Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ରଥଖଳାରେ ଚାଲିଛି ଜୋରସୋରରେ କାମ : ତିନିରଥର ଦଣ୍ଡ ଉଠି କୋଣଗୁଜ ସଂଯୋଗ

ପୁରୀ : ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋର ସୋରରେ ଆଗେଇ ଚାଲିଛି । ଗୟଳ ହଣା କାର୍ଯ୍ୟ ଜାରି ରହିଥିବା ବେଳେ ନିରାଡି କାର୍ଯ୍ୟ ଶେଷ ହୋଇଛି । ତିନି ରଥର ଦଣ୍ଡା ଉଠି ଏଥିରେ ନିରାଡ଼ି, କୋଣଗୁଜ ଆଦି ସଂଯୋଗ କରାଯାଇଛି । ତିନି ରଥର ଦଣ୍ଡା ପଡ଼ିଲା ପରେ ତିନିରଥର ‘ଦଣ୍ଡା ଗୋଳେଇ’ କାର୍ଯ୍ୟ ପରେ…

[ଦେଖନ୍ତୁ ଭିଡିଓ] ଖୋଲା କୂଅରେ ଖସିପଡିଲା କଲରାପତରିଆ ବାଘ, ଉଦ୍ଧାର ପରେ ଜଙ୍ଗଲମୁହାଁ

ସମ୍ବଲପୁର  : କୂଅ ଭିତରୁ ଉଦ୍ଧାର ହେଲା କଲରାପତରିଆ ବାଘ। ଓଡ଼ିଶା ସମ୍ବଲପୁର ଚାରମାଳା ପରିସର ହିନ୍ଦୋଳଘାଟ ନକଟରେ ଥିବା ଏହି କୂଅରେ ବାଘଟି ପଡ଼ିଯାଇଥିଲା। ପରିତ୍ୟକ୍ତ ଅବସ୍ଥାରେ ଖୋଲା କୂଅଟି ଥିବାବେଳେ ଅନ୍ଧାରରେ ବାଘଟି ଜାଣିନପାରି କୂଅ ଭିତରେ ଖସିପଡ଼ିଥିଲା। କୂଅରେ ପାଖାପାଖି ୬ଫୁଟ ଯାଏ…

ଗଞ୍ଜାମରେ ଓଏଏସ ସ୍ତରରେ ଅଦଳବଦଳ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଡିଏ ସଚିବ ସମ୍ବିତ ରାଉତଙ୍କ ଗତ ଡିସେମ୍ବର ୬ ତାରିଖରେ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଥିଲା। ଏହି ବଦଳି ନିର୍ଦ୍ଦେଶକୁ ରାଜ୍ୟ ସରକାର ବୁଧବାର…

ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ

ବ୍ରହ୍ମପୁର: ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ ଜାମୁନୀ ଗାଁର ଯୋଗେଶ ବେହେରା।ଗୁରୁତର ହୋଇଥିବା ଅଜିତ ପାଣିଗ୍ରାହୀ ବ୍ରହ୍ମପୁର ଏମକେସିଜି…

ବିମାନବନ୍ଦରରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର: ବିମାନବନ୍ଦରରେ ନିଆଁ ଲାଗିଲେ କଣ ହେବ ? ତୁରନ୍ତ ସମସ୍ତଙ୍କୁ ଉଦ୍ଧାର କରାଯାଇ ପାରିବ ତ ? ନିଆଁ ଲିଭାଇବା ପାଇଁ କଣ ରହିଛି ବ୍ୟବସ୍ଥା ? ଭୁବନେଶ୍ୱର ବିମାନବନ୍ଦରରେ ଏସବୁର ଅନୁଧ୍ୟାନ କରିଛନ୍ତି ଅଗ୍ନିଶମ ଡିଜି ଏସ୍.କେ ଉପାଧ୍ୟାୟ । ଏୟାରପୋର୍ଟ ନିର୍ଦ୍ଦେଶକଙ୍କ ଉପସ୍ଥିତିରେ…

ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାତିରୁ ରାଜପଥ ଅବରୋଧ

ସୋନପୁର: ସୋନପୁର-ସମ୍ବଲପୁର ରାଜ୍ୟ ରାଜପଥରେ ଯାତାୟତ ଠପ୍ । ମଙ୍ଗଳବାର ରାତିରୁ ରାସ୍ତା ଅବରୋଧ କରିଛନ୍ତି ନାୟକପଡ଼ା ଗ୍ରାମବାସୀ । ଗତକାଲି ସନ୍ଧ୍ୟାରେ ଏକ ଘରୋଇ ଯାତ୍ରୀବାହୀ ବସ ନାୟକପଡ଼ାର ଅଭିମନ୍ୟୁ ସାହୁଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଅଭିମନ୍ୟୁଙ୍କ ମୃତ୍ୟୁ ହୋଇଥିଲା ।…

୧୨ କେଜିରୁ ଅଧିକ ଓଜନର ବଜ୍ରକାପ୍ତା ଉଦ୍ଧାର, ଜଣେ ଗିରଫ

ଭୁବନେଶ୍ୱର: ଥମୁନି ବନ୍ୟଜନ୍ତୁ ତସ୍କରୀ । ପୁଣି ଉଦ୍ଧାର ହେଲା ବଜ୍ରକାପ୍ତା । ଏଥର ବୌଦ୍ଧରୁ ଉଦ୍ଧାର ହୋଇଛି ୧୨ କେଜି ୪୦୦ ଗ୍ରାମର ବଜ୍ରକାପ୍ତା । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ୍ ଓ ବୌଦ୍ଧ ବନ ବିଭାଗ ଅଧିକାରୀ କଣ୍ଟାମାଳ-ବାଲିଗୁଡ଼ା ରାସ୍ତାର ଖୁଣ୍ଟିଗୁରା ଗାଁରେ ରେଡ୍ କରିଥିଲେ ।…

ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍

 ପୁରୀ : ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । କୋଇଲି ବୈକୁଣ୍ଠ ଓ ନୃସିଂହ ମନ୍ଦିର ପାଖରେ ସେଲ୍‌ଫି ଉଠାଇ ଜଣେ ଭକ୍ତ ଫେସ୍‌ବୁକ୍‌ରେ ଫଟୋ ପୋଷ୍ଟ କରିଛନ୍ତି । ପୁଣି ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । ଫେସ୍‌ବୁକ୍‌ରେ ସଞ୍ଜୟ…

ଗୁଳୁଗୁଳିରେ ସନ୍ତୁଳି ହେବ ଉପକୂଳ, ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ତାତିରୁ ନାହିଁ ଆଶ୍ୱସ୍ତି । ଉତ୍ତପ୍ତ ଶୁଷ୍କ ବାୟୁ ପ୍ରଭାବରେ ପଶ୍ଚିମ ଓଡ଼ିଶା ତାତିରେ ସିଝିବ । ଅନ୍ୟପଟେ ଉଚ୍ଚ ଆଦ୍ରତା ପ୍ରଭାବରେ ଉପକୂଳରେ ପ୍ରବଳ ଗୁଳୁଗୁଳିଆ ଅନୁଭୂତ ହେବ । ଗ୍ରୀଷ୍ମ ପ୍ରବାହ, ଗୁଳୁଗୁଳି ସହ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ନେଇ ଆକଳନ କରିଛି…

ଗାଡ଼ି ଚାଳନା ବେଳେ ମୋବାଇଲରେ ଗପି ଜରିମାନା ଦେଲେ ୨୩ ଜଣ, ବାତିଲ୍ ହେବ ଡିଏଲ୍

କୋରାପୁଟ: କଣ ଆପଣ ମଧ୍ୟ ମୋବାଇଲରେ ଗପି ଗପି ଗାଡ଼ି ଚଳାଉଛନ୍ତି । ଯଦି ହଁ ତେବେ ସାବଧାନ ହୋଇ ଯାଆନ୍ତୁ । ନଚେତ୍ ଜରିମାନା ଦେବା ସହ ବାତିଲ୍ ହୋଇଯିବ ଆପଣଙ୍କ ଡ୍ରାଇଭିଂ ଲାଇସେନ୍ସ । କୋରାପୁଟ ଟାଉନ୍ ଥାନା ପୋଲିସ ପକ୍ଷରୁ ଚେକିଂକୁ ଜୋରଦାର କରାଯାଇଛି । ବିଭିନ୍ନ ସ୍ଥାନରେ ପୋଲିସ ଚେକିଂ…