Latest Odisha News

BREAKING NEWS

Browsing Category

ଓଡିଶା

Odisha

କେଉଁଠୁ ଆସିଲା କଟା ଗୋଡ଼ ? ଭୟଭୀତ ଲୋକେ

ଯାଜପୁର  : ଜଙ୍ଗଲରୁ କଟା ଗୋଡ଼ ଉଦ୍ଧାର। କେଉଁଠୁ ଆସିଲା କଟା ଗୋଡ଼ ? ଜଙ୍ଗଲରେ କଟା ଗୋଡ଼ କିଏ ପକାଇଲା, ତାହା ଜଣାପଡ଼ିନି। ତେବେ କଟା ଗୋଡ଼ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ମଙ୍ଗଳପୁର ନିକଟ…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ : ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ନେଇ ହେବ ଆଲୋଚନା

 ପୁରୀ: ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ନୀଳାଦ୍ରି ଭକ୍ତ ନିବାସରେ ଗଜପତି ମହାରାଜଙ୍କ ଅଧ୍ୟକ୍ଷତାରେ ବୈଠକ ହେବ । ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ନେଇ ବୈଠକରେ ଆଲୋଚନା ହେବ । ଏଥର ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ହେବା ନେଇ ଦଇତାପତି ନିଯୋଗ ସହ…

ସଡ଼କ ଦୁର୍ଘଟଣା ଚିନ୍ତା: ସର୍ଭେ ପାଇଁ ଓଡ଼ିଶା ଆସିବ ଜାତୀୟ ବିଶେଷଜ୍ଞ ଟିମ୍

ଭୁବନେଶ୍ୱର: ଦିନକୁ ଦିନ ସଡ଼କ ଦୁର୍ଘଟଣା ସଂଖ୍ୟା ବଢୁଛି । ସଡ଼କ ଦୁର୍ଘଟଣା ନେଇ ରାଜ୍ୟର ଚାରିଟି ପ୍ରମୁଖ ସହରରେ ସର୍ଭେ ହେବ । କଟକ, ଭୁବନେଶ୍ୱର, ବ୍ରହ୍ମପୁର ଓ ରାଉରକେଲା ସହରରେ ସର୍ଭେ କରିବେ ଜାତୀୟ ବିଶେଷଜ୍ଞ ଟିମ୍ । ସେମାନେ ଟ୍ରାଫିକ୍ ନିୟମ ପାଳନ କେତେ କଡ଼ାକଡ଼ି ହେଉଛି ତାର ତଦାରଖ…

ଗଭୀର କୂଅ ଭିତରୁ ଉଦ୍ଧାର ହେଲା ୫ ଫୁଟର ବିଷଧର ନାଗ

ନବରଙ୍ଗପୁର : ଗଭୀର କୂଅ ଭିତରୁ ବିଷଧର ନାଗ ସାପକୁ ଉଦ୍ଧାର କରିଛି ବନ ବିଭାଗ । ପାଣି ଭିତରୁ ୫ ଫୁଟରୁ ଅଧିକ ଲମ୍ବର ସାପକୁ ଉଦ୍ଧାର କରଯାଇଛି । ୧ ଘଣ୍ଟା ପରିଶ୍ରମ କରି ବନ ବିଭାଗର ଟିମ୍ ସାପକୁ କାବୁ କରିଛି । ନବରଙ୍ଗପୁର ଜିଲ୍ଲା ଉମରକୋର୍ଟ ନିକଟସ୍ଥ ଅଧିକରୀଗୁଡାରେ ଏଭଳି ଘଟଣା ଘଟିଛି ।…

ତିନି ଦିନ ତାତିରୁ ନିସ୍ତାର ନାହିଁ

ଭୁବନେଶ୍ୱର: ରାଜ୍ୟକୁ ଫେରିଛି ତାତି । ଗ୍ରୀଷ୍ମ ଲହରି ଜାରି ରହିଛି । ଆଗାମୀ ତିନି ଦିନ ଆହୁରି ତାତିବ ଓଡ଼ିଶା । ରାଜ୍ୟରେ ବଢ଼ିବ ପାରଦ । ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ୩-୪ ଡିଗ୍ରୀ ସେଲସିୟସ୍ ଯାଏ ବଢ଼ିବା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ…

