Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏମ୍‍କେସିଜିରେ ଖାଲିଥିବା ପଦବୀ ସପ୍ତାହ ଭିତରେ ହେବ ପୂରଣ

ବ୍ରହ୍ମପୁର: ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସହଯୋଗୀ ପ୍ରାଧ୍ୟାପକ/ସହକାରୀ ପ୍ରାଧ୍ୟାପକମାନେ ପଦୋନ୍ନତି/ନିୟମିତ ବଦଳିକୁ ନେଇ ଜନ ଅସନ୍ତୋଷ ଦେଖିବାକୁ ମିଳିଥିଲା । ବ୍ରହ୍ମପୁରରେ କାର୍ଯ୍ୟରତ ସାମ୍ବାଦିକମାନେ ୪ ଦିନ ପର୍ଯ୍ୟନ୍ତ ଫାଟକ ସମ୍ମୁଖରେ ଧାରଣା…

ପୂର୍ବ ଶତ୍ରୁତାରୁ ପୁରୀରେ ହତ୍ୟାକାଣ୍ଡ

ପୁରୀ: ପୁରୀ ଶ୍ରୀମନ୍ଦିର ଏମାର ମଠ ଚକଡା ନିକଟରେ ବୋହିଲା ରକ୍ତର ନଦୀ । ଆପୋଷ ଶତ୍ରୁତାକୁ କେନ୍ଦ୍ର କରି ରକ୍ତର ହୋଲି ଖେଳିଲେ ଦୁଇ ଗୋଷ୍ଠୀ । ଶିବରାମ ପାତ୍ର ନାମକ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କର।ଯାଇଥିବା ଜଣାପଡିଛି । ମୃତକ ଜଣକ ତଳୁଚିଆ ସାହିର ନାନୁ ପାତ୍ରଙ୍କ ପୁଅ…

ବ୍ୟାଙ୍କରୁ ଗାଏବ ଜମାକାରୀଙ୍କ ଟଙ୍କା, ସ୍କାନରରେ କର୍ମଚାରୀ

ନିଆଳି: ନିଜର ଝାଳବୁହା ଟଙ୍କାକୁ ସୁରକ୍ଷିତ ଭାବେ ରଖିବାର ପ୍ରମୁଖ ସ୍ଥାନ ହେଉଛି ବ୍ୟାଙ୍କ । ଆଉ ଚିଟଫଣ୍ଡ ଘଟଣା ପରେ ବ୍ୟାଙ୍କ ଉପରେ ଲୋକଙ୍କର ଅଧିକ ଭରସା ରହିଛି । କିନ୍ତୁ ଏବେ ଏହି ବ୍ୟାଙ୍କରେ ନିଜର ଜମା ଟଙ୍କା ରଖି ହଟହଟା ହୋଇଛନ୍ତି କଟକ ଜିଲ୍ଲା ନିଆଳି ଅଞ୍ଚଳର କିଛି ଲୋକ। ଏବେ…

ସ୍କୁଲ୍‌ ସ୍ତରରୁ ଅଲମ୍ପିକ୍‌ ପ୍ରସ୍ତୁତି : ଦେଶରେ ଆହୁରି ମଜଭୁତ ହେବ ଅଲମ୍ପିକ ଆନ୍ଦୋଳନ

ଭୁବନେଶ୍ୱର:  ଓଡ଼ିଶାରେ ଇଣ୍ଟରନାସନାଲ୍ ଅଲମ୍ପିକ କମିଟି (ଆଇଓସି) ଦ୍ୱାରା ପ୍ରଥମ ଅଲମ୍ପିକ ଭାଲ୍ୟୁସ ଏଡୁକେସନ ପ୍ରୋଗ୍ରାମ (ଓଭିଇପି)ର ଶୁଭାରମ୍ଭ ହୋଇଛି । ଯାହାକୁ ପ୍ରଶଂସା କରିଛନ୍ତି ନିତା ଅମ୍ବାନି । ଓଭିଇପିରେ ଶିକ୍ଷା ଓ କ୍ରୀଡ଼ାର ସମନ୍ୱୟ ରହିଛି ଯାହା ଅଲମ୍ପିଜିମର ମୂଲ୍ୟବୋଧକୁ…

ରାଜ୍ୟରେ ଘଡ଼ଘଡ଼ି ସହ ୨ ଦିନ ଯାଏଁ ବର୍ଷା : ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଘଡ଼ଘଡ଼ି ସହ ୨ ଦିନ ଯାଏଁ ବର୍ଷା ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ । ୨୫ ଓ ୨୬ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା । ବୁଧବାର ସକାଳ ଯାଏଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୩…

