Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଅଗ୍ନିପଥ’କୁ ନେଇ ବଢ଼ୁଛି ଅଶାନ୍ତି, ପୁରୀରେ ପୋଲିସର ଫ୍ଲାଗମାର୍ଚ୍ଚ

ପୁରୀ: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ନେଇ ସାରା ଦେଶରେ ଆନ୍ଦୋଳନ ଜାରି ରହିଛି । ବିଭିନ୍ନ ସ୍ଥାନରେ ରେଳ ଷ୍ଟେସନରେ ଟ୍ରେନ୍ ପୋଡ଼ିବା ସହ ଭଙ୍ଗାରୁଜା କରୁଛନ୍ତି ଆନ୍ଦୋଳନକାରୀ । ସତର୍କତା ମୂଳକ ପଦକ୍ଷେପ ପ୍ରକାରେ ପୁରୀ ରେଳ ସୁରକ୍ଷା ଥାନା ପକ୍ଷରୁ ପୁରୀ ରେଳ ଷ୍ଟେସନରେ…

ଯାତ୍ରୀବାହୀ ବସ୍ ଓ ଟ୍ରକ୍ ଧକ୍କା, ୩୦ରୁ ଅଧିକ ଆହତ

ବରଗଡ଼: ବରଗଡ଼ରେ ବସ୍ ଦୁର୍ଘଟଣା । ବରପାଲି ସହର ଦେଇ ଯାଇଥିବା ମୁଖ୍ୟ ରାଜପଥ କଡ଼ ସିନେମା ହଲ ନିକଟରେ ଦୁର୍ଘଟଣା ଘଟିଛି । ସରକାରୀ ଯାତ୍ରୀବାହୀ ବସ୍ ଓ ଟ୍ରକ୍ ଧକ୍କା ହେବା ଫଳରେ ୩୦ରୁ ଅଧିକ ଆହତ ହୋଇଛନ୍ତି । ବଲାଙ୍ଗିର ପଟୁ ଆସୁଥିବା ଏକ ସରକାରୀ ବସ୍ ଓ ବରଗଡ ପଟୁ ଯାଉଥିବା ଏକ ଟ୍ରକ୍…

ପ୍ରତିଶ୍ରୁତି ଦେଇ ପ୍ରତାରଣା କଲେ କି ବିଧାୟକ!

ତିର୍ତ୍ତୋଲ: ତିର୍ତ୍ତୋଲ ବିଧାୟକଙ୍କ ନାମରେ ସଙ୍ଗୀନ ଅଭିଯୋଗ । ଅଭିଯୋଗ ସତ ହୋଇଥିଲେ ଦଣ୍ଡ ବି ମିଳିପାରେ । ଥାନାରେ ମାମଲା ପହଁଚିଥିବାରୁ ଏବେ ବିଜୟ ଶଙ୍କର ଦାସ କି ଉତ୍ତର ଦେଉଛନ୍ତି ତାହାକୁ ସମସ୍ତେ ଅପେକ୍ଷା କରିଛନ୍ତି । ପ୍ରେମିକା ସୋମାଲିକାଙ୍କୁ କଥା ଦେଇ ଧୋକା ଦେବା ଅଭିଯୋଗ…

କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ବରଗଡ଼ ଜିଲ୍ଲା ବରପାଲି ବ୍ଲକରେ ସନ୍ଧାନ ହୋଇଥିବା ଦୁଇ ହଜାର ବର୍ଷ ତଳ ପ୍ରାଚୀନ ସଭ୍ୟତାର ପୁନରୁଦ୍ଧାର ଏବଂ ସଂରକ୍ଷଣ ଦାୟିତ୍ୱକୁ ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ(ଏଏସଆଇ)କୁ ହସ୍ତାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ…

ଅଗ୍ନୀପଥ ପ୍ରତ୍ୟାହାର ଦାଵିରେ ଏଆଇଏସ୍ଏଫ୍ ପକ୍ଷରୁ ଵିକ୍ଷୋଭ

ଭୁଵନେଶ୍ଵର: ସେନାରେ ୪ଵର୍ଷିଆ ଚୁକ୍ତି ଭିତ୍ତିକ ଠିକା ନିଯୁକ୍ତି ପାଇଁ ପ୍ରଣୟନ ହୋଇଥିଵା ଅଗ୍ନୀପଥ ଯୋଜନା ପ୍ରତ୍ଯାହାର ଦାଵିରେ ଅଖିଳ ଭାରତ ଛାତ୍ର ସଂଘ ,ଏଆଇଏସ୍ଏଫ୍ ପକ୍ଷରୁ ଓଡିଶା ଵିଧାନ ସଭା ସମ୍ମୁଖରେ ଵିକ୍ଷୋଭ ପ୍ରଦର୍ଶନ ସହ କୁଶ ପୁତ୍ତଳିକା ଦାହ କରାଯାଇଛି।୨୦୧୯ ପରଠାରୁ ସେନାରେ…

