Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଡେରାବିଶ୍ ବ୍ଲକର ଏବିଇଓ ବିପିନ ବିହାରୀ ସିଂ । ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କ ସ୍ଥଗିତ ଦରମା କରାଇ ଦେବା ପାଇଁ ଶ୍ରୀ ବିହାରୀ ସିଂ ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି…

କଟକ ଏସଡିଜେଏମ କୋର୍ଟରେ ମାମଲା ରୁଜୁ କଲେ ବର୍ଷା : ସମ୍ମାନହାନୀ କରୁଛି ସୋସିଆଲ ମିଡିଆରେ ଅନୁଭବଙ୍କ ପୋଷ୍ଟ

କଟକ: ଅନୁଭବ ମହାନ୍ତିଙ୍କ ବିରୋଧରେ କଂପ୍ଲେନ୍ କେସ୍ ରୁଜୁ କଲେ ବର୍ଷା ପ୍ରିୟଦର୍ଶିନୀ । କଟକ ସଦର ଏଡିଜେଏମ୍ କୋର୍ଟରେ କଂପ୍ଲେନ୍ କେସ୍ ରୁଜୁ କରିଛନ୍ତି ବର୍ଷା । ଅନୁଭବଙ୍କ ବିରୋଧରେ ଆଇପିସିର ଦଫା ୫୦୬, ୫୦୯, ୫୦୧ ଓ ଆଇଟି ଆକ୍ଟର ଧାରା ୬୭ରେ ଅଭିଯୋଗ ନେଇ କଂପ୍ଲେନ୍ କେସ୍ ରୁଜୁ କରିଛନ୍ତି…

ଧାମରା ପୋର୍ଟରେ କୋଇଲା ବଗିରୁ ଉଦ୍ଧାର ହେଲେ ନିଶାସକ୍ତ ଯୁବକ

ଧାମରା : ବୁଧବାର ଭଦ୍ରକରୁ ଧାମରା ଅଭିମୁଖେ ଏକ କୋଇଲା ବୋଝେଇ ଟ୍ରେନ ଆସିଥିଲା । ପୋର୍ଟର ନିୟମାବଳୀ ଅନୁଯାୟୀ ଟ୍ରେନ ୱାଗନଗୁଡ଼ିକୁ ଯାଞ୍ଚ କରାଯାଇଥାଏ ।ପରେ ୱାଗନ ଟିପର ସ୍ଥାନରେ ଟ୍ରେନ ବଗିଗୁଡ଼ିକ କ୍ରମାନ୍ୱୟରେ ଟିପ୍ପଲର କରାଯାଇଥାଏ । କ୍ରମଶଃ ଟ୍ରେନ ବଗିରେ ଥିବା ପଣ୍ୟଦ୍ରବ୍ୟ…

ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୨୦୮୨ କୋଟି ଅନୁମୋଦନ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍ ୱିଣ୍ଡୋ କମିଟି  ବୈଠକରେ ୧୧ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ  ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୨୦୮୨.୧୭ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ…

“ଅତ୍ୟଧିକ ମୋବାଇଲ ବ୍ୟବହାର ମସ୍ତିଷ୍କ ଟ୍ୟୁମରର କାରଣ”

ଭୁବନେଶ୍ୱର: ଦୀର୍ଘ ସମୟ ଧରି ମୋବାଇଲ୍‍ ଫୋନ୍‍ ବ୍ୟବହାର କରୁଛନ୍ତି କି? ତେବେ ସାବଧାନ ହୋଇଯାଆନ୍ତୁ। କାରଣ ଦୀର୍ଘ ସମୟ ଧରି ମୋବାଇଲ ଫୋନ୍‍ ବ୍ୟବହାର ଦ୍ୱାରା ମସ୍ତିଷ୍କ ଟ୍ୟୁମର ହୋଇପାରେ ବୋଲି କିମ୍‍ସ-ଭୁବନେଶ୍ୱରର ସ୍ନାୟୁ ସର୍ଜନ ଡା. ନରେନ୍ଦ୍ର କୁମାର ଦାସ ସତର୍କ କରାଇଛନ୍ତି। ଜୁନ…

