Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ରୁକ୍କୁଣୀ ହରଣ ଏକାଦଶୀ ନୀତି , ମହାପ୍ରଭୁଙ୍କ ବିବାହୋତ୍ସବ

ପୁରୀ: ଆଜି ଶ୍ରୀମନ୍ଦିରରେ ରୁକ୍କୁଣୀ ହରଣ ଏକାଦଶୀ ନୀତି । ବିଦର୍ଭର ରାଜା ଭିଷ୍ମକଙ୍କ କନ୍ୟା ରୁକ୍ମିଣୀଙ୍କୁ ଆଜି ବିବାହ କରିବେ ମହାପ୍ରଭୁ । ଏଥି ଲାଗି ସ୍ବତନ୍ତ୍ର ନୀତି ପ୍ରସ୍ତୁତ କରା ଯାଇଥିବା ବେଳେ ଶ୍ରୀମନ୍ଦିରକୁ ସୁସଜ୍ଜିତ କରାଯାଇଛି । ସମ୍ପୂର୍ଣ୍ଣ ରଙ୍ଗ ବେରଙ୍ଗର ଫୁଲରେ…

ଗୁଳୁଗୁଳିରୁ ମିଳିବ ଆଶ୍ୱସ୍ତି, ରଜରେ ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ୱର: ରଜରେ ଓଡ଼ିଶା ଛୁଇପାରେ ମୌସୁମୀ । ମୌସୁମୀ ଓଡ଼ିଶା ଛୁଇଁବା ପାଇଁ ଧିରେ ଧିରେ ପାଗ ଅନୁକୂଳ ହେଉଛି । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରଜରେ ଓଡ଼ିଶା ମୌସୁମୀ ବର୍ଷାରେ…

[ଦେଖନ୍ତୁ ଭିଡିଓ] ଆସନ୍ତାକାଲି ବାରବାଟୀ ଲଢ଼େଇ, ଆଜି ଉଭୟ ଦଳର ନେଟ ପ୍ରାକ୍ଟିସ

କଟକ: ଆସନ୍ତାକାଲି ବାରବାଟୀ ଲଢ଼େଇ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଦ୍ବିତୀୟ ଟି-ଟ୍ବେଣ୍ଟି । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ କ୍ରିକେଟ ପ୍ରେମୀଙ୍କ ଉତ୍କଣ୍ଠା ବଢ଼ିବାରେ ଲାଗିଛି । ଗତକାଲିଠୁ ଉଭୟ ଦେଶର ଖେଳାଳି ଭୁବନେଶ୍ବରରେ ପହଞ୍ଚି ସାରିଛନ୍ତି ।…

ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍ ମୌସୁମୀ ବର୍ଷା। ରାଜ୍ୟରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ SRCଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ରାଜ୍ୟର ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ…

ଖରାଛୁଟି ସରିବା ପରେ ଆରମ୍ଭ ହେବ ନୂଆ ଶିକ୍ଷାବର୍ଷ

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି । ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢ଼ାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ (ଓସେପା) ପକ୍ଷରୁ  ନିୟମାବଳୀ ଜାରି କରାଯାଇଛି । ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଓ ଜିଲା ପ୍ରକଳ୍ପ…

ଆପୋଲୋରେ ରାଜ୍ୟର ପ୍ରଥମ ସଫଳ ରୋବୋର୍ଟିକ ଅସ୍ତ୍ରୋପଚାର

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ଥର ପାଇଁ ଡା ଭିନ୍ସ ରୋବୋଟିକ୍ ପଦ୍ଧତିରେ ମହିଳାଙ୍କ ଗର୍ଭାଶୟରୁ ଟ୍ୟୁମର ବାହାର କରିବାରେ ସଫଳତା ମିଳିଛି । ରୋବର୍ଟିକ ସର୍ଜରୀ ଭଳି ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି ଗର୍ଭାଶୟରୁ ଟ୍ୟୁମର ବାହାର କରିବାରେ ସଫଳତା ହାସଲ କରିଛି ଭୁବନେଶ୍ୱର ସ୍ଥିତ ଆପୋଲୋ…

