Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ଯୁବକଙ୍କ ଜୀବନ ବଞ୍ଚାଇଲେ ଅଗ୍ନିଶମ ବାହିନୀ: ୨୫ ଫୁଟ୍ ଗଭୀର କୁଅରୁ ସୁରକ୍ଷିତ ଉଦ୍ଧାର

ଢେଙ୍କାନାଳ : ଯୁବକଙ୍କ ଜୀବନ ବଞ୍ଚାଇଲେ ଅଗ୍ନିଶମ ବାହିନୀ। ସୁରକ୍ଷିତ ଭାବରେଏକ ଗଭୀର କୂଅରୁ ଯୁବକ ଜଣଙ୍କୁ ଉଦ୍ଧାର କରାଯାଇଛି। ଏହି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲାରେ। ଟାଉନ ଭିତରେ ଥିବା ରଗଡିସାହିର ହେଉଛନ୍ତି ଏହି ଯୁବକ ଜଣକ। ଯୁବକ ଜଣକ କୂଅ ନିକଟରେ ଗ।ଧୋଉଥିବା ସମୟରେ…

[ଦେଖନ୍ତୁ ଭିଡିଓ] ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଆକ୍ରମଣ ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଗଣମାଧ୍ୟମ ପ୍ରତିନିଧିଙ୍କ…

ନୂଆପଡ଼ା: ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଆକ୍ରମଣ ଘଟଣା ବଢିଚାଲିଛି। ଯାହାକୁ ନେଇ ବହୁବାର ପ୍ରତିରୋଧ କରାଯାଉଥିଲେ ବି ଏହାର କୌଣସି ହାଲ ବାହାରିପାରିନି। ଏବେ ପୁଣି ନିକଟରେ ଜଣେ ନୂଆପଡ଼ାର ଗଣମାଧ୍ୟମ ପ୍ରତିନିଧି ରବିକାନ୍ତ ଠେଲାଙ୍କୁ ଆକ୍ରମଣ  କରାଯାଇଥିଲା। ।  ଘଟଣାର ଖୁବଶିଘ୍ର…

ସମ୍ବଲପୁରର ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା ଗିରଫ

ସମ୍ବଲପୁର: ସମ୍ବଲପୁରର ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା ଗିରଫ । ଗତକାଲି ଭିଜିଲାନ୍ସ ଜାଲରେ ପଡ଼ିଥିବା ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା ଧରାପଡ଼ିଥିଲେ ।  । ଜଣେ ସରକାରୀ ଅଧିକାରୀଙ୍କ ମାମଲା ରଫାଦଫା କରିଦେବା ପାଇଁ ବରଗଡ଼ର ମୁକେଶ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଜରିଆରେ ଭିଜିଲାନ୍ସ…

ବୁଦ୍ଧପୂର୍ଣ୍ଣିମା ଓ ସାବିତ୍ରୀ ଅମାବାସ୍ୟା ପାଇଁ ୧୬ ଏବଂ ୩୦ ତାରିଖରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ଆସନ୍ତା ବୁଦ୍ଧ ପୂର୍ଣ୍ଣିମା ଓ ସାବିତ୍ରୀ ଅମାବାସ୍ୟାକୁ ଦୃଷ୍ଟିରେ ରଖି ୧୬ ଏବଂ ୩୦ ତାରିଖ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତବର୍ଷ ୭୦ ପ୍ରତିଶତ ଛାତ୍ରଛାତ୍ରୀ ସ୍କୁଲ ଆସିଥିବା ବେଳେ ୩୦ ପ୍ରତିଶତ ପିଲା ସ୍କୁଲ ଆସିନାହାନ୍ତି । ୧୦୦…

ପୁରୀରୁ ୩କୋଟି ଟଙ୍କାର ବ୍ରାଉନସୁଗାର ଜବତ : ମାଷ୍ଟରମାଇଣ୍ଡ ସମେତ ୩ଜଣ ଗିରଫ

ପୁରୀ : ପୁରୀ ମଙ୍ଗଳାଘାଟ ଅଞ୍ଚଳରୁ ୩ କିଲୋର ବ୍ରାଉନ ସୁଗାର ଜବତ ଘଟଣା । ଏହି ଘଟଣାରେ ସମ୍ପୃକ୍ତ ୩ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ହୋଇଥିବା ୩ଜଣ କଣାସ ଅଞ୍ଚଳର ହୋଇଥିବା ବେଳେ ଏମାନେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିଲେ । ୩ଜଣଙ୍କ ଭିତରୁ ନଣ୍ଡା ଓରଫ ସୁଶାନ୍ତ ଏହି ଘଟଣାର…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା INTACH । ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ…