ଗଞ୍ଜାମ ଡିଆର୍‌ଡିଏ ନିର୍ଦ୍ଦେଶକ ହେଲେ କୀର୍ତ୍ତି ୱାସନ

ବ୍ରହ୍ମପୁର: ଗଞ୍ଜାମ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ନୂତନ ପ୍ରକଳ୍ପ ନିର୍ଦ୍ଦେଶକ(ପିଡି) ଭାବେ ୱି.କୀର୍ତ୍ତି ୱାସନ୍ ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ୨୦୧୮ ବ୍ୟାଚ୍‌ର ଆଇଏଏସ୍ ଅଫିସ ଅଟନ୍ତି । ୱାସନ୍ ୨୦୨୦ ସେପ୍ଟେମ୍ବର ୯ ତାରିଖରେ ବ୍ରହ୍ମପୁର ଉପ-ଜିଲାପାଳ ଭାବେ ନିଯୁକ୍ତି…

ଗଞ୍ଜାମ ଜିଲାର ବିପର୍ଯ୍ୟୟ ପରିଚାଳନାକୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ପ୍ରଶଂସା

ବ୍ରହ୍ମପୁର:ପ୍ରାକୃତିକ ବିପର୍ଯ୍ୟୟ ହେଉ କିମ୍ବା ଜିଲାରେ ଦେଖାଯାଉଥିବା ଯେ କୌଣସି ଆପଦ ବିପଦ ହେଉ, ଗଞ୍ଜାମ ଜିଲା ପ୍ରଶାସନ ସଠିକ ସମୟରେ ସଠିକ ପଦକ୍ଷେପ ଗ୍ରହଣ କରି ଜନ ଜୀବନକୁ ସୁରକ୍ଷିତ କରିଥିବା ହେତୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭୂୟସୀ ପ୍ରଶଂସା କରିଛନ୍ତି । ଏତତ ବ୍ୟତୀତ ଜିଲା ପ୍ରଶାସନ…

ଯୁକ୍ତ ଦୁଇରେ ଟପ୍ ଟେନ୍‌ରେ ଥିଲେ; ଏବେ ବିଏମ୍‌ସିର ନୂଆ କମିଶନର

ବ୍ରହ୍ମପୁର: ବ୍ରହ୍ମପୁର ମହାନଗର ନିଗମର ନୂତନ ଆୟୁକ୍ତ ଭାବେ ଶନିବାର ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିଛନ୍ତି ଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଜେ. ସୋନାଲ । ବିଦାୟୀ ଆୟୁକ୍ତ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ । ବୋନ୍ଦର ଏଠାରୁ ଭଦ୍ରକ ଜିଲାପାଳ ଭାବେ…

ଘର ମାଲିକ ପାଖେ ବନ୍ଧା କୁନି ଝିଅ: ପୋଲିସ ଘର ମାଲିକକୁ ଖୋଜୁଛି ନା ଖସାଇ ଦେଉଛି ?

ଭୁବନେଶ୍ୱର: ରାଜଧାନୀ ଆସିଥିଲେ ରୋଜଗାର କରି ପେଟର ଭୋକ ମେଣ୍ଟାଇବାକୁ । ପେଟ ପାଇଁ ସଂଘର୍ଷ କରିବାକୁ ଯାଇ କେନ୍ଦ୍ରାପଡା ମାର୍ଶାଘାଇର ଜଣେ ସ୍ୱାମୀ ଏବଂ ସ୍ତ୍ରୀ ମଞ୍ଚେଶ୍ୱର ଥାନା ଅଧିନରେ ଥିବା ଏକ ଘରେ ରହୁଥିଲେ। ତାଙ୍କ ସହିତ ରହୁଥିଲା ତାଙ୍କର 10 ବର୍ଷର ଛୋଟ ଝିଅ। କିନ୍ତୁ ଘର ମାଲିକ…

ଜୁଲାଇ ୯ରେ ପହଲିମାନ ସଂଗ୍ରାମଙ୍କ ପତ୍ନୀ ହେବେ ପାୟଲ

ମୁମ୍ବାଇ: ଜୁଲାଇ ୧୨ରେ ରେସଲର ସଂଗ୍ରାମ ସିଂ ଓ ଅଭିନେତ୍ରୀ ପାୟଲ ରୋହତଗୀଙ୍କ ବାହାଘର ହେବ । ଆଗ୍ରାରେ ବିବାହ କରିବା ନେଇ ପାୟଲ ଆଗ୍ରହ ପ୍ରକାଶ କରିଥିଲେ । ତାଙ୍କ କଥା ରଖି ସଂଗ୍ରାମ ଏଠାରେ ସମସ୍ତ ପ୍ରକାର ବ୍ୟବସ୍ଥା କରିଛନ୍ତି । ୨୦୧୧ରେ ଆଗ୍ରା ହାଇୱେରେ ଉଭୟ ପରସ୍ପରକୁ ପ୍ରଥମ ଥର ପାଇଁ…