ବେଦାନ୍ତ ଆଲୁମିନିୟମର ଜଳ ସେବା ଶିବିର; ୧୦ ହଜାର ଲୋକ ଉପକୃତ

ଭୁବନେଶ୍ୱର: ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ବେଦାନ୍ତ ଆଲୁମିନିୟମ ଗତ ମାସରେ ପ୍ରବଳ ଖରାକୁ ଦୃଷ୍ଟି ଦେଇ ୧୫ଟି ପ୍ରମୁଖ ସ୍ଥାନରେ ଜଳ ସେବା ଶିବିର ସ୍ଥାପନ କରିଛି । ଭୁବନେଶ୍ୱର ମୁନିସିପାଲ ନିଗମ ସହଯୋଗରେ ବର୍ତମାନ ଏହା ସ୍ଥାନୀୟ ଲୋକମାନଙ୍କୁ ସେବା ପ୍ରଦାନ କରୁଛି । ଜଳ ଶିବିରରେ…

ନଦୀକୁ ତେଲ ଟ୍ୟାଙ୍କର ଖସିବା ପରେ ବିସ୍ଫୋରଣ, ଜିଅନ୍ତା ଜଳିଗଲେ ୪ ଜଣ

ନୟାଗଡ଼: ଇଟାମାଟି ଥାନା ବଡ଼ପଣ୍ଡୁସର ପୋଲରେ ବଡ଼ ଧରଣର ଦୁର୍ଘଟଣା ଘଚିଛି । ପେଟ୍ରୋଲିୟମ୍ ତୈଳ ନେଇ ଯାଉଥିବା ଟ୍ୟାଙ୍କର ନଦୀକୁ ଖସିବା ପରେ ବିସ୍ଫୋରଣରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ, ତେଲ ଟ୍ୟାଙ୍କରଟି କଟକରୁ ସମ୍ବଲପୁର ଅଭିମୁଖେ ଯାଉଥିଲା । ଶୁକ୍ରବାର ବିଳମ୍ବିତ…

ନୂଆ ପିସିସି ସଭାପତି କର୍ମୀଙ୍କ କାନରେ ଫୁଙ୍କିଲେ ଶାସନକୁ ଫେରିବାର ମନ୍ତ୍ର

ଭୁବନେଶ୍ବର: ନୂଆ ପିସିସି ସଭାପତିଙ୍କୁ ଜୋରଦାର ସ୍ୱାଗତ କରାଯାଇଛି । କଂଗ୍ରେସର ବରିଷ୍ଠ ନେତା ଏବଂ କାର୍ଯ୍ୟକର୍ତ୍ତାମାନେ ଶ୍ରୀ ପଟ୍ଟନାୟକଙ୍କୁ ବିମାନବନ୍ଦରରୁ ସ୍ବାଗତ କରି କଂଗ୍ରେସ ଭବନ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ଯାଇଥିଲେ ।  ନବନିଯୁକ୍ତ ପିସିସି ସଭାପତି ଶରତ ପଟ୍ଟନାୟକ ଆଜି କଂଗ୍ରେସ…

ଏଲକେଏମ ସେଣ୍ଟର ଓ ଲାଇବ୍ରେରୀର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, -  ସତ୍ୟନଗର ଠାରେ ଓଡ଼ିଶାର ସୁପ୍ରିସଦ୍ଧ ନୃତତ୍ତ୍ୱବିତ୍ ସ୍ୱର୍ଗତ ପ୍ରଫେସର ଲକ୍ଷ୍ମଣ ମହାପାତ୍ରଙ୍କ ସ୍ମୃତିରେ ପ୍ରତିଷ୍ଠିତ ଏଲ.କେ.ଏମ ସେଣ୍ଟର ଏବଂ ଲାଇବ୍ରେରୀ ପ୍ରଫେସର ମହାପାତ୍ରଙ୍କ ବ୍ୟକ୍ତିତ୍ୱ, ଉଚ୍ଚ ଶିକ୍ଷା, ଗବେଷଣା ଏବଂ ବିଚାରକୁ ପୁର୍ନଜୀବିତ କରିବ ବୋଲି…