ପୂର୍ବତନ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ବର୍ତ୍ତମାନ ସରପଞ୍ଚ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକ ମସିଆଖାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ମନୋଜ କୁମାର ସେଠୀଙ୍କୁ ମାରଣାନ୍ତକ ଆକ୍ରମଣ ଘଟଣାରେ ବର୍ତ୍ତମାନର ସରପଞ୍ଚ କେ. ବୁଲୁ(୪୨)ଙ୍କୁ ବ୍ରହ୍ମପୁର ସଦର ଥାନା ପୋଲିସ ଗିରଫ କରିଛି । ଫଳରେ ଏହି ଆକ୍ରମଣ ଘଟଣାରେ ସଂପୃକ୍ତି ଅଭିଯୋଗରେ ଗିରଫ…

ଗଞ୍ଜାମରେ ବ୍ୟାପକ ହେବ ଘରୋଇ ନର୍ସିଂହୋମ୍‌ ଯାଞ୍ଚ

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ବେଆଇନ ଭାବେ ଲିଙ୍ଗନିରୂପଣ କରୁଥିବା ଏକ ବଡ଼ ରାକେଟକୁ ବ୍ରହ୍ମପୁର ପୁଲିସ ଗତ କିଛି ଦିନ ପୂର୍ବେ ଧରିଥିଲା । ଏଥି ସହିତ କେତେକ ସ୍ଥାନରେ ବେଆଇନ ଭାବେ ନର୍ସିଂହୋମ୍‌ ଚାଲିଥିବା ନେଇ ମଧ୍ୟ ଅଭିଯୋଗ ପରେ ସେଗୁଡ଼ିକୁ ସିଲ୍‌ କରାଯାଇଥିଲା । ପୂର୍ବରୁ ମଧ୍ୟ…

ଶିଶୁ ଶ୍ରମିକ ମୁକ୍ତ ହେବ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା, ପ୍ରଶାସନ ଜାରି କଲା ହେଲପ ଲାଇନ ନମ୍ବର

ବ୍ରହ୍ମପୁର: ଗଞ୍ଜାମ ଜିଲା ଶିଶୁ ଶ୍ରମିକ ମୁକ୍ତ ଜିଲା ଭାବେ ଗଠନ କରିବାକୁ ତତ୍ପରତା ଦେଖାଦେଇଛି । ଯଦି କେଉଁଠାରେ ଶିଶୁ ଶ୍ରମିକଙ୍କୁ କେହି ଦେଖନ୍ତି, ତେବେ ଏନେଇ ସୂଚନା ଦେବା ପାଇଁ ଜିଲା ପ୍ରଶାସନ ତରଫରୁ ସ୍ବତନ୍ତ୍ର ହେଲପଲାଇନ ନମ୍ବର ଜାରି କରାଯାଇଛି । ଛତ୍ରପୁର ଶ୍ରମ ଜିଲା ପାଇଁ…

ମନ୍ତ୍ରୀ ହେବା ପରେ ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦରୁ ଶ୍ରୀକାନ୍ତଙ୍କ ଇସ୍ତଫା

ବ୍ରହ୍ମପୁର: ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦରୁ ପୋଲସରା ବିଧାୟକ ତଥା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଛନ୍ତି । ଏନେଇ ଯୋଜନା ଏବଂ ସଂଯୋଜନ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସେ ଗତ ରବିବାର ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗର…

ପାରମ୍ପରିକ ସଂସ୍କୃତିକୁ ଲୋକଲୋଚନକୁ ଆଣିବା ନିମନ୍ତେ ‘ଓଡ଼ିଶା ମୋ ପରିବାର’ର ଅନନ୍ୟ ପ୍ରୟାସ

ଭୁବନେଶ୍ୱର:  କଳା, ସଙ୍ଗୀତ ଏବଂ କ୍ରୀଡ଼ାରେ ପାରଙ୍ଗମ ଥିବା ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବାକୁ ଓଡ଼ିଶା-ମୋ ପରିବାର ପ୍ରୟାସ ଜାରି ରଖି ଝୋଟି ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଭଳି କାର୍ଯ୍ୟକ୍ରମ ଆୟୋଜନ କରିଆସୁଛି । ଏହି କ୍ରମରେ ଆଜି ଭୁବନେଶ୍ୱରସ୍ଥିତ ସିଅନ ଶ୍ରମିକ ବସ୍ତି, ବିଡିଏ…