Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରର କିଛି ଶୃଙ୍ଖଳା ଅଛି କି?

ବିଭିନ୍ନ ସମୟରେ ବିଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଶ୍ରୀମନ୍ଦିର ସମ୍ପର୍କିତ ସମ୍ବାଦ ଗଣମାଧ୍ୟମରେ ଚର୍ଚ୍ଚିତ ହୁଏ । ପ୍ରତ୍ୟେକ କଥାରେ ବିଶୃଙ୍ଖଳା ସୃଷ୍ଟି କରିବା ଏବଂ ମନ୍ଦିର ପ୍ରଶାସନ ନାମକ ସଂସ୍ଥାକୁ ଏକ ସ୍ଥାଣୁ ସଂସ୍ଥା ଭାବରେ ଭାବିବାରେ କୌଣସି ପ୍ରକାରର ଭୁଲ୍ ନାହିଁ । ବିଶେଷ କରି…

ରାଜ୍ୟରେ ଦୁଇ ସ୍ୱାଇନ ଫ୍ଲୁ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଦୁଇ ଜଣ ସ୍ୱାଇନ ଫ୍ଲୁ ସଂକ୍ରମିତ । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସେମାନଙ୍କ ବିଗତ ନିକଟ ଅତୀତରେ କୁଆଡ଼େ ବାହାରକୁ ଯାଇନାହାନ୍ତି ବା ଫେରି ନାହାନ୍ତି । ସଂକ୍ରମିତଙ୍କ ମଧ୍ୟରୁ ଜଣେ ପୁରୁଷ(୩୮) ଓ ନାରୀ(୨୮) । ଉଭୟ ଏକ ଘରୋଇ ହସ୍ପିଟାଲରେ…

ବ୍ରଜରାଜନଗର ଜିତିଲେ ବିଜେଡିର ଅଳକା ମହାନ୍ତି; ତୃତୀୟ ସ୍ଥାନରେ ରାଧାରାଣୀ

ଭୁବନେଶ୍ୱର: ବ୍ରଜରାଜନଗର ଉପ-ନିର୍ବାଚନରେ ୬୫ହଜାର ୭୯୧ ଭୋଟରେ ଜିତିଲେ ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି । ଅଳକାଙ୍କୁ ସର୍ବ ମୋଟ୍ ୯୩ ହଜାର ୭୯୦ ଭୋଟ୍ ମିଳିଛି । ବିଜୟ ଲାଭ କରିବା ପରେ ଅଳକା କହିଛନ୍ତି ଯେ, ସେ ବ୍ରଜରାଜନଗର ବାସୀଙ୍କ ସବୁ…

‘ବନ୍ଦ ହେବନି ପୁରୀ ପରିକ୍ରମା ପ୍ରକଳ୍ପ; ସୁପ୍ରିମକୋର୍ଟଙ୍କ ସମୟ ନଷ୍ଟ କଲେ ପିଟିସନର’

ଭୁବନେଶ୍ୱର: ବନ୍ଦ ହେବନି ପୁରୀ ପରିକ୍ରମା ପ୍ରକଳ୍ପ । ନିର୍ମାଣ କାର୍ଯ୍ୟ ଚାଲୁ ରହିବ । ଶୌଚାଳୟ, କ୍ଲକ୍ ରୁମ ଓ ଇଲେକ୍ଟ୍ରିକାଲ ରୁମ୍ ତିଆରି ହେବ । ଶୁକ୍ରବାର ସୁପ୍ରିମ କୋର୍ଟ ଏହି ରାୟ ଶୁଣାଇଛନ୍ତି । ଅର୍ଦ୍ଧେନ୍ଦୁ ଦାସ ଓ ସୁମନ୍ତ ଘଡ଼େଇଙ୍କ ପିଟିସନର ବିଚାର କରି ପରିକ୍ରମା ପ୍ରକଳ୍ପ…

ବ୍ରଜରାଜନଗରରେ ଜିତିଲା ବିଜେଡି, ଦ୍ୱିତୀୟ ସର୍ବାଧିକ ବ୍ୟବଧାନରେ ଜିତିଲେ ଅଳକା

ଭୁବନେଶ୍ୱର : ବ୍ରଜରାଜନଗରରେ ବିଜେଡିର ବାଜିମାତ । ବିପୁଳ ଭୋଟରେ ଜିତିଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କ ପାଖରୁ ଅଳକା ୬୫ ହଜାରରୁ ଅଧିକ ଭୋଟରେ ଦିବଂଗତ ବିଧାୟକ କିଶୋର ମହାନ୍ତିଙ୍କ ସ୍ତ୍ରୀ ଅଳକା ମହାନ୍ତି ବିଜୟୀ ହୋଇଛନ୍ତି।କଂଗ୍ରେସର ବିଧାୟକ…

ବ୍ରଜରାଜନଗର ଭୋଟ୍ ଗଣତି : ଷଷ୍ଠ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ଆଗୁଆ

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନ ଭୋଟ୍ ଗଣତି ଜାରି ରହିଛି । ଷଷ୍ଠ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ଅଳକା ମହାନ୍ତିଙ୍କୁ ୨୯୮୮୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିର ରାଧାରାଣୀ ପଣ୍ଡା ୭୮୧୮ ଖଣ୍ଡ ଭୋଟ୍ ପାଇ ଦ୍ବିତୀୟ ସ୍ଥାନରେ ରହିଛନ୍ତି । କଂଗ୍ରେସର କିଶୋର ପଟେଲ ୬୦୮୮ ଖଣ୍ଡ ଭୋଟ୍…

ହୋମଗାର୍ଡଙ୍କୁ ମାସିକ ୯ ହଜାର ଟଙ୍କା ଦେଇ ରାଜ୍ୟ ସରକାର ଶୋଷଣ କରୁଛନ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଓଡ଼ିଶା ସରକାର କରୁଛନ୍ତି ଶୋଷଣ । ହୋମଗାର୍ଡ ମାନଙ୍କୁ ମାସିକ ୯ ହଜାର ଟଙ୍କା ଲେଖାଏଁ ବେତନ ଦେଇ ଶୋଷଣ କରିବା ଛଡା ଆଉ କିଛି କରୁ ନାହାନ୍ତି। ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କ ଉପରେ ଏପରି ଟିପ୍ପଣୀ କରିଛନ୍ତି । ଗତ ୧୫ ବର୍ଷରୁ ଅଧିକ ସମୟ ଧରି ରାଜ୍ୟ ଗୃହ ବିଭାଗ ଅଧୀନରେ…

ରାଜଧାନୀରେ ଗଛ କଟାକୁ ନେଇ ସରକାରଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ

କଟକ: ରାଜଧାନୀରେ ବିଧାୟକଙ୍କ କ୍ୱାଟର୍ସ ନିର୍ମାଣ ପାଇଁ ଗଛ କଟା ପ୍ରସଙ୍ଗରେ ରିପୋର୍ଟ ଦେବେ ସରକାର । ଗୁରୁବାର ହାଇକୋର୍ଟ ଏହି ପ୍ରସଙ୍ଗରେ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଧାୟକ କ୍ୱାଟର୍ସ ନିର୍ମାଣ, ଗଛ କଟା,…

ତାରାଙ୍କ ତେରଚ୍ଛା ବାଣରେ ହସି ପକାଇଲେ ପିସିସି ସଭାପତି

ଭୁବନେଶ୍ୱର: ରାଜ୍ୟ କଂଗ୍ରେସର ନୂଆ ମଙ୍ଗୁଆଳ ଶରତ ପଟ୍ଟନାୟକ ହେବା ପରେ ସବୁ ଠିକଠାକ ହେବ ବୋଲି ଆଶା କରାଯାଉଥିଲା। କିନ୍ତୁ ଦୁଇ ଦିନ ଧରି ଚାଲିଥିବା ନବ ସଂକଳ୍ପ ସମାବେଶରେ ତିନି ନିର୍ବାଚିତ ବିଧାୟକ ଅନୁପସ୍ଥିତ ରହିବା ପରେ ଜଣାପଡିଛି ଦଳରେ ପୁରୁଣା ରୋଗର 'ଭୂତାଣୁ' ଦୂର ହୋଇନି ।…

ଆଜି ଆସିବ ବ୍ରଜରାଜନଗର ଉପନିର୍ବାଚନ ଫଳାଫଳ, ୧୧ ପ୍ରାର୍ଥୀଙ୍କ ଛାତି ଧଡଧଡ

ଭୁବନେଶ୍ୱର: ଝାରସୁଗୁଡ଼ା ବ୍ରଜରାଜନଗର ବିଧାନସଭା ନିର୍ବାଚନ ମଣ୍ଡଳୀର ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଆଜି ଭୋଟ୍ ବାକ୍ସ ଖୋଲିବା ପରେ ଜଣାପଡିବ କିଏ ହେବ ବ୍ରଜରାଜନଗର ବାଜିଗର। ଭୋଟ ଗଣତି କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ମୁଖ୍ୟ ନିର୍ବାଚନ କମିସନରଙ୍କ ଅଫିସ ପାଖରୁ ଆରମ୍ଭ…