Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ଅନୁଭବ ପୋଷ୍ଟ କଲେ ଆଉ ଏକ ଭିଡିଓ: ମରିବାକୁ ନେଇ ଡରାଅ ନାହିଁ , ବଞ୍ଚିବାକୁ ଚାହେଁ

କଟକ: ଓଡ଼ିଆ ସିନେ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ପୁଣି ଆଜି ଏକ ଭିଡିଓ ପୋଷ୍ଟ କରି ନିଜର ମନକଥା କହିଛନ୍ତି । ଏହି ଭିଡିଓରେ ସେ ନିଜର ଦୁଃଖ ବଖାଣିବା ସହ ନିଜ ଶେଷ ଇଚ୍ଛା ସଂପର୍କରେ ସୂଚନା ଦେଇଛନ୍ତି। ଏହାଛଡ଼ା ନିଜର ପ୍ରଶଂସକ, ଶୁଭେଚ୍ଛୁ ଓ ସମର୍ଥକଙ୍କୁ ବି କିଛି ସନ୍ଦେଶ ଦେଇଛନ୍ତି । …

ଆସିଲା ଏରୋ ସ୍ପୋର୍ଟସ ପଲିସି-୨୦୨୨: ଏୟାର ସ୍ପୋର୍ଟସରୁ ଆସିବ ଦଶ ହଜାର କୋଟି ରାଜସ୍ୱ

ଭୁବନେଶ୍ୱର: ଭାରତ ମଙ୍ଗଳବାର ଏରୋ ସ୍ପୋର୍ଟସ ପଲିସି-୨୦୨୨ ଉନ୍ମୋଚନ କରିଛି । ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ ଏହାକୁ ଉନ୍ମୋଚନ କରିବା ସହ ଏହି ନୀତି(ପଲିସି) ଏରୋ ସ୍ପୋର୍ଟସରୁ ୧୦ ହଜାର କୋଟି ଟଙ୍କାର ରାଜସ୍ୱ ସୃଷ୍ଟି ହୋଇପାରିବ ।…

୧୦ମ ଓଡ଼ିଶା ରାଜ୍ୟ ମୁଏଥାଇ ପ୍ରତିଯୋଗିତା-୨୦୨୨ ଉଦଯାପିତ୍

ବରଗଡ଼: ୧୦ମ ଓଡିଶା ରାଜ୍ୟ ମୁଏଥାଇ ପ୍ରତିଯୋଗିତା ୨୦୨୨ ଉଦଯାପିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମ ଓଡ଼ିଶା ଅଲମ୍ପିକ ସଂଘ ଦ୍ୱାରା ସ୍ୱୀକୃତି ପ୍ରାପ୍ତ ସଂସ୍ଥା ‘ଓଡିଶା ମୁଏଥାଇ ୟୁନିଅନ’ ଏବଂ ଆର୍ଟ୍ସ ଟେମ୍ପଲ ବରଗଡ଼ର ମିଳିତ ସହଯୋଗରେ ବରଗଡ଼ ସ୍ଥିତ ଲେଙ୍ଗୁ ମିଶ୍ର (ମିନି) ଷ୍ଟାଡିୟମ ଠାରେ…

ଟଳିଲା ଅଘଟଣ, IED ଉଦ୍ଧାର କରି ନିଷ୍କ୍ରିୟ କଲେ ବିଏସଏଫ ଯବାନ

କୋରାପୁଟ: ବିଏସଏଫ୍ ଯବାନଙ୍କୁ ସଫଳତା । ଯାଞ୍ଚ ବେଳେ ମିଳିଲା ଆଇଇଡି । ମଙ୍ଗଳବାର ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ୧୫୧ ବାଟାଲିୟନର ବିଏସଏଫ୍ ଯବାନ ୩୨୬ ନମ୍ବର ଜାତୀଯ ରାଜପଥ କଡ଼ରେ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲେ । ସର୍ଚ୍ଚ ଅପରେସନ୍ ବେଳେ ମନ୍ତ୍ରିଆମରୁ ଗୋବିନ୍ଦପାଲୀ ମଧ୍ୟରେ ମାଟି ଖୋଳା…

ଏବେ ତାତିରୁ ନାହିଁ ଆଶ୍ୱସ୍ତି, ୧୬ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ତାତିରୁ ମିଳିବନି ଆଶ୍ୱସ୍ତି । ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆହୁରି ସନ୍ତୁଳି ହେବ ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ଆହୁରି ବଢ଼ିବ ସୂର୍ଯ୍ୟଙ୍କ ପ୍ରକୋପ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ତାମିଲନାଡ଼ୁ, ପୁଡୁଚେରୀ ଓ କରାକଲ ସହ ଦକ୍ଷିଣପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର…