ରାୟଗଡା ଅବକାରୀ ଅଧୀକ୍ଷକ ନିନା ବେଉରା ଗିରଫ :୬ ଲକ୍ଷ ନେଇ ଆସୁଥିବା ବେଳେ ଧରିଲା ଭିଜିଲାନ୍ସ

ରାୟଗଡା  : ରାୟଗଡା ଅବକାରୀ ଅଧୀକ୍ଷକ ନିନା ବେଉରା ଗିରଫ । ରାୟଗଡାରୁ ଭୁବନଶ୍ୱେରକୁ ଆସିବା ସମୟରେ ଗିରଫ ହୋଇଛନ୍ତି । ଅବକାରୀ ଅଧୀକ୍ଷକ ନିନାଙ୍କ ଠାରୁ ୬ଲକ୍ଷ ଟଙ୍କା ଜବତ କରାଯାଇଛି । ଟଙ୍କା ସମ୍ପର୍କରେ ପଚାରିବାରୁ ନିନା ସନ୍ତୋଷଜନକ ଉତ୍ତର ହେଇପାରି ନଥିଲେ । ନିନା ଏବଂ ସମ୍ପର୍କୀୟଙ୍କ…

ଡ୍ରାଗନ ଫଳ କୁ ପ୍ରଧାନ୍ଯ, ବଢିବ ଉତ୍ପାଦନ

ଭୁବନେଶ୍ୱର : ଡ୍ରାଗନ ଫଳକୁ ରାଜ୍ଯ ସରକାର ପ୍ରଧାନ୍ଯ ଦେଉଛନ୍ତି। ସର୍ବାଧିକ ପ୍ରୋତ୍ସାହନ ସହ ଉତ୍ପାଦନ ବୃଦ୍ଧି ହେଉଛି ପ୍ରାଥମିକ ଲକ୍ଷ୍ଯ। ଫଳ ଚାଷକୁ ପ୍ରୋତ୍ସାହିତ କରିବାପାଇଁ ରାଜ୍ୟ ସରକାର ଯେଉଁ ସହାୟତା ପ୍ରଦାନ କରୁଛନ୍ତି ସେଥିରେ ସବୁଠାରୁ ଆଗରେ ରହିଛି ଡ୍ରାଗନ ଫଳ । ଏହି ଫଳ ଚାଷ ପାଇଁ…

ସୁନ୍ଦରଗଡ଼ରେ ମୁଖ୍ଯ ଶାସନ ସଚିବ, ସମୀକ୍ଷା କଲେ ନିର୍ମାଣଧୀନ ପ୍ରକଳ୍ପ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ଅନୁଧ୍ୟାନ କରିଛନ୍ତି। ପ୍ରଥମେ ସେ ସୁନ୍ଦରଗଡ଼ ସଦର ବ୍ଲକ୍ ଅନ୍ତର୍ଗତ…

ଚେତା ପଶିଲା ଗଣଶିକ୍ଷା ବିଭାଗର, ପିଲା କାହିଁକି ପାଠ ପଢା ଛାଡୁଛନ୍ତି ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଚେତା ପଶିଲା ଗଣଶିକ୍ଷା ବିଭାଗର । ଚାଳିଶ ହଜାରରୁ ଅଧିକ ପିଲା ଫର୍ମ ପୂରଣ କରି ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିବା ପରେ ଏବେ ନିଦ ଭାଙ୍ଗିଛି ଗଣଶିକ୍ଷା ବିଭାଗର । ଏବେ କେଉଁ କାରଣ ପାଇଁ ପିଲା ପାଠ ପଢା ଛାଡୁଛନ୍ତି ତାଙ୍କୁ କେମିତି ବୁଝାଇ ସୁଝାଇ ସ୍କୁଲ ପିଣ୍ଡାକୁ…