Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ସେଞ୍ଚୁରି ମାରିଲା ଟମାଟୋ କିଲୋ : ରାଜଧାନୀରେ ୧୦୦ ଛୁଇଁଲା ଟମାଟୋ ଦର

ଭୁବନେଶ୍ୱର : ସେଞ୍ଚୁରି ମାରିଲା ଟମାଟୋ କିଲୋ । ଏବେ ଟମାଟୋ କିଲୋ ୧୦୦ ଟଙ୍କା ପାର୍ କରିଛି । ବଜାରରେ କିଏ ୧୦୦ ଟଙ୍କାରେ ବିକୁଛି ତ ଆଉ କିଏ ୧୨୦ରେ ବିକୁଥିବାର ଦେଖିବାକୁ ମିଳିଛି । ଫଳରେ ପରିବା ମାର୍କେଟକୁ ଗଲେ ଟମାଟୋରୁ ମୁହଁ ଫେରାଇ ନେଉଛନ୍ତି ଗ୍ରାହକ । ଯାହାର କିଲେ ଦରକାର, ସେ ଅଢେଇଶ…

[ଦେଖନ୍ତୁ ଭିଡିଓ] ରାୟପୁର ହେଲିକପ୍ଟର ଦୁର୍ଘଟଣା: ଓଡ଼ିଆ ପାଇଲଟଙ୍କ ମୃତ୍ୟୁ

ସମ୍ବଲପୁର: ରାୟପୁର ହେଲିକପ୍ଟର ଦୁର୍ଘଟଣାରେ ଯେଉଁ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଘଟିଥିଲା, ସେମାନଙ୍କ ଭିତରୁ ଜଣେ ଓଡ଼ିଆ ବୋଲି ଜଣାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ ପାଇଲଟ ସମ୍ବଲପୁରର ବୋଲି ଜଣାପଡ଼ିଛି। ମୃତ ପାଇଲଟ ସମ୍ବଲପୁର ଜିଲ୍ଲା ବାହାମ ଗାଁର ଗୋପାଳକୃଷ୍ଣ ପଣ୍ଡା । କ୍ୟାପଟେନ…

ରାଜଧାନୀରେ ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ : ଏକ ଘରୋଇ ହସ୍ପିଟାଲର ଚାମ୍ବରରୁ ମିଳିଲା ଡାକ୍ତରଙ୍କ ମୃତଦେହ

ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଜଣେ ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତ ଡାକ୍ତର ଜଣକ ହେଲେ ଶିଶିର କୁମାର ସାହୁ । ଦୀର୍ଘ ସମୟ ଧରି ତାଙ୍କ ଚାମ୍ବରର କବାଟ ବନ୍ଦ ରହିଥିବାରୁ ସନ୍ଦେହ ଉପୁଜିଥିଲା । ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଆଇସିୟୁକୁ ସ୍ଥାନାନ୍ତର…

ନିଆଁରେ ପୋଡି ହୋଇ ୩ ଜୀବନ୍ତ ଦଗ୍ଧ : ଜଳିଗଲେ ମାଆ ସହ ୨ ଶିଶୁ

ମୟୁରଭଞ୍ଜ  : ନିଆଁରେ ପୋଡିହୋଇ ୩ ଜୀବନ୍ତ ଦଗ୍ଧ । ନିଆଁ ଲାଗି ଜଳିଗଲେ ମାଆ ସହ ୨ ଶିଶୁ । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଉଞ୍ଚଗା ଗ୍ରାମରେ । ବାପାକୁ ଅଟକ ରଖି ଝାରପୋଖରିଆ ପୋଲିସର ତଦନ୍ତ ଜାରି ରହିଛି । ରାତିରେ ଖାଇ ଶୋଇଥିବା ବେଳେ ନିଆଁରେ…

ରାଜ୍ୟସଭା ନିର୍ବାଚନ: ଜଣଙ୍କୁ ଛାଡି ବାକି ଦୁଇ ଆସନରେ ନୂଆ ପ୍ରାର୍ଥୀ ଦେବେ ନବୀନ !

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ, ସସ୍ମିତ ପାତ୍ର ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ଜୁଲାଇ ୧ରେ ଶେଷ ହେବାକୁ ଯାଉଛି। ଏହା ପୂର୍ବରୁ ଖାଲି ହେବାକୁ ଥିବା ତିନି ରାଜ୍ୟସଭା ଆସନ ପାଇଁ ଜୁନ ୧୦ରେ ଭୋଟ୍ ପଡ଼ିବ ବୋଲି ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏହାପରେ…