ସମ୍ବଲପୁରରୁ ଗାଡ଼ି ଚୋରି କରି ଉପକୂଳ ଜିଲ୍ଲାରେ କରୁଥିଲେ ଲୁଟ୍

ଭୁବନେଶ୍ବର: ଚୋରି ଗାଡ଼ିରେ ଲୁଟ୍ । ଟାର୍ଗେଟରେ ଜାତୀୟ ରାଜପଥରେ ଯାଉଥିବା ଯାତ୍ରୀ । ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ପୋଲିସ ହାତରେ ୩ ଜଣ ଆନ୍ତଃଜିଲ୍ଲା ଲୁଟେରା ଧରା ପଡ଼ିଛନ୍ତି । ଏମାନେ ସମ୍ବଲପୁରରୁ ବାଇକ୍ ଚୋରି କରି ଉପକୂଳ ଜିଲ୍ଲାରେ ଆତଙ୍କ ଖେଳାଇଥିଲେ । କେତେବେଳେ ଜାତୀୟ ରାଜପଥ ତ ଆଉ…

ଚିଠି ପରେ ବଢ଼ିଲା କି ଚାପ ? କାହିଁକି ଛୁଟିରେ ଗଲେ ଅବକାରୀ ଇନ୍ସପେକ୍ଟର ସଞ୍ଜୟ ପଣ୍ଡା

ପୁରୀ: ଚିଠି ଲେଖିଲେ, ଛୁଟିରେ ଗଲେ । ପୁରୀରେ ପୋଲିସ ଓ ନିଶା ମାଫିଆଙ୍କ ମଧ୍ୟରେ ଚାଲିଥିବା ମଧୁଚନ୍ଦ୍ରିକାକୁ ପଦାକୁ ଆଣିଥିବା ଅବକାରୀ ଇନ୍ସପେକ୍ଟର ସଞ୍ଜୟ ପଣ୍ଡା ଛୁଟିରେ ଯିବେ । ଏନେଇ ସେ ଜିଲ୍ଲା ଅବକାରୀ ଅଧୀକ୍ଷକଙ୍କୁ ଚିଠି ଲେଖିଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ଆସନ୍ତା ୯ ତାରିଖରୁ ୧୫…

ବାରବାଟୀରେ ମ୍ୟାଚ ବାତିଲ ନେଇ ହୋଇଥିବା ଆବେଦନ ଖାରଜ କଲେ ହାଇକୋର୍ଟ

କଟକ: ବାରବାଟି ଷ୍ଟାଡିୟମରେ ଅଗ୍ନି ନିରାପତ୍ତା ପ୍ରମାଣପତ୍ର ଓ ନିର୍ମାଣଗତ ନିରାପତ୍ତା ପ୍ରମାଣପତ୍ର ହାସଲ ନାହିଁ । ତେଣୁ ୧୨ ତାରିଖରେ ହେବାକୁ ଥିବା ଭାରତ ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ମ୍ୟାଚ ବାତିଲ କରାଯାଉ ଦାବି କରି ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ହାଇକୋର୍ଟ । କୋର୍ଟଙ୍କ…

ପିସିସି ସଭାପତିଙ୍କୁ ଦିଲ୍ଲୀ ଡକରା, ଖୁବଶୀଘ୍ର ଘୋଷଣା ହେବ ନୂଆ ଟିମ୍

ଭୁବନେଶ୍ୱର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଦିଲ୍ଲୀ ଡକରା । ଦିଲ୍ଲୀରେ ଶୀର୍ଷ ନେତୃତ୍ବ ଏବଂ ପ୍ରଭାରୀଙ୍କ ସହ ଶରତ ଆଲୋଚନା କରିବେ ବୋଲି ସୂଚନା ରହିଛି। ଆସନ୍ତା 10ରେ ଶରତଙ୍କୁ  ରାଜ୍ୟ କଂଗ୍ରେସ ଏକ ସମ୍ବର୍ଦ୍ଧନା ସମାବେଶ କରାଯିବ। ଏହା ପୂର୍ବରୁ ରାଜ୍ୟ କଂଗ୍ରେସର ବିଭିନ୍ନ…

ଉଚ୍ଛେଦ ଆରମ୍ଭ, ଭଙ୍ଗାହେଲା ୧୮ ଘର: ୨୦ ବର୍ଷ ପରେ ସିଦ୍ଧ ମହାବୀର ଓଭରବ୍ରିଜ୍‌ ବାଟ ଖୋଲିଲା

ପୁରୀ :‌ ପ୍ରାୟ ୨୦ ବର୍ଷ ପରେ ସିଦ୍ଧ ମହାବୀର ରେଳ ଓଭରବ୍ରିଜ୍‌(ମାଟିଆପଡ଼ା) ସ୍ବପ୍ନ ସାକାର ହେବାକୁ ଯାଉଛି । ଆବଶ୍ୟକ ଜମିରୁ ସିଂହଭାଗ ଜମି ଅଧିଗ୍ରହଣ ଶେଷ ପରେ  ଉଚ୍ଛେଦ କାମ ଆରମ୍ଭ ହୋଇଛି । ପ୍ରାରମ୍ଭିକ ପର୍ଯ୍ୟାୟରେ ବାଲିଘାଟ ଛକରୁ ଉଚ୍ଛେଦ ଆରମ୍ଭ ହୋଇଥିବା ବେଳେ ୨୪୮ କୋଠାରୁ ପ୍ରଥମ…