଦେଶ ଜାରି କରିଛନ୍ତି । କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ବଡ଼ ଝଟକା ଲାଗିଛି । ଅନୁଭବଙ୍କ ଘର ଛାଡ଼ି…

ରେଳ ମନ୍ତ୍ରୀଙ୍କ ଘୋଷଣା, ପୁଣି ଚାଲିବ ମେମୁ

ଭୁବନେଶ୍ୱର: ରେଳଯାତ୍ରୀଙ୍କ ପାଇଁ ଖୁସି ଖବର । କୋଭିଡ୍ କଟକଣା ପାଇଁ ବନ୍ଦ ହୋଇଥିବା ମେମୁ ଟ୍ରେନ୍ ପୁଣିଥରେ ଚାଲିବ । ଏନେଇ ଆଜି ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ପୁରୀ-ତାଳଚେର-ପୁରୀ ମେମୁ, କଟକ-ଭଦ୍ରକ-କଟକ ମେମୁ ପୁଣି ଥରେ ଚାଲିବ । ସେହିଭଳି ପୁରୀ-ପାରାଦୀପ-ପୁରୀ…

କରତ କଳରେ ଚଢ଼ାଉ, ୨୨ ଲକ୍ଷର କାଠ ଜବତ

ଭଦ୍ରକ: କରତ କଳରେ ରେଡ୍ । ବନ ବିଭାଗର ଭିଜିଲାନ୍ସ ୱିଙ୍ଗ ବେଆଇନ୍ ଭାବେ ଚାଲୁଥିବା କରତ କଳରେ ଚଢ଼ାଉ କରିଛି । ଭଦ୍ରକ ଜିଲ୍ଲା ଧାମନଗର ଥାନା ମୁଲିଆ ସାହି ଓ ଦକ୍ଷିଣ କାଞ୍ଜିପାଳରେ ଚାଲିଥିବା ୨ଟି ବେଆଇନ୍ କରତ କଳରେ ଚଢ଼ାଉ କରାଯାଇ ଥିବାବେଳେ ଲକ୍ଷାଧିକ ଟଙ୍କାର କାଠ ଜବତ କରାଯାଇଛି ।…

ପ୍ରବଳ ବର୍ଷିବ!

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ଆଜି ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଅନୁଗୁଳ, ବୈଦ୍ଧ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାଗୁଡ଼ିକ…

[ଦେଖନ୍ତୁ ଭିଡିଓ] ବଣପାହାଡ ଘେରା ଗାଁର ସ୍ୱାବଲମ୍ବୀ ଆଦିବାସୀ ମହିଳା

ଢେଙ୍କାନାଳ : ଗାଁର ଆଦିବାସୀ ମହିଳା ହୋଇପାରିଛନ୍ତି ସ୍ୱାବଲମ୍ବୀ । ହଜାର ହଜାର ମହିଳାଙ୍କୁ ମିଳିଛି ସାହାଯ୍ୟ ସହଯୋଗ। ଯାହା ଫଳରେ ସଫଳ ହୋଇଛି ପ୍ରକଳ୍ପ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ କଙ୍କଡାହାଡରେ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହେହଉଛି କଙ୍କଡାହାଡର ଶଶାପଶି ଗାଁ। ଗାଁର ମହିଳା…

ମୌସୁମୀ ବର୍ଷା ଓ ଚାଷକୁ ନେଇ କ’ଣ କହିଲେ କୃଷି ମନ୍ତ୍ରୀ ?

ଭୁବନେଶ୍ୱର: ରାଜ୍ୟର ସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସକ୍ରିୟ ସହ ପାଖାପାଖି ୧୭.୩ ମିମି ବର୍ଷା ରେକର୍ଡ ହୋଇଛି । ଯାହା ଗତ ୨୪ ଘଣ୍ଟାର ସ୍ୱାଭାବିକ ବର୍ଷା ୯.୨ ମିମି ତୁଳନାରେ ୮୮% ଅଧିକ ରହିଛି । ଏବେ ବର୍ଷା ହେଉଥିବା ବେଳେ ଯଦି…

ଓଡ଼ିଶାରେ ଯୋଗ ଦିବସ ପାଳିତ

ଭୁବନେଶ୍ୱର : ଆଜି ବିଶ୍ୱ ପାଳିଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧କୁ ସାରା ବିଶ୍ୱରେ ଯୋଗ ଦିବସ ଭାବେ ପାଳନ କରାଯାଉଛି। ଚଳିତ ବର୍ଷ ୧୭୭ଟି ଦେଶରେ ଯୋଗସନ ପାଇଁ ବ୍ୟାପକ ଆୟୋଜନ କରାଯାଇଛି। ଥିମ୍ ରହିଛି ମାନବିକତା ପାଇଁ ଯୋଗ। ଯୋଗ ଭାରତୀୟ ପରମ୍ପରା ଓ ସଂସ୍କୃତିର ନିଦର୍ଶନ।…