Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାବିତ୍ରୀ ଆଗରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱର: ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ମାନସିକ ରଖିବାକୁ ଇଚ୍ଛା କରିଥିଲେ ପ୍ରଭାତି ନାୟକ । ଏନେଇ ସ୍ୱାମୀଙ୍କୁ ପୂଜା ପାଇଁ ଆବଶ୍ୟକ ଜିନିଷ କିଣି ଆଣିବାକୁ ବରାଦ କରିଥିଲେ । କିନ୍ତୁ ଯାହାର ଦୀର୍ଘାୟୁ କାମନା ପାଇଁ ଏତେ ଯତନ ହେଉଥିଲା । ସେହି ସ୍ୱାମୀ ହିଁ ସ୍ତ୍ରୀକୁ ହତ୍ୟା କରିଦେଲା…

[ଦେଖନ୍ତୁ ଭିଡିଓ] ପୁରୀ ବେଳାଭୂମିରୁ ଉଦ୍ଧାର ହେଲା ଶିବଶକ୍ତି

ପୁରୀ  : ପୁରୀ ବେଳାଭୂମିରେ ଶିବଲିଙ୍ଗ ଶକ୍ତି । ହଠାତ୍ କେଉଁଠାରୁ ଭାସିଆସିଛି ଏହି ଶକ୍ତି । ସମୁଦ୍ରର ଢେଉରେ ଭାସି ଭାସି ଆସି କୂଳରେ ଲାଗିଛି । ଏହି ଦୃଶ୍ୟ ଦେଖିବାକୁ ଲୋକଙ୍କ ମନରେ ଅନେକ କୌତୁହଳ। ପ୍ରାଚୀ ହୋଟେଲ ନିକଟ ସମୁଦ୍ରରୁ ସ୍ଥାନୀୟ ମତ୍ସ୍ୟଜୀବ ମାନେ ଉଦ୍ଧାର କରିଛନ୍ତି ଏହି…

ବ୍ରଜରାଜନଗର ଉପନିର୍ବାଚନ: ଅପରାହ୍ନ ୩ଟା ସୁଦ୍ଧା ୫୭ ପ୍ରତିଶତ ମତଦାନ

ଝାରସୁଗୁଡ଼ା: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ଅପରାହ୍ନ ୩ଟା ସୁଦ୍ଧା ୫୭% ଭୋଟ୍ ଗ୍ରହଣ କରାଯାଇଛି । ଝାରସୁଗୁଡ଼ା ଉପଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି । ଏହି ନିର୍ବାଚନ ପ୍ରକ୍ରିଆରେ ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ଏହି ନିର୍ବାଚନମଣ୍ଡଳୀର ମୋଟ ୨ ଲକ୍ଷ ୧୪ ହଜାର ୮୭୮…

ନାମାଙ୍କନପତ୍ର ଦାଖଲ କଲେ ବିଜେଡିର ୪ ଜଣ ପ୍ରାର୍ଥୀ

ଭୁବନେଶ୍ବର: ରାଜ୍ୟର ଖାଲିଥିବା ୪ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ବିଜେଡିର ୪ ଜଣ ପ୍ରାର୍ଥୀ ମଙ୍ଗଳବାର ପୂର୍ବାହ୍ନରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦା୍ଖଲ କରିଥିବା ୪ ପ୍ରାର୍ଥୀ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ନିରଞ୍ଜନ…

ବ୍ରଜରାଜନଗର ଉପନିର୍ବାଚନ: ପୂର୍ବାହ୍ନ ୧୧ଟା ସୁଦ୍ଧା ୩୩% ମତଦାନ

ଭୁବନେଶ୍ବର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୩୩% ଭୋଟ୍ ଦାନ କରାଯାଇଥିବା କଥା ମୁଖ୍ୟ  ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି । ପୂର୍ବରୁ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଥିଲା । ଉପନିର୍ବାଚନ ଲାଗି ଜାରି ରହିଛି ମତଦାନ । ଆଜି ୧୧…

