Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଖଣ୍ଡଳମଣି ବାବାଙ୍କ ବିବାହ ପାଇଁ ଉଠିଲା ଲଗ୍ନ ଥାଳ

ଭଦ୍ରକ : ୨ବର୍ଷ ପରେ ଭକ୍ତଙ୍କ ଗହଣରେ ଉଠିଲା ଆଖଣ୍ଡଳମଣିଙ୍କ ଶିବବିବାହ ପାଇଁ ଲଗ୍ନ ଥାଳ। ଚଳିତ ବର୍ଷ ବାବା ଆଖଣ୍ଡଳମଣିଙ୍କ ଶିବବିବାହ ଉତ୍ସବ ଆସନ୍ତା ଜୁନ ୪ତାରିଖରେ ମହା ଆଡମ୍ବର ସହ ପରିପାଳିତ ହେବ । ଏଥିପାଇଁ ପବିତ୍ର ଚନ୍ଦନପୂର୍ଣ୍ଣିମା ଅବସରରେ ପରମ୍ପରା ଅନୁଯାୟୀ ଲଗ୍ନ ଚିଟାଉ ଥାଳ ଉଠା…

ଚିଦାମ୍ବରମଙ୍କ ଘରେ ସିବିଆଇ ଚଢଉ : ଓଡିଶା ସମେତ ୯ଟି ସ୍ଥାନରେ ରେଡ୍

ଦିଲ୍ଲୀ: କଂଗ୍ରେସୀ ବରିଷ୍ଠ ନେତା ପି.ଚିଦାମ୍ବରମ ଓ ତାଙ୍କ ପୁଅ କାର୍ତ୍ତିଙ୍କ ଘରେ ହୋଇଛି ସିବିଆଇ ରେଡ୍ । ପୁଅ ପାଇଁ ବଢିଲା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମଙ୍କ ସମସ୍ୟା । ପୂର୍ବରୁ ଚାଲିଥିବା ବେଆଇନ୍ ଅର୍ଥ କାରବାରରେ ଆଜି ସକାଳୁ ହଠାତ ତାଙ୍କ ପଅ କିର୍ତ୍ତୀ ଚିଦାମ୍ବରଙ୍କ ଏକାଧିକ…

ଖଡ଼ି ମାଟି ବିବାଦ , ପୁଣି ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କୋରାପୁଟ  : ଖଡ଼ି ମାଟି ବିବାଦ । ପୋଲିସ-ଗ୍ରାମବାସୀ ମୁହାଁମୁହିଁ । ଜେସିବି ଓ ଟ୍ରକ ଉଦ୍ଧାର ପାଇଁ ପୋଲିସ ଯାଇଥିବା ବେଳେ ଉତ୍ତେଜନା । ପୁଣି ଥରେ କୋରାପୁଟ ଜିଲ୍ଲାର ଖଡିମାଟି ଖନନ ଅଞ୍ଚଳରେ ଦେଖା ଦେଇଛି ଉତେଜନା । ମୁହାଁମୁହିଁ ହୋଇଛନ୍ତି ପୋଲିସ-ଗ୍ରାମବାସୀ । ଲମତାପୁଟ ପରଜାଖୁଡୁବି…

କେରଳରେ ପ୍ରାକ ମୌସୁମୀ ବର୍ଷା, ଓଡ଼ିଶାରେ ବି ପ୍ରଭାବ ପଡ଼ିବ ସୂଚନା

ନୂଆଦିଲ୍ଲୀ: ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳରେ ସ୍ୱାଭାବିକ ସମୟ ଜୁନ ୧ର ଚାରି ଦିନ ପୂର୍ବରୁ ଅର୍ଥାତ ମେ ୨୭ରେ କେରଳ ଛୁଇଁବ ବୋଲି ଆକଳନ କରାଯାଇଛି। ସେପଟେ ଏହାର ପ୍ରଭାବରେ କେରଳରେ ପ୍ରାକ୍‌ ମୌସୁମୀ ବର୍ଷା ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।…

ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ୱର: କଂଗ୍ରେସ ମହାସଚିବ ତଥା ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଝିଅ ପ୍ରିୟଙ୍କା ଗାନ୍ଧୀ ଭାଡ୍ରା ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ । ରାଜସ୍ଥାନ ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିରରୁ ଫେରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି । ବିମାନବନ୍ଦରରେ ଗଣମାଧ୍ୟମ…

