Latest Odisha News

BREAKING NEWS

Browsing Category

ଓଡିଶା

Odisha

ରଥଯାତ୍ରା ପ୍ରସ୍ତୁତି, ଆଇନ ଶୃଙ୍ଖଳା ନିୟନ୍ତ୍ରଣ ପାଇଁ ଲାଗିବ ୨୩୬ ସିସିଟିଭି କ୍ୟାମେରା

ପୁରୀ: ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ଉଭୟ ଏଏସଆଇ ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଓ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ବୈଠକ କରିଛନ୍ତି। ଏଏସଆଇ ସୁପରିଟେଣ୍ଡେଣ୍ଟ ଯାତ୍ରୀ ପରିକ୍ରମା ମାର୍ଗ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସେପଟେ ଆସନ୍ତା ୨୦ ତାରିଖରେ…

ମନ୍ତ୍ରୀ ଟୁକୁନି ସାହୁଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ

ଟିଟିଲାଗଡ: ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ । ଟିିଟିଲାଗଡର ଅଧ୍ୟକ୍ଷ ତଥା ବିଜେପି ନେତ୍ରୀ ମମତା ଦେବୀ ଜୈନ ଆଣିଛନ୍ତି ଏପରି ଅଭିଯୋଗ । ଶୁକ୍ରବାର ଟିଟିଲାଗଡ଼ ପୌର ପରିଷଦ ବୈଠକ ବସିଥିଲା । ଏଥିରେ ଟିଟିଲାଗଡର ଅଧ୍ୟକ୍ଷା ମମତା ଦେବୀ ଜୈନ…

ବଡ଼ଗଡ଼ ବ୍ରିଟ୍ ରେ ଫଳକ ଭଙ୍ଗା ରାଜନୀତି

ଭୁବନେଶ୍ୱର: ବଡ଼ଗଡ଼ ବ୍ରିଟ୍ ୱାର୍ଡ଼ ନଂ-୫୭ ଅଞ୍ଚଳରେ ପୂର୍ବତନ କର୍ପୋରେଟର ବନ୍ଦନା ସାହୁଙ୍କ ସମୟରେ ହୋଇଥିବା ସ୍ୱେରେଜ ଲାଇନ କାମ ଓ ରାସ୍ତା ନବୀକରଣ ର କାର୍ଯ୍ୟଫଳକ ଭଙ୍ଗା କୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି । ବିସିଜେଡି ମଧ୍ୟମ ଉପସଭାପତି ଶୁଭମ ସାହୁ ଏନେଇ ଫେସବୁକ୍ ରେ ଘଟଣା ସଂପର୍କରେ…

ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିରରେ ଲାଗିବ ୨୩୬ ସିସିଟିଭ କ୍ୟାମେରା

ପୁରୀ : ରଥଯାତ୍ରା ପାଇଁ ଜୋରସୋରରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିରରେ ଲାଗିବ ଆଉ୨୩୬ ସିସିଟିଭି କ୍ୟାମେରା । କେଉଁଠି କେଉଁଠି ସିସିଟିଭି ଲାଗିବ ସେ ନେଇ ସ୍ଥାନ ଚିହ୍ନଟ ହୋଇଛି । ଆଜି ଏନେଇ ସୂଚନା…

ନିଶା ଦେଇ ଦୁଷ୍କର୍ମ କଲେ ପବ୍ ସାଙ୍ଗ

ଭୁବନେଶ୍ୱର: ନିଶା ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ବ୍ୟବସାୟୀଙ୍କୁ ଗିରଫ କରିଛି କମିଶନରେଟ ପୋଲିସ୍ । ପାହାଳ ଥାନା ପୋଲିସ୍ ଲୁହା ବ୍ୟବସାୟୀ କିଶନ ଅଗ୍ରୱାଲଙ୍କୁ ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ଗିରଫ କରିଛି । ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଅନୁସାରେ, ପାହାଳ ଥାନାରେ ଗତ ୬…

ନିଷିଦ୍ଧ କଫ୍ ସିରଫ ଚାଲାଣ: ଜଣେ ଗିରଫ, ୧୨୮୦ ବୋତଲ ଜବତ

ଭୁବନେଶ୍ୱର: ଶୁକ୍ରବାର ସକାଳୁ କମିଶନରେଟ ପୋଲିସ ର ସ୍ପେଶାଲ ଟାସ୍କ ଫୋର୍ସ(ଏସଟିଏଫ) ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟରେ ଜଣେ ବ୍ୟକ୍ତିଙ୍କ ନିକଟରୁ ୧୨୮୦ ବୋତଲ ନିଷିଦ୍ଧ କଫ୍ ସିରଫ ଜବତ କରିଛି । ଏହି ବୋତଲ ସବୁକୁ ଚାଲାଣ କରିବାକୁ ଥିବା ଜଣେ ବ୍ୟକ୍ତିକୁ ଗିରଫ କରିଛି ଏସଟିଏଫ୍ । ଜବତ ୧୨୮୦…

ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନସ୍ପେକ୍ଟର

ଭୁବନେଶ୍ୱର: ଘର ଢ଼ିଙ୍କି କୁମ୍ଭୀର । ଭିଜିଲାନ୍ସ- ଦୁର୍ନୀତି ନିବାରଣ । ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭିଜିଲାନ୍ସ ଇନସ୍ପେକ୍ଟର । ଶୁକ୍ରବାର ସମ୍ବଲପୁର ଡିଭିଜନ ଇନସ୍ପେକ୍ଟର ମାନସୀ ଜେନା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି । ମୁକେଶ ସାହୁ ନାମକ (ସାଧାରଣ ବ୍ୟକ୍ତି)…

ଜୁନ ୧୩ରେ ରାଜ୍ୟସଭା ଉପନିର୍ବାଚନ, ଓଡ଼ିଶାରୁ ଖାଲି ହେଲା ୪ ଆସନ

ଦିଲ୍ଲୀ: ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି । ଜୁନ ୧୩ରେ ହେବ ଉପନିର୍ବାଚନ । ୨୬ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ୨ ତାରିଖ ସୁଦ୍ଧା ନାମାଙ୍କନ ଦାଖଲର ଶେଷଦିନ ଧାର୍ୟ୍ୟ ହୋଇଛି । ଜୁନ୍ ୩ରେ ପ୍ରାର୍ଥୀପତ୍ର ଯାଞ୍ଚ ସହ ଜୁନ୍ ୬ରେ ହେବ ପ୍ରାର୍ଥୀପତ୍ର ପ୍ରତ୍ୟାହାର ।…

[ଦେଖନ୍ତୁ ଭିଡିଓ] ଝିଅ ବାହାଘରରେ ମାଆ ପଡିଲେ ବଳି: ଗାଁରେ ଶୋକାକୁଳ ପରିବେଶ

ବରଗଡ଼ :  ନାଚିବାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ବାହାଘର ଶୋଭାଯାତ୍ରାରେ ନାଚିବାକୁ ବାରଣ କରିବାରୁ କନ୍ୟା ମା'ଙ୍କୁ ହତ୍ୟା  । ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ସାଲେପାଲି ଗାଁରେ ଘଟିଛି ଏହି ନୃଶଂସ ହତ୍ୟାକାଣ୍ଡ । ମୃତକ ହେଲେ କନ୍ୟାଙ୍କ ମାଆ କିଶୋରୀ ରାଜହଂସ । ମେଳଛାମୁଣ୍ଡା ଥାନା…