ଜୁନ୍‌ ୧ରୁ ଛେନା ଓ ପନିର୍ ଦାମ୍‌ ବଢ଼ିବ

ଭୁବନେଶ୍ବର : ଜୁନ୍‌ ୧ରୁ ରାଜଧାନୀରେ ଛେନା ଓ ପନିର୍‌ ଦାମ ବଢ଼ିବ। ଛେନା କେଜି ପିଛା ୧୮୦ଟଙ୍କା ଓ ପନିର୍‌ କେଜି ୨୫୦ଟଙ୍କାରେ ବିକ୍ରି ହେବ ବୋଲି ଭୁବନେଶ୍ବର ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଂଘ ପକ୍ଷରୁ କୁହାଯାଇଛି ।  ସଂଘ ପକ୍ଷରୁ ସୋମବାର ଦିନ ଏକ ପ୍ରେସ୍‌ ବିବୃତିରେ କୁହାଯାଇଛି ଯେ…

ପ୍ରାର୍ଥିପତ୍ର ଦାଖଲ ନେଇ ବିଧାନସଭାରେ ପହଞ୍ଚିଲେ ବିଜେଡି ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର: ବିଧାନସଭାରେ ପହଞ୍ଚିଲେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ । ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ୪ ରାଜ୍ୟସଭା ପ୍ରାର୍ଥୀ ।  ବିଜେଡିର ୪ ଜଣ ରାଜ୍ୟସଭା ପ୍ରାର୍ଥୀ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ସୁଲତା ଦେଓ ଏବଂ ନିରଞ୍ଜନ ବିଶି ପ୍ରାର୍ଥିପତ୍ର ଦାଖଲ କରିବେ । ୩ଟି ଆସନରେ…

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

 ଝାରସୁଗୁଡ଼ା : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଚାଲିଛି ମତଦାନ । ମୋଟ ୨ ଲକ୍ଷ ୧୪ ହଜାର ୮ ଶହ ୭୮ ଜଣ ଭୋଟର ଭୋଟ ଦେଉଛନ୍ତି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ମୋଟ ୧୨୨୮ ପୋଲିଂ ଅଧିକାରୀ ମୁତୟନ ଅଛନ୍ତି । ସୁରକ୍ଷା ପାଇଁ ୧୦୦୦ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । ମୋଟ ୨୭୯ଟି ବୁଥରେ…

ବ୍ରହ୍ମପୁରରେ ନିର୍ମାଣ ହେଉଛି ବୁଲା ଗୋରୁ ଗାଈଙ୍କ ପାଇଁ ହଷ୍ଟେଲ୍‌

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଏଣେ ତେଣେ ବୁଲାବୁଲି କରୁଥିବା ଗୋରୁ ଗାଈକୁ ରଖିବା ପାଇଁ ଏକ ହଷ୍ଟେଲ୍‌ ନିର୍ମାଣ କରାଯାଉଛି । ବ୍ରହ୍ମପୁର ମହାନଗର ନିଗମ ତରଫରୁ ପ୍ରାୟ ୯୦ ଲକ୍ଷ ଟଙ୍କାରେ ସହର ଉପକଣ୍ଠ ଗୁରୁଣ୍ଠି ପାଖରେ ଏହି ହୋଷ୍ଟେଲ୍‌ ନିର୍ମାଣ ହେଉଥିବା ନେଇ ସୂଚନା ଦେଇଛନ୍ତି ନିଗମର…

ଗୁରୁ ଘନଶ୍ୟାମଙ୍କୁ ବାଳକୃଷ୍ଣ ଦାଶ ସମ୍ମାନ

ଭୁବନେଶ୍ୱର: ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ଫାଉଣ୍ଡେସନ୍‌ର ୩୦ତମ ବାର୍ଷିକୋତ୍ସବ ଓ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ ୯୯ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ସୋମବାର ସନ୍ଧ୍ୟାରେ ରବୀନ୍ଦ୍ର ମଣ୍ଡପରେ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶା…