Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ଆଗକୁ ରଥଯାତ୍ରା: ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱାରୋପ

ପୁରୀ: ଆଗାମୀ ଜୁଲାଇ ୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀର ହୋଟେଲ ମାଲିକମାନଙ୍କ ସହ ଜିଲ୍ଲା ପୁଲିସ ପ୍ରଶାସନ ପକ୍ଷରୁ ଆଲୋଚନା କରାଯାଇଛି। ଏନେଇ ଆଜି ପୁରୀରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱାରୋପ…

UPSC ପରୀକ୍ଷାରେ ଓଡ଼ିଶା ଟପ୍ପର ହେଲେ ସୋନପୁର ପୁଅ

ସୋନପୁର: ୨୦୨୧ ସିଭିଲ ସର୍ଭିସ ପରୀକ୍ଷାର ଫଳ ଆଜି ପ୍ରକାଶିତ ହୋଇଛି । ସୋନପୁର ଗଡ଼ଭିତର ନିବାସୀ ଶିବଶଙ୍କର ପାଣିଗ୍ରାହୀ ଏବଂ ଗୀତା ପାଣିଗ୍ରାହୀଙ୍କ ପୁଅ କାର୍ତ୍ତିକ୍ ପାଣିଗ୍ରାହୀ ସର୍ଭଭାରତୀୟସ୍ତରରେ ୬୩ ରାଙ୍କ ହାସଲ କରି ଓଡ଼ିଶା ଟପ୍ପର ହୋଇଥିବା ଜଣାପଡ଼ିଛି । କାର୍ତ୍ତକଙ୍କ ବାପା…

[ଦେଖନ୍ତୁ ଭିଡିଓ] ସାବିତ୍ରୀ ଓଷାରେ ଉତ୍ସବ ମୁଖର ବିରଜା ପୀଠ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଯାଜପୁର : ଆଜି ହେଉଛି ସାବିତ୍ରୀ ବ୍ରତ। ଜ୍ୟେଷ୍ଠ ଅମାବାସ୍ୟା ଦିନ ଏହା ପାଳନ କରାଯିବାର ବିଧି ରହିଛି। । ଏ ଦିନ  ନାରୀ ନିଜର ସ୍ବାମୀଙ୍କର ଦୀର୍ଘ ଜୀବନ କାମନା କରିବା ସହ ପୂଜାର୍ଚ୍ଚନା କରିଥାନ୍ତି ।  ଆଜି ସକାଳୁ ରାଜ୍ୟର ବିଭିନ୍ନ ମନ୍ଦିର ମାନଙ୍କରେ ମହିଳାମାନଙ୍କର ଭିଡ଼ ପରିଲକ୍ଷିତ ହୋଇଛି…

ପୁରୀ ବଡ଼ଦାଣ୍ଡରୁ ଲୁଟ୍‌ : ଯୁବକ ବେଶରେ ଲୁଟ୍‌ କଲେ ଯୁବତୀ । ନକଲି ଚାବିରେ ସ୍କୁଟର ଡିକି ଖୋଲି ନେଇଗଲେ କାଗଜପତ୍ର

ପୁରୀ : ଯୁବକ ବେଶରେ ଆସି ଲୁଟ୍ କଲେ ଯୁବତୀ । ଏହିପରି ଅଭିନବ ଢ଼ଙ୍ଗରେ ଲୁଟ୍‌ ଆଉ କେଉଁଠି ନୁହେଁ ବରଂ ପୁରୀର ବଡ଼ଦାଣ୍ଡରେ ଦେଖିବାକୁ ମିଳିଛି । ଗତ ଶନିବାର ସକାଳେ ବଡ଼ଦାଣ୍ଡ ମାର୍କେଟ ଛକ ପାଖ ନୀଳାଚଳ ଲଜିଙ୍ଗ ସାମନାରେ ପାର୍କିଂ ହୋଇଥିବା ସ୍କୁଟର ଡିକିରୁ ଜଣେ ଯୁବକ ଚୋରି କରୁଥିବା ଦୃଶ୍ୟ…

ରାଜଧାନୀର ରାଜରାସ୍ତାରେ ମହିଳା ଡାକ୍ତରଙ୍କୁ ମାଡ଼ !

