Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କର ଏହା ଏକ ଗୁପ୍ତ ନୀତି । ଏଥିପାଇଁ ୪ଘଣ୍ଟା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ । ଏେଇ…

ଗୁଳି ମାରି ଗୋରୁ ବ୍ୟବସାୟୀଙ୍କୁ ହତ୍ୟା, ୨୦ ଲକ୍ଷ ଲୁଟ୍ ଅଭିଯୋଗ

ରାଇରଙ୍ଗପୁର: ଗୁଳି ମାରି ଗୋରୁ ବ୍ୟବସାୟୀଙ୍କୁ ହତ୍ୟା । ଏହାପରେ ୨୦ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ମୟୂରଭଞ୍ଜ ଜିଲ୍ଲା ଗ୍ରାମାଞ୍ଚଳ ଥାନା ହାଟବାଦଡା ଗୋରୁହାଟରେ ଏହି ଘଟଣା ଘଟିଛି । ପଶ୍ଚିମବଙ୍ଗରୁ ଆସିଥିବା ୨ ବେପାରୀଙ୍କୁ ଗୁଳି କରି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ…

କଳିଙ୍ଗା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍: ୬ ମୃତ, ୪୫ ଆହତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭଞ୍ଜନଗର ଦୁର୍ଗାପ୍ରସାଦରେ ଓଲଟିଲା ପଶ୍ଚିମବଙ୍ଗ ଟୁରିଷ୍ଟ ବସ୍ । ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୫ରୁ ଅଧିକ ପର୍ଯ୍ୟଟକ ଆହତ ହୋଇଛନ୍ତି । ମୃତକଙ୍କ ଭିତରେ ୬ ଜଣ ମହିଳା ଓ ୨ ଜଣ ପୁରୁଷ ଥିବା ସୂଚନା…

ରାଫେଲ୍ ଉଡ଼ାଇଲେ ଓଡ଼ିଆ ପାଇଲଟ ଡିକେ ପଟ୍ଟନାୟକ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଇଷ୍ଟର୍ଣ୍ଣ ଏୟାର କମାଣ୍ଡ ମୁଖ୍ୟ ଏୟାର ମାର୍ଶାଲ ଦିଲ୍ଲୀପ କୁମାର ପଟ୍ଟନାୟକ ସୋମବାର ରାଫେଲ ଯୁଦ୍ଧ ବିମାନ ଉଡ଼ାଇଛନ୍ତି। ପ୍ରଥମ ଓଡ଼ିଆ ଭାବେ ସେ ରାଫେଲ୍ ଯୁଦ୍ଧ ବିମାନ ଉଡ଼ାଇଛନ୍ତି। ଭାରତୀୟ ବାୟୁସେନାରୁ ମିଳିଥିବା ସୂଚନା ଅନୁଯାୟୀ ଡିକେ ପଟ୍ଟନାୟକ…

ଓବିସିସିକୁ ହସ୍ତାନ୍ତର ହେବ ଜିପିଆର ସର୍ଭେ ରିପୋର୍ଟ

ପୁରୀ: ମଙ୍ଗଳବାର ରାତି ଅଧିଆ ଜିପିଆର ସର୍ଭେ ଶେଷ ହୋଇଛି । ଶେଷଦିନରେ ଏମାର ମଠର ହୋଇଥିଲା ଯାଂଚ । ଖୁବଶୀଘ୍ର ଓଡ଼ିଶା ବି୍ରଜ୍ ଆଣ୍ଡ କନଷ୍ଟ୍ରକ୍ସନ୍ କର୍ପୋରେସନ୍ ଲିମିଟେଡ଼କୁ ହସ୍ତାନ୍ତର ହେବ ସର୍ଭେ ରିପୋର୍ଟ । ୪ ଦିନରେ ସର୍ଭେ କାମ ସାରିବାକୁ ରହିଥିଲା ନିର୍ଦ୍ଦେଶ। ମଙ୍ଗଳବାର ଏମାର…

ପୁରୀ ଐତିହ୍ୟ କରିଡର ପ୍ରକଳ୍ପ, ଆରଟିଆଇ ଖୋଲିଲା ଆଉ ଏକ ଗୁମର

ବଲାଙ୍ଗୀର: ଶ୍ରୀଜଗନ୍ନାଥ ମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ଏହି ପ୍ରକଳ୍ପକୁ ନେଇ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ବଳରେ ମିଳିଥିବା ସୂଚନା ଅନୁୟାୟୀ, ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ବରେ ଥିବା 100 ମିଟର…

ପ୍ରେମିକଙ୍କ ଆତ୍ମହତ୍ୟାର କିଛି ସମୟ ପରେ ପ୍ରେମିକାଙ୍କ ଆତ୍ମହତ୍ୟା

ବ୍ରହ୍ମପୁର: ଗଂଜାମ ଜିଲା ଜରଡା ଥାନା ଇଲାକାରେ ମଙ୍ଗଳବାର ସକାଳୁ ଏକ ପ୍ରେମୀ ଯୁଗଳ ଭିନ୍ନଭିନ୍ନ ସ୍ଥାନରେ ଆତ୍ମହତ୍ୟା କରିଛନ୍ତି । ପ୍ରଥମେ ପ୍ରେମିକ ଆତ୍ମହତ୍ୟା କରିଥିଲେ। ଏହାର କିଛି ସମୟ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି । ଘଟଣାଟି ଜରଡା ଥାନା ଠାରୁ ମାତ୍ର ଦୁଇ କିଲୋମିଟର ଦୂର…

ମହାନଦୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବାଣ ମାରିଲେ ଧର୍ମେନ୍ଦ୍ର

ଝାରସୁଗୁଡା: ପଞ୍ଚାୟତ, ପୌର ନିର୍ବାଚନରେ ସକ୍ରିୟ ନଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର କରିବା ବେଳେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ମହାନଦୀ କଥା ଉଠାଇ ରାଜ୍ୟ ସରକାର ତଥା ଶାସକ ଦଳକୁ ବାଣ ମାରିଛନ୍ତି । ଯେଉଁ ମହାନଦୀ ପ୍ରସଙ୍ଗକୁ…

ବ୍ରହ୍ମପୁର ଡେପୁଟି ମେୟରଙ୍କ ମାନବିକତା; ରାତିରେ ବୁଲି ନିରାଶ୍ରୟଙ୍କୁ ଦେଉଛନ୍ତି ଆଶ୍ରୟ

ବ୍ରହ୍ମପୁର: ମାନବିକତା ପ୍ରଦର୍ଶନ ପାଇଁ ଏବେ ଚର୍ଚ୍ଚାରେ ରହିଛନ୍ତି ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ଇ.ବିବେକ ରେଡ଼ି । ବିଳମ୍ବିତ ରାତି ପର୍ଯ୍ୟନ୍ତ ସହର ସାରା ବୁଲିବୁଲି ନିରାଶ୍ରୟଙ୍କୁ ଉଦ୍ଧାର କରୁଛନ୍ତି । ସେମାନଙ୍କୁ ଆଶ୍ରୟସ୍ଥଳୀରେ ନେଇ ରଖୁଛନ୍ତି । ସୋମବାର ରାତି ପ୍ରାୟ…

ତଳିଆ କର୍ମଚାରୀ ଧରାପଡୁଛନ୍ତି, ହେଲେ ବଡ ଅଧିକାରୀ ଖସି ଯାଉଛନ୍ତି : କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡା:  ବ୍ରଜରାଜନଗର ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୋରଦାର ପ୍ରଚାର କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ଦିଲ୍ଲୀରୁ ପଠାଉଥିବା ଟଙ୍କାକୁ…