Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ

- ଦେବଦତ୍ତ ରଥ ଭୁବନେଶ୍ୱର: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି । ସେ ମୋଦି ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ବିଜେପି ପକ୍ଷରୁ ଚାଲିଥିବା "ସେବା, ସୁଶାସନ ଓ ଗରିବ କଲ୍ୟାଣ ପର୍ବ"ର ବିଭିନ୍ନ…

[ଦେଖନ୍ତୁ ଭିଡିଓ] ପୁରୀ ଶ୍ରୀମନ୍ଦିର ସମ୍ପର୍କରେ ବିବାଦୀୟ ବୟାନ ଦେଇ ଫସିଲେ ଓୱେସୀ :ପୁରୀ ଥାନାରେ ମାମଲା

ପୁରୀ  : ହାଇଦ୍ରାବାଦ ସାଂସଦ ତଥା ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ୍ ଓୱେସୀଙ୍କ ବିରୋଧରେ ପୁରୀ ଥାନାରେ ଏତଲା । ଜଗନ୍ନାଥ ମନ୍ଦିରକୁ ନେଇ ୱେବେସୀ ଏକ ସଭାରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଏହାକୁ ନେଇ ଜଗନ୍ନାଥ ସେନା ଓ ଯୁବ ଅଧିବକ୍ତା ସଂଘ ସିଂହଦ୍ୱାର ଥାନାରେ ଓୱେସୀଙ୍କ ବିରୋଧରେ ଏତଲା…

ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର: ରଜରେ ଓଡ଼ିଶା ଛୁଇଁବ ମୌସୁମୀ । ହେଲେ ତା ପୂର୍ବରୁ ନିଅଣ୍ଟିଆ ବର୍ଷା ଚାଷୀଙ୍କୁ ଆତଙ୍କିତ କଲାଣି । ପାଣିପାଗ ବିଭାଗର ସୂଚନା ପ୍ରକାର ଜୁନ୍ ୧ରୁ ୧୨ ମଧ୍ୟରେ ରାଜ୍ୟରେ ୧୦.୭ ମିମି ବର୍ଷା ରେକର୍ଡ କରାଯାଇଛି । ଯାହାକି ସ୍ୱାଭାବିକ ବର୍ଷା ୫୦.୮ ମିମି ତୁଳନାରେ ୭୯% କମ୍ ରହିଛି ।…

[ଦେଖନ୍ତୁ ଭିଡିଓ] ଅବକାରୀ ବିଭାଗର ଚଢାଉ, ମହୁଲି ମଦ ଜବତ ସହ ୨ ଗିରଫ

ରାୟଗଡା:  ଅବକାରୀ ବିଭାଗର ଚଢାଉ। ୪ହଜାର ଲିଟରରୁ ଅଧିକ ମହୁଲ ପୋଚ ଜବତ ହୋଇଥିବା ବେଳେ ୩୧୫ଲିଟର ଦେଶୀ ମଦ ଜବତ ହୋଇଛି। ଘଟଣାରେ ସମ୍ପୃକ୍ତି ନେଇ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ। ଗୁଣପୁର ରେଞ୍ଜରେ ଚଢାଉ କରାଯାଇ ସେଠାରୁ ଏହି ସବୁ ମହୁଲି ମଦ ସହିତ ଦେଶୀ ମଦ ଜବତ…

ଟ୍ରେନରେ ଋଷିକେଶକୁ ଗଞ୍ଜେଇ ଚାଲାଣ ବେଳେ ଜଣେ ଗିରଫ

ଭୁବନେଶ୍ୱର: ଟ୍ରେନରେ ଗଞ୍ଜେଇ ଚାଲାଣ । ପୁରୀ-ଋଷିକେଶ ଉତ୍କଳ ‌ଏକ୍ସେପ୍ରେସରେ ଗଞ୍ଜେଇ ଚାଲାଣ ବେଳେ ୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି । ଖୋର୍ଦ୍ଧା ଷ୍ଟେସନରୁ ଟ୍ରେନରେ ହରିଦ୍ୱାର ଯିବା ପାଇଁ ଯୋଜନା ବେଳେ ବାଟରୁ ଅଭିଯୁକ୍ତକୁ ଧରିଛି ରେଲୱେ କ୍ରାଇମବ୍ରାଞ୍ଚ, ଆରପିଏଫ୍ ଏସଟିଏଫ୍ ।…

[ଦେଖନ୍ତୁ ଭିଡିଓ] ରାହୁଲ ଗାନ୍ଧୀଙ୍କୁ ଇଡି ଜେରାକୁ ବିରୋଧ, ଭୁବନେଶ୍ୱର ଇଡି ଅଫିସ୍ ଆଗରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ନ୍ୟାସନାଲ୍ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାହୁଲ ଗାନ୍ଧୀଙ୍କୁ ଜେରା କରିଛି । ଯାହାର ବିରୋଧ କରିଛି ଦଳ । ରାହୁଲଙ୍କୁ ଇଡିର ଜେରାକୁ ବିରୋଧ କରି ଓଡ଼ିଶା କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ଇଡି କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ନେତା ଓ…

ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର: ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ସ୍ୱତନ୍ତ୍ର ଅଧବେଶନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଆରୁଖ । ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି । ଆରୁଖଙ୍କ ନାଁ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂହ ।…

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌; ୫ ମୃତ

ମାଲକାନଗିରି  : ମାଲକାନଗିରି ସୀମାନ୍ତ ବୋଡୁଗୁଡ଼ମ୍ ନିକଟରେ ଯାତ୍ରୀବାହୀ ବସ୍ ଓଲଟି ୫ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୩୦ରୁ ଆଧିକ ଯାତ୍ରୀ ଆହତ ହୋଇଛନ୍ତି । ୪୦ ଜଣ ଯାତ୍ରୀଙ୍କୁ ନେଇ ବିଜୟୱାଡାରୁ ଭବାନୀପାଟଣାକୁ ଆସୁଥିବା ବେଳେ ମାତ୍ର ୨୦ କିଲୋମିଟର ଦୂରରେ ବସ୍‌ଟି ମୋଟରୁ ଓଲିଟି…

ଆଜି ଗୁପ୍ତ ସେନାପଟା ଲାଗି ନୀତି; ସକାଳୁ ମଧ୍ୟାହ୍ନ ୧୨ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

 ପୁରୀ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ବ୍ୟାପକ ପ୍ରସ୍ତୁତି । ଆଜି ଗୁପ୍ତ ସେନାପଟା ଲାଗି ନୀତି ହେବାକୁ ଥିବା ବେଳେ ସକାଳୁ ମଧ୍ୟାହ୍ନ ୧୨ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଲାଗି ହେବାକୁ ଥିବା ବେଳେ ଏଥିପାଇଁ ସତ୍ୟବାଦୀ…

ଇମାମୀ-କିସ୍‍ ଆବାସିକ ବିଦ୍ୟାଳୟ ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର: ରେମୁଣା ବ୍ଲକ୍‍ ଅନ୍ତର୍ଗତ ଆରମଳାଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‍ର ନୂତନ ଶାଖା ଇମାମି-କିସ୍‍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଉଦ୍‍ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ବିଭାଗ…