ଓଡ଼ିଶାରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିଜର ୨୬ ରୋଗୀ ଚିହ୍ନଟ

 ଭୁବନେଶ୍ୱର : ରାଜ୍ୟରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିଜର ୨୬ ରୋଗୀ ଚିହ୍ନଟ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର। ମେଡିକାଲକୁ ଆସିଥିବା ୩୬ ରୋଗୀଙ୍କ HFMD ମାମଲାର ନମୁନା RMRCକୁ ପଠାଯାଇଥିଲା। ସେଥିମଧ୍ୟରୁ ୨୬ ଜଣ ପଜିଟିଭ ବାହାରିଛନ୍ତି। …

[ଦେଖନ୍ତୁ ଭିଡିଓ] କ୍ଷତିପୂରଣ ଦାବିରେ ଜମିହରା କ୍ଷତିଗ୍ରସ୍ତଙ୍କ ଧାରଣା

ପାରାଦୀପ :  ପିପିଏଲ ସାର କାରଖାନା ସମ୍ମୁଖରେ ଧାରଣା ଦେଲେ  ଜମିହରା । କ୍ଷତିପୂରଣ ଓ ନିଯୁକ୍ତି ଦାବିରେ ଗେଟ୍ ରେ ତାଲା ପକାଇ ଦେଇଛନ୍ତି । କାରଖାନା ଭିତରକୁ ଯିବା ଆସିବା ସମ୍ପୁର୍ଣ୍ଣ ଠପ୍ ହୋଇଯାଇଛି ।  ଦିର୍ଘ ୪୨ ବର୍ଷ ହେଲା ପିପିଏଲ ସାର କାରଖାନା ପାଇଁ ଜମି ହରାଇଥିବା ଚାଷୀ…

ବଡ଼ ମେଡିକାଲରୁ ଧରାପଡ଼ିଲେ ୫ ଦଲାଲ କର୍ମଚାରୀ

କଟକ: କଟକ ବଡ଼ ଡାକ୍ତରଖାନାରୁ ଧରାପଡ଼ିଲେ ୫ ଦଲାଲ । ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ଘରୋଇ କ୍ଲିନିକକୁ ମୁହାଁଉଥିଲେ ଏମାନେ । ମଙ୍ଗଳବାର କମିଶନରେଟ ପୋଲିସ ରେଡିଓଲୋଜି ବିଭାଗରୁ ୫ ଜଣଙ୍କୁ ଗିରଫ କରିଛି । ତେବେ ଗିରଫ ୫ ଜଣ ହେଉଛନ୍ତି ଏସସିବି ମେଡିକାଲ କଲେଜର ଆଉଟସୋର୍ସିଂ ଷ୍ଟାଫ୍ ।…

[ଦେଖନ୍ତୁ ଭିଡିଓ] ଗାଁ ମନ୍ଦିର ଜମି ଜବରଦଖଲକୁ ବିରୋଧ : ବିବାଦରୁ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି

ଯାଜପୁର : ଗାଁ ମନ୍ଦିର ଜମି ଜବରଦଖଲକୁ ବିରୋଧ ।  ମନ୍ଦିର ଜାଗାକୁ ଜବରଦଖଲ କରି ଘର ତିଆରି କରିବା ଘଟଣାକୁ ନେଇ ଦେଖାଦେଇଛି ବିବାଦ । ଯାଜପୁର  ଛନ୍ଦାମୁଣ୍ଡ ଗାଁ ତାରିଣୀ ଓ ଭାଗବତ ଆଶ୍ରମର ଜାଗାକୁ ଜନୈକ ବ୍ୟକ୍ତି ଜବରଦଖଲ କରି ନିଜ ଘର କାମ କରିଥିବା ଅଭିଯୋଗ ହୋଇଛି । ଏ ନେଇ ଗ୍ରାମବାସୀ…

ଓଡ଼ିଶାର ୩ଟି ରାଜ୍ୟସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର: ଓଡ଼ିଶାରେ ଖାଲି ହେଇଥିବା ୩ଟି ରାଜ୍ୟସଭା ଆସନରେ ନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆଜିଠାରୁ ରାଜ୍ୟସଭା ନିର୍ବାଚନ ନେଇ ଆରମ୍ଭ ହୋଇଛି ନାମାଙ୍କନ ଦାଖଲ ପ୍ରକ୍ରିୟା । ୩୧ ତାରିଖ ନାମାଙ୍କର…