ଆଉ ଘୁଞ୍ଚିବନି ନିଟ୍ ପରୀକ୍ଷା, ଚଳିତ ମାସରେ ହେବ

ଭୁବନେଶ୍ୱର: ଚଳିତ ବର୍ଷର ନିଟ୍ ପିଜି ପରୀକ୍ଷା ପାଇଁ କିଛି ଦାବି ଉଠୁଛି । ହେଲେ ଦାବି ସଂଖ୍ୟା କମ୍ ରହିଛି । କେନ୍ଦ୍ର ସରକାରଙ୍କ ନିକଟରେ ମାତ୍ର ସାତଟି ରାଜ୍ୟ ପରୀକ୍ଷା ଘୁଞ୍ଚାଇବା ପାଇଁ ଦାବି କରିଛନ୍ତି । ଯାହା ଘୁଞ୍ଚାଇବାକୁ ବିଶେଷ ସକ୍ଷମ ବଳ ନୁହେଁ । ଏବେ ଧାର୍ଯ୍ୟ ହୋଇଥିବା…

ଡିଜିଟାଲ୍ ହେବ ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ୱର: ଡିଜିଟାଲ୍ ହୋଇଯିବ ରାଜ୍ୟ କ୍ୟାବିନେଟ୍ । ଏହା ‘ଇ-କ୍ୟାବିନେଟ୍’ ହେବା ସହ ସମସ୍ତ ବୈଠକ ଓ ନଥିର ଡିଜିଟାଲ ରେକର୍ଡ ରହିବ । ଯାହା ଭବିଷ୍ୟତ ପାଇଁ ଭାରି ସହଯୋଗୀ ହେବ । ପୁରୁଣା କ୍ୟାବିନେଟ ରେକର୍ଡ ଖୋଜିବା ସରଳ ହୋଇଯିବ । ଡିଜିଟାଲ ଇଣ୍ଡିଆ ଅଭିଯାନରେ ଓଡ଼ିଶା ସରକାର ଓ ଏନଆଇସି…

କୋଇଲା ସଙ୍କଟରେ ମୁଣ୍ଡ ପୂରେଇବେନି ହାଇକୋର୍ଟ

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା କୋଇଲା ସଙ୍କଟ ବିବାଦରେ ହାଇକୋର୍ଟ ଆଉ ମୁଣ୍ଡ ପୂରେଇବେନି । ଅର୍ଥାତ୍ କୋଇଲା ଅଭାବକୁ ନେଇ ହାଇକୋର୍ଟରେ ଦାଖଲ ହୋଇଥିବା ମାମଲାର ଆଉ ଶୁଣାଣି ହେବନି । ଗୁରୁବାର ହାଇକୋର୍ଟ ଏନେଇ ଦାଖଲ ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି । ମୁଖ୍ୟ ବିଚାରପତି…

କମେଡିର ଡବଲ୍ ଡୋଜ୍ ଦେବାକୁ ଏକାଠି ଆସୁଛନ୍ତି ପପୁ ପମ୍‌ପମ୍ ଓ ପ୍ରଜ୍ଞା

ଭୁବନେଶ୍ୱର: ଓଲିଉଡ ଜଗତରେ କମେଡି ମାମଲାରେ ଯଦି ପ୍ରଥମ ଦୁଇଜଣଙ୍କ ନାଁ ସାମ୍ନାକୁ ଆସେ, ତେବେ ସେହି ତାଲିକାରେ ନିଶ୍ଚିତ ଭାବେ ପପୁ ପମ୍‌ପମ୍ ଓ ପ୍ରଜ୍ଞା ରହିବେ । ଏହି ରେଟିଂ ଜରିଆରେ ଦର୍ଶକଙ୍କୁ ହସାଇବା ଲାଗି ବହୁଦିନର କଳ୍ପନାଜଳ୍ପନା ପରେ ଦୁଇ କମେଡି ଷ୍ଟାର୍ ବଡ ପରଦାରେ ଏକାଠି…

[ଦେଖନ୍ତୁ ଭିଡିଓ] କେବେ ଖୋଲିବ କାଗଜ କଳ? ହାତ ବାନ୍ଧି ବସିଛନ୍ତି ଶହଶହ ଶ୍ରମିକ

ଝାରସୁଗୁଡ଼ା : ଓରିଏଣ୍ଟ କାଗଜକଳ ଏକ ସାଧାରଣ ନାଁ ନୁହଁ  । ଏହା ଥିଲା ବ୍ରଜରାଜନଗରର ପରିଚୟ ।   ପ୍ରତି ମାସର ୯ ତାରିଖ ରେ କାଗଜ କଳ ସମ୍ମୁଖରେ ବସୁଥିଲା ଏକ ବଡ ଧରଣର ହାଟ।  ସକାଳର ପ୍ରଥମ ସାଇରନ ରେ ବ୍ରଜରାଜନଗର ହୋଇଉଠୁଥିଲା ଚଳଚଞ୍ଚଳ । ସେ ସାଇରନ ଯେପରି ପାଲଟିଯାଇଥିଲା ସମସ୍ତଙ୍କ ଅତି…