Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ, ଆସନ୍ତା ୫ ଦିନ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ଆଶଙ୍କା

ଭୁବନେଶ୍ୱର: ରଜରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ପ୍ରାକ୍-ମୌସୁମୀ ବର୍ଷା । ଅନ୍ୟପଟେ ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ରହିଛି । ୧୮ ତାରିଖ ଯାଏ ଏଭଳି ସ୍ଥିତି ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଝିଅକୁ ଚେଙ୍କ ମାମଲା; ସାବତ ମା’ ଗିରଫ

ବ୍ରହ୍ମପୁର: କୁରକୁରେ ଖାଇବାକୁ ୫ ଟଙ୍କା ମାଗିବା ଯୋଗୁ ୮ ବର୍ଷର ଝିଅକୁ ଚେଙ୍କ ଦେବା ମାମଲାରେ ସାବତ ମାଆକୁ ବଡ଼ବଜାର ଥାନା ପୋଲିସ ସୋମବାର ଗିରଫ କରିଛି । ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ମାମୁ ବଡବଜାର ଥାନାରେ ଅଭିଯୋଗ କରିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି । ରବିବାର ଝିଅକୁ…

ଆଜି ପହିଲି ରଜ : ଦୁଇ ବର୍ଷ ପରେ ପୁଣି ଥରେ ଗାଁ ଆମ୍ବ ତୋଟାରେ ଝୁଲୁଛି ଦୋଳି, ଘରେ ଘରେ ପିଠାପଣାରେ ଆସର

ଭୁବନେଶ୍ବର: କରୋନା କାୟା ଥମିବାପରେ ଦୁଇ ବର୍ଷ ପରେ ପୁଣି ଶୁଭିଛି ରଜ ଦୋଳି ଗୀତ। ପୁଣି ସମସ୍ତେ ବେଶ ଧୁମଧାମରେ ପାଳୁଛନ୍ତି ରଜ। ଏଥର ରଜ ସଜବାଜ ଖୁବ ଜମୁଛି ଓଡିଶାର ଗଣପର୍ବ ରଜ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା…

ସ୍ନାନବେଦୀରେ ଶ୍ରୀଜିଉ, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ

ପୁରୀ: ଆଜି ଜ୍ୟେଷ୍ଠ ମାସର ପବିତ୍ର ପୂର୍ଣ୍ଣମୀ ତିଥି ।  ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ଆଜି  ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ଏଥିପାଇଁ ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି  । ରାତି ୩ଟା ୩୦ରୁ ମଙ୍ଗଳାର୍ପଣ ହୋଇ ୪ଟାରୁ…

ସ୍ନାନମଣ୍ଡପରେ ବିଜେ ହେଲେ ମହାପ୍ରଭୁ

ପୁରୀ : ରତ୍ନ ବେଦି ଛାଡି ସ୍ନାନ ବେଦୀରେ ମହାପ୍ରଭୁ । ଭକ୍ତମାନଙ୍କୁ ଦର୍ଶନ ଦେବା ପାଇଁ ଅତି ସୁନ୍ଦର ଭାବେ ଲୀଳା କରି ସ୍ନାନବେଦିକୁ ଆସିଛନ୍ତି ଚତୁର୍ଧାମୂରତି । ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ଭକ୍ତମାନେ ସାମିଲ ହୋଇଛନ୍ତି । ମହାପ୍ରଭୁ ଆଜି 108 ଗରା ଜଳରେ ସ୍ନାନ କରିବେ…

ହାତୀ କଙ୍କାଳ ଉଦ୍ଧାର ଘଟଣାରେ ତଦନ୍ତ ପରିସରଭୁକ୍ତ ହେବେ ଆଠଗଡ ଡିଏଫଓ !

ଆଠଗଡ଼: କଟକ ଜିଲ୍ଲା ବଡମ୍ବା ଜଙ୍ଗଲରୁ ଦୁଇଟି ହାତୀ କଙ୍କାଳ ଉଦ୍ଧାର ଘଟଣାରେ ଆଠଗଡ଼ ଡିଏଫଓ ତଦନ୍ତ ପରିସରଭୁକ୍ତ ହୋଇପାରନ୍ତି। ଓଡ଼ିଶା ବନ ସଂରକ୍ଷକ ମୁଖ୍ୟ ବା ପିସିସିଏଫ ଶଶୀ ପଲ୍ ସୋମବାର କହିଛନ୍ତି ଯେ ବଡମ୍ବା ଜଙ୍ଗଲରୁ ହାତୀ କଙ୍କାଳ ଉଦ୍ଧାର ଘଟଣାର ତଦନ୍ତ ଜାରି ରହିଛି । ଆବଶ୍ୟକ ପଡ଼ିଲେ…

ରାହୁଲ ଗାନ୍ଧୀଙ୍କୁ ଇଡିର ଡାକରା ରାଜନୈତିକ ଆକ୍ରୋଶର କାରଣ : କଂଗ୍ରେସ

ଭୁବନେଶ୍ୱର : ପ୍ରବର୍ତନ ନିର୍ଦ୍ଦେଶାଳୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି ଶ୍ରୀଯୁକ୍ତ ରାହୁଲ ଗାନ୍ଧୀଙ୍କୁ ନେସନାଲ ହେରାଲର୍ଡ ଖବରକାଗଜକୁ ନେଇ ଯେଉଁ ମନିଲେଣ୍ଡରିଂର କେସ କରାଯାଇଛି ତାହା ସଂପୂର୍ଣ୍ଣଭାବେ ଅମୁଳକ ଏବଂ ଏଥିରେ ତିଳେମାତ୍ର ସତ୍ୟତା ନଥାଇ ଏହି ଘଟଣାକୁ ଭାରତୀୟ ଜନତାପାର୍ଟି…

JSW ଜଜାଙ୍ଗ ଲୁହାଖଣିକୁ ଉତ୍କର୍ଷ ପରିବେଶ ପୁରସ୍କାର

ଭୁବନେଶ୍ୱର: JSW  ଷ୍ଟିଲ (ଓଡ଼ିଶା ପରିଚାଳନା)ର ଜଜାଙ୍ଗ ଲୁହାପଥର ଖଣିକୁ ସମ୍ମାନଜନକ କଳିଙ୍ଗ  ଏନଭରନେଣ୍ଟ  ଏକ୍ସିଲେନ୍ସ ଆୱାର୍ଡ (ଉତ୍କର୍ଷ ପରିବେଶ ପୁରସ୍କାର) ମିଳିଛି ।  ଭୁବନେଶ୍ୱର ସ୍ଥିତ ହୋଟେଲ ନ୍ୟୁ ମାରିଅନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଜଜାଙ୍ଗ ଲୁହାଖଣି ଏଭିପି (ଖଣି ପରିଚାଳନା)…

[ଦେଖନ୍ତୁ ଭିଡିଓ] ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସଜେଇ ହୋଇଛି ସ୍ନାନବେଦୀ : ଭିଡ଼ ନିୟନ୍ତ୍ରଣ ପାଇଁ ସୁରକ୍ଷା…

 ପୁରୀ :  ରାତି ପାହିଲେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସେଥିପାଇଁ ସଜେଇ ହୋଇଛି ସ୍ନାନବେଦୀ । ଅପେକ୍ଷା କରିଛି ମହାପ୍ରଭୁଙ୍କ ଆଗମନୀକୁ । ଚତୁର୍ଦ୍ଧାବିଗ୍ରହ ରତ୍ନବେଦୀରୁ ସ୍ନାନବେଦୀକୁ ଓଲ୍ହାଇ ଆସିବେ। ଅନ୍ୟପଟେ ଆସନ୍ତାକାଲି ପହଣ୍ଡି ପାଇଁ ରତ୍ନସିଂହାସନ ତଳେ ଚାରମାଳ ବନ୍ଧାଯିବା ସହ…

ଏବର୍ଷ କଟକରେ ହେବ ଐତିହାସିକ ବାଲିଯାତ୍ରା

କଟକ: ଚଳିତ ବର୍ଷ ଆୟୋଜନ ହେବ ଐତିହାସିକ ବାଲିଯାତ୍ରା । ବାଲିଯାତ୍ରା ନେଇ ଅନୁମତି ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର । କୋଭିଡ୍‌ ପାଇଁ ଦୁଇ ବର୍ଷ ଧରି ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରା ବନ୍ଦ ରହିଥିଲା । କରୋନା ସ୍ଥିତିରେ ସୁଧାର ଆସିଥିବାରୁ ବାଲିଯାତ୍ରା କରାଯିବାକୁ ଯୋଜନା ରଖାଯାଇଛି…