Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗ୍ରାଉଣ୍ଡରେ ସ୍ଥିତି ପରଖିଲେ ବିଏମସି ମେୟର

ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଗତକାଲି ଭୁବନେଶ୍ୱରରେ ବର୍ଷା ହୋଇଥିଲା । ରାତିରୁ ସକାଳ ଯାଏ ବି ବର୍ଷା ହୋଇଛି । ଏହାପରେ ସକାଳୁ ସକାଳୁ ଗ୍ରାଉଣ୍ଡରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି ମେୟର ସୁଲୋଚନା ଦାସ । ଭୁବନେଶ୍ୱରେର ପାଣି ଜମୁଥିବା ତଳିଆ…

ବାତ୍ୟା ଅସାନି ପାଇଁ ଆଜି ମାଲକାନଗିରିରେ ସବୁ ସ୍କୁଲ ଛୁଟି

ମାଲକାନଗିରି: ବାତ୍ୟା ଅସାନି ଓଡ଼ିଶା ଆସିବ ନାହିଁ । ଆନ୍ଧ୍ର ଛୁଇଁ ପୁଣି ଥରେ ସମୁଦ୍ର ଭିତରକୁ ଚାଲିଯିବ । ଏହାର ପ୍ରଭାବ କିନ୍ତୁ ଓଡ଼ିଶାରେ ଦେଖିବାକୁ ମିଳିପାରେ । ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ଆଜି ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଆଜି ସମସ୍ତ…

ଅସାନି ପ୍ରଭାବରେ ଓଡ଼ିଶାରେ ବର୍ଷା, ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆନ୍ଧ୍ର ଉପକୂଳ ମୁହାଁ ହେଉଛି ବାତ୍ୟା ଅସାନି । ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ଆଜି ଉପକୂଳ ଓଡ଼ିଶା କିଛି ଜିଲ୍ଲାରେ ବର୍ଷା ହେଉଛି । ଆଜି ପାଇଁ ୮ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ହେଲା କୋରାପୁଟ, ରାୟଗଡ଼ା,…

ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’, ଆନ୍ଧ୍ର ଆଡ଼େ ମୁହାଁଇଛି

ଭୁବନେଶ୍ୱର: ଦୁର୍ବଳ ପଡୁଛି ବାତ୍ୟା ଅସାନି । ଭୀଷଣ ବାତ୍ୟାରୁ ଏକ ବାତ୍ୟାରେ ପରିଣତ ହୋଇଛି । ଏବେ ଆନ୍ଧ୍ର ଆଡ଼େ ମୁହାଁଉଛି ଅସାନି । ବର୍ତ୍ତମାନ ବାତ୍ୟା ମଛଲିପଟ୍ଟନମରୁ ୬୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ, କାକିନାଡ଼ାରୁ ୧୮୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପଶ୍ଚିମ, ଗୋପାଳପୁରଠାରୁ…

ରାଧାରାଣୀ ପଣ୍ଡା ପ୍ରାର୍ଥୀପତ୍ର ଦାଖଲ କରିବା ପୂର୍ବରୁ ମ୍ୟାନେଜ ହୋଇଗଲେ ମଙ୍ଗଳ ସାହୁ

ଝାରସୁଗୁଡା: ଆଜି ବିଜେପିର ବ୍ରଜରାଜନଗର ବିଧାୟକ ପ୍ରାର୍