ଭୁବନେଶ୍ୱର: ମହିଳା ଡାକ୍ତରଙ୍କୁ ରାସ୍ତା ଉପରେ ମାଡ଼ । ରାଜଧାନୀ ଭୁବନେଶ୍ୱରରୁ ଆସିଛି ଏହିପରି ସଙ୍ଗୀନ୍ ଅଭିଯୋଗ । ଲକ୍ଷ୍ମୀସାଗର ଛକରେ ଗାଡ଼ି ହଟାଇବାକୁ ନେଇ ଗଣ୍ଡଗୋଳ ଉଗ୍ର ରୂପ ନେଇଥିଲା । ଯାହାପରେ ଏଭଳି ସାଂଘାତିକ ଘଟଣା ଘଟିଥିବାର ଜଣାପଡିଛି । ଅଭିଯୋଗ ଅନୁସାରେ, ଗତକାଲି ରାତିରେ…

ନେପାଳ ତାରା ଏୟାର -୯ ଏନଏଇଟି ବିମାନ ଦୁର୍ଘଟଣା: ୧୪ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ଦିଲ୍ଲୀ: ନେପାଳର ତାରା ଏୟାର -୯ ଏନଏଇଟି ବିମାନ କ୍ରାସ ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୪ଟି ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି । ସେନା ଓ ଅନୁସନ୍ଧାନକାରୀ ଦଳ ଦ୍ୱାରା ବିମାନର ଧ୍ୱଂସାବଶେଷ ଠାବ ହୋଇଛି । ମୁସ୍ତାଙ୍ଗ ଜିଲ୍ଲାର କୋୱାଙ୍ଗ ଗାଁ ନିକଟରୁ ଧ୍ୱଂସାବଶେଷ ଠାବ ହୋଇଛି ।…

ରାଜଧାନୀରେ ଲଜ୍ଜା: ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ପରେ ବ୍ଲାକମେଲିଂ ଅଭିଯୋଗ

ଭୁବନେଶ୍ୱର  :ରାଜଧାନୀରେ ଦିନକୁ ଦିନ ବଢିଚାଲିଛି ଅପରାଧ ଆଉ ବଢିଚାଲିଛି ଅପରାଧୀଙ୍କ ସଂଖ୍ୟା। ଦିନ ଦିପହରରେ ଲୁଟ ତରାଜରୁ ନେଇ ହତ୍ୟାକାଣ୍ଡ ଘଟିଚାଲିଥିବା ବେଳେ ଏବେ ପୁଣି ଆଉ ଏକ ଅପରାଧ ସାମନାକୁ ଆସିଛି। ଜଣେ ମହିଳା ପ୍ରଫେସରଙ୍କୁ ଦୁଷ୍କର୍ମ ପରେ ବ୍ଲାକମେଲିଂ ଅଭିଯୋଗ  । ରାଜଧାନୀ…

ଆସନ୍ତାକାଲି ବ୍ରଜରାଜନଗର ଉପନିର୍ବାଚନ, ୨୭୯ ବୁଥରେ ଭୋଟ ଦେବେ ୨ଲକ୍ଷରୁ ଅଧିକ ଭୋଟର

ଝାରସୁଗୁଡ଼ା: ବାଇ-ଇଲେକ୍ସନ କାଉଣ୍ଟଡାଉନ୍ । ଆସନ୍ତାକାଲି ନୂଆ ବିଧାୟକ ବାଛିବେ ବ୍ରଜରାଜନଗରବାସୀ । ଭୋଟ ଦେଇ ପ୍ରତିନିଧି ଚୟନ କରିବେ ୨ ଲକ୍ଷ ୧୪ ହଜାର ୮୭୮ ମତଦାତା । ଏଥିପାଇଁ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି । ମୋଟ ୧୨ ଶହ ୨୮ ପୋଲିଂ ଅଫିସର ନିଯୁକ୍ତ ହୋଇଛନ୍ତି । ଆଜି ସନ୍ଧ୍ୟା…

ସାବିତ୍ରୀ: ଜଣେ ସତୀର କାହାଣୀ …

– ଦେବଦତ୍ତ ରଥ ଭୁବନେଶ୍ୱର: ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁ କବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା’ ସାବିତ୍ରୀଙ୍କୁ ମହିମାନ୍ୱିତ କରାଯାଇଥାଏ। ଓଡ଼ିଶାରେ ବାର ମାସରେ ତେର ପର୍ବ ଭିତରେ ସାବିତ୍ରୀ ବ୍ରତ ଅନ୍ୟତମ।…

ମିଡିଆ ମଙ୍ଗ ଧରିବା ପରେ ଦିଲ୍ଲୀରେ ମଙ୍ଗ ଧରିବେ କି ମଙ୍ଗରାଜ ?

ଭୁବନେଶ୍ୱର: ରାଜ୍ୟସଭାକୁ ଯିବେ ମାନସ ମଙ୍ଗରାଜ। ବିଜେଡି ଘୋଷଣା କରିଥିବା ଚାରି ପ୍ରାର୍ଥୀଙ୍କ ମଧ୍ୟରୁ ଅନ୍ୟତମ ପ୍ରାର୍ଥୀ ହେଉଛନ୍ତି ମାନସ ମଙ୍ଗରାଜ । ଏବେ ସେ ରାଜ୍ୟ ସରକାରଙ୍କ ମିଡିଆ ପରାମର୍ଶଦାତା ଭାବେ ଦାୟିତ୍ୱ ତୁଲାଉଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡି ବିଜେଡିରେ…