ଆଜିଠୁ ମାଟ୍ରିକ ଖାତାଦେଖା, ୫୮ଟି ମୂଲ୍ୟାୟନ କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ଖାତାଦେଖା । ରାଜ୍ୟର ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାଯିବ । ମୂଲ୍ୟାୟନରେ ୧୨ ହଜାରରୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଛନ୍ତି । ଆସନ୍ତା ୩୧ ତାରିଖ ଯାଏ ଚାଲିବ ମାଟ୍ରିକ ଖାତାଦେଖା । ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ…

ଅନୁଭବ କାହିଁକି ପ୍ରଚାର ତାଲିକାରୁ ବାଦ୍ ପଡ଼ିଲେ ଜବାବ ରଖିଲେ ଦେବାଶିଷ

କଟକ: ସୋଶିଆଲ ମିଡ଼ିଆ ପ୍ଲାଟଫର୍ମ ୟୁଟ୍ୟୁବରେ ପ୍ରାୟ ଅଧ ଘଣ୍ଟାଏର ଏକ ଭିଡିଓ ଜାରି କରି ନିଜ ଭିତରେ ଥିବା ଅନେକ ଦୁଃଖକୁ ସର୍ବସାଧାରଣକୁ ଆଣିଛନ୍ତି କେନ୍ଦ୍ରାପଡା ସାଂସଦ ତଥା ଓଲିଉଡ କଳାକାର ଅନୁଭବ ମହାନ୍ତି। ସେ ତାଙ୍କ ଭିଡିଓରେ ନିଜର ରାଜନୈତିକ କ୍ୟାରିଅରକୁ ନେଇ ଆଶଙ୍କା ପ୍ରକାଶ…

କାକଟପୁର ତହସିଲଦାରଙ୍କୁ ୫୦ଟି ଗଛ ଲଗାଇବାକୁ ଦଣ୍ଡ ଦେଲେ ଓଡ଼ିଶା ହାଇକୋର୍ଟ

କଟକ: ଜମି ଜବରଦଖଲକାରୀଙ୍କ ପକ୍ଷ ନଶୁଣି ଜୋରିମାନା ଲଗାଇବା ମହଙ୍ଗା ପଡିଛି । ଏଥିପାଇଁ ଓଡ଼ିଶା ହାଇକୋର୍ଟ କଟକ ଜିଲ୍ଲାର କାକଟପୁର ତହସିଲଦାରଙ୍କୁ ଗଛ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଏକ ପ୍ରକାର ଦଣ୍ଡ ବୋଲି ହାଇକୋର୍ଟ କହିଛନ୍ତି। ପକ୍ଷ ନରଖି ଶୁଣାଣି କରିଥିଲେ …

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ରଦ୍ଦ କଲେ ହାଇକୋର୍ଟ, ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ରଦ୍ଦ ହୋଇଛି । ଓଡିଶା ହାଇକୋର୍ଟ ଏହି ଜାମିନକୁ ରଦ୍ଦ କରିଛନ୍ତି । ଗତ ୯ ତାରିଖରେ ନିୟମିତ ଜାମିନ ପାଇଁ କୋର୍ଟ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ । ଏହାପରେ ଶୁକ୍ରବାର ଏହାର ରାୟ ପ୍ରକାଶ କରିଛନ୍ତି । ଆସନ୍ତା ୨୩…

ବିଦେଶୀ ଆପକୁ ବର୍ଜନ ପାଇଁ ଆହ୍ୱାନ ବେଳେ ଦେଶୀ ଆପରେ ଠକାମିର ଜାଲ, ବାନ୍ଧିଲା ପୋଲିସ

ଭୁବନେଶ୍ୱର: ଠକାମି ପାଇଁ ବିଦେଶୀ ଆପର ଅପପ୍ରଚାର । ଦେଶୀ ଆପରେ ଠକେଇ ପାଇଁ ଚାଲ୍। ଏମିତି ଢଙ୍ଗରେ ଡିଜିଟାଲ ବିପ୍ଳବ ଆଳରେ ଦେଶୀ ଆପର ପ୍ରମୋସନ କରି ଠକେଇ ପାଇଁ ଜାଲ ବିଛାଇଥିଲେ । ଆଉ ନିରୀହ ଲୋକଙ୍କୁ ପୁଞ୍ଜି ନିବେଶର ସ୍କିମ ଦେଖାଇ ଠକୁଥିଲା ଠକ। ଏମିତି ଏକ ଠକକୁ ଉତରପ୍ରଦେଶର…