[ଦେଖନ୍ତୁ ଭିଡିଓ] ମା’କୁ ପିଟି ପିଟି ହତ୍ୟା କଲା ପିଶାଚ ପୁଅ

ଅନୁଗୁଳ: ଟଙ୍କା ଆଗରେ ତୁଚ୍ଛ ହୋଇଛି ସମ୍ପର୍କ । ମା'କୁ ପିଟି ପିଟି ହତ୍ୟା କରିଛି ପିଶାଚ ପୁଅ । ଏଭଳି ଅଭାବନୀୟ ଘଟଣା ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ବାଗଡିଆ ଦେହୁରୀସାହିରେ ଦେଖିବାକୁ ମିଳିଛି । ମୃତକ ଜଣଙ୍କ ହେଲେ ଅବସରପ୍ରାପ୍ତ ଏଏନଏମ ବୀଣା ପାଣି ଦାଶ ବୋଲି ଜଣା ପଡିଛି । ବାଗଡିଆ…

ଖୋଲିବ ବରମୁଣ୍ଡା ଫାୟାର ପାର୍କ, ଲୋକେ ହେବେ ସଚେତନ

ଭୁବନେଶ୍ୱର: ବରମୁଣ୍ଡା ସ୍ଥିତ ‘ଫାୟାର ପାର୍କ’ ତଥା ଓଫଡ୍ରା (ଓଡ଼ିଶା ଫାୟାର ଆଣ୍ଡ୍ ଡିଜାଷ୍ଟର ରେସ୍ପନ୍ସ ଏକାଡେମୀ) ଆସନ୍ତା ଶନିବାର ମେ ୨୧ ଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ । ଏନେଇ ଅଗ୍ନିଶମ ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ କରି ଯୋଗ ଦେଇଥିବା ମହାନିର୍ଦ୍ଦେଶକ ସନ୍ତୋଷ…

[ଦେଖନ୍ତୁ ଭିଡିଓ] ପୁଣି ଶ୍ରୀମନ୍ଦିର ସୁରକ୍ଷା ନେଇ ପ୍ରଶ୍ନ ? ନାଟମଣ୍ଡପ ଉପରେ ଚଢୁଥିବା ବେଳେ ବଙ୍ଗୀୟ ଯୁବକ ଅଟକ

 ପୁରୀ:  ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ନାଟମଣ୍ଡପ ଉପରେ ଜଣେ ବଙ୍ଗୀୟ ଯୁବକ ଚଢୁଥିବା ବେଳେ ଜଣେ ବଙ୍ଗୀୟ ଯୁବକୁ ଅଟକ ରଖିଛି ପୋଲିସ। ଅଟକ ଯୁବକ ଜଣକ ହେଉଛି ପଶ୍ଚିମବଙ୍ଗ  ହଳଦୀଆପଡ଼ା  ଅଞ୍ଚଳର ରାକେଶ ହାଜରା । ଆଜି ମଧ୍ୟାହ୍ନ ସମୟରେ ରାକେଶ ଘଣ୍ଟି ଦ୍ବାର…

[ଦେଖନ୍ତୁ ଭିଡିଓ] ଏମାର ମଠ ପରିସରରୁ ବାହାରିଲା ପୁରାତନ ସିଂହ ମୂର୍ତ୍ତି

ପୁରୀ : ପୁରୀ ଏମାର ମଠ ପରିସରରେ ମାଟି ଖନନ ବେଳେ ବାହାରିଲା କାରୁକାର୍ଯ୍ୟପୂର୍ଣ୍ଣ ସିଂହ ମୂର୍ତ୍ତି  ।  ଦୁଇ ଖଣ୍ଡ ଅବସ୍ଥାରେ ଅତ୍ୟନ୍ତ କାରୁକାର୍ଯ୍ୟ ପୂର୍ଣ୍ଣ ସିଂହର ଅବୟବ ମିଳିଛି । ହେଲେ ଏହା ଗୋଟିଏ ସିଂହମୂର୍ତ୍ତିର ଅବୟବ କିମ୍ବା ଦୁଇଟି ସିଂହମୂର୍ତ୍ତିର ଅବୟବ ତାହା ଅସ୍ପଷ୍ଟ ରହିଛି ।…

[ଦେଖନ୍ତୁ ଭିଡିଓ] ଟୋଲକପଡା ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଗିରଫ

ଭୁବନେଶ୍ୱର : ବାଲିଅନ୍ତା ପୋଲିସକୁ ମିଳିଛି ସଫଳତା । ଦୀର୍ଘ ଦିନ ହେବ ବେଆଇନ ଭାବରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢ଼ାଉ କରି ଗ୍ରାହକଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ରାଜଧାନୀ ଉପକଣ୍ଠ ତଥା ବାଲିଅନ୍ତା ଥାନା ଟୋଲକପଡା ନିକଟରେ ଦୀର୍ଘ ଦିନ ଧରି ବେଆଇନ ଭାବରେ ଚାଲିଥିଲା ଜୁଆଆଡ୍ଡା ।…