Latest Odisha News

BREAKING NEWS

Browsing Category

ଓଡିଶା

Odisha

ଉପକୂଳ ଅଞ୍ଚଳରେ ‘ବିପର୍ଯ୍ୟୟରୁ ରକ୍ଷା ପାଇଁ ଓଏସଡବ୍ଲୁଏଏଲଆଇ ଏକ ଉତ୍ସର୍ଗୀକୃତ ଆନ୍ତର୍ଜାତୀୟ କେନ୍ଦ୍ର ଭାବରେ…

ପୁରୀ: ଉଦଘାଟିତ ହେଲା କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) । ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରି ଆଜି…

Tata Steel: ଟାଟା ଷ୍ଟିଲ୍ ଓ କନଷ୍ଟ୍ରକ୍ଟଷ୍ଟିଲ୍ ପକ୍ଷରୁ ଇସ୍ପାତ ଆଧାରିତ ଜିରୋ ଏନର୍ଜି ବିଲ୍ଡିଂ ଲୋକାର୍ପିତ

ଭୁବନେଶ୍ୱର: ଟାଟା ଷ୍ଟିଲ୍ ଓ କନଷ୍ଟ୍ରକ୍ଟଷ୍ଟିଲ୍ ପକ୍ଷରୁ ଭୁବନେଶ୍ୱରରେ ଇସ୍ପାତ ଆଧାରିତ ଜିରୋ ଏନର୍ଜି ବିଲ୍ଡିଂ ଲୋକାର୍ପଣ କରାଯାଇଛି । ଅତ୍ୟାଧୁନିକ ଲାଇଟ୍ ଗେଜ୍ ଇସ୍ପାତ ଫ୍ରେମ୍ (ଏଲ୍‌ଜିଏସଏଫ୍‌) ପ୍ରଯୁକ୍ତି ବ୍ୟବହାର କରି ଏହାକୁ ନିର୍ମାଣ କରାଯାଇଛି । କନଷ୍ଟ୍ରକ୍ଟଷ୍ଟିଲ୍ ହେଉଛି…

Malkangiri Tension:ମାଲକାନଗିରିରେ ୫ମ ଥର ପାଇଁ ବଢ଼ିଲା ଇଣ୍ଟରନେଟ୍ କଟକଣା;ଆସନ୍ତାକାଲି ମଧ୍ୟରାତ୍ର…

ମାଲକାନଗିରି: ମାଲକାନଗିରିରେ ଆଉ ୨୪ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା । ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ପ୍ରଶାସନର ନିଷ୍ପତ୍ତି । ଏହାକୁ ମିଶାଇ ମୋଟ୍ ପଞ୍ଚମ ଥର ପାଇଁ ବଢ଼ିଲା ଇଣ୍ଟରନେଟ୍ କଟକଣା । ଆସନ୍ତାକାଲି (ଶନିବାର) ମଧ୍ୟରାତ୍ର ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବୃଦ୍ଧି…

Maoists Surrender: ଭୁଶୁଡୁଛି ମାଓଗଡ; ଆତ୍ମସମର୍ପଣ କଲେ ୬ ମହିଳା ସମେତ ୧୦ ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସ ଆଉ ଏକ ବଡ଼ ସଫଳତା ହାସଲ କରିଛି । ପୁଣି ଆଉ ୧୦ ଜଣ କୁଖ୍ୟାତ ମାଓବାଦୀ ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି । ଏମାନଙ୍କ ମଧ୍ୟରେ ୬ ଜଣ ମହିଳା ମାଓବାଦୀ ରହିଛନ୍ତି । ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କ…

Chief Justice Of India: ଡିସେମ୍ବର ୧୪ରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି

ଭୁବନେଶ୍ୱର: ଆସନ୍ତା ରବିବାର ଅର୍ଥାତ୍ ଡିସେମ୍ବର ୧୪ ତାରିଖରେ ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ସେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହାଇକୋର୍ଟ ବାର୍‌ ଆସୋସିଏସନ ପକ୍ଷରୁ ଆୟୋଜନ…

Wood Seized: ୧୦ ଲକ୍ଷ ଟଙ୍କାର ଖଇର ଓ କେନ୍ଦୁ କାଠ ଜବତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ବନାଞ୍ଚଳ ମହଗାଁ ସିଲଣ୍ଡା ନିକଟ ଜଣଙ୍କ ବଗିଚାରେ ଚଢାଉ ହୋଇଛି । ଚଢାଉ ବେଳେ ୧୦ ଲକ୍ଷ ଟଙ୍କାର ଖଇର ଓ କେନ୍ଦୁ କାଠ ଜବତ ହୋଇଛି । ଜବତ ହୋଇଥିବା କାଠ ଗଣ୍ଡିକୁ ଟ୍ରାକ୍ଟର ଯୋଗେ ବଙ୍ଗୋମୁଣ୍ଡା ରେଞ୍ଜେର କାର୍ଯ୍ୟାଳୟକୁ…

Two Arrest: ଭିଜିଲାନ୍ସର ପରିଚୟ ଦେଇ ବଡ଼ ବଡ଼ ଅଫିସରଙ୍କୁ ଠକୁଥିବା ଦୁଇ ଅଭିଯୁକ୍ତ ଗିରଫ

ରାଉରକେଲା: ଭିଜିଲାନ୍ସ ଅଫିସର କହି ବଡ ବଡ ଅଫିସରଙ୍କୁ ଠକୁଥିବା ଦୁଇ ଜଣ ଠକକୁ ଗିରଫ କରିଛି ରାଉରକେଲା ପୋଲିସ । ଗିରଫ ଦୁଇ ଠକ ହେଲେ ସୁବର୍ଣ୍ଣପୁର ଜିଲ୍ଲା ମେଣ୍ଡାମାଳ ଗାଁର ଗଣେଶ ପ୍ରସାଦ ନନ୍ଦ ଓ ତାଙ୍କ ସମ୍ପର୍କୀୟ ପ୍ରଦୀପ କୁମାର ପଣ୍ଡା । ଜଣେ ଓଏଏସ ଅଫିସରଙ୍କ ଠାରୁ ୪ ଲକ୍ଷ ଟଙ୍କା…

ରାଜଧାନୀରେ ପୁଣି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ନାବାଳିକା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅଭିଯୁକ୍ତ ଘର ମାଲିକଙ୍କୁ ଗିରଫ କରିଛି ପୋଲିସ। ପୀଡିତାଙ୍କୁ ଭେଟିଲେ ମହିଳା କମିଶନ ସଦସ୍ୟା। ପୀଡିତା ଓ ପରିବାର ଲୋକଙ୍କୁ ଭେଟି କଲେ…

ଏକାମ୍ର ଓ୍ଵାକ୍ସରେ ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ଭୁବନେଶ୍ୱର: ଏକାମ୍ର ଓ୍ଵାକ୍ସରେ ଆସନ୍ତା ରବିବାର ଓଡ଼ିଶାର ସମୃଦ୍ଧ ଐତିହ୍ୟକୁ ସାଂସ୍କୃତିକ ଅନୁଭୂତି ପ୍ରଦାନ କରୁଥିବା ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସକାଳ ୧୧ଟା ୩୦ରେ ଓଡିଆ ଭାଷାର ଗୌରବ ଗାଥା ସାହିତ୍ୟ ସହିତ ଆରମ୍ଭ…

Malkangiri Community Clash: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ରିପୋର୍ଟ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ କେନକ ବର୍ଦ୍ଧନ ସିଂହଦେଓ ରିପୋର୍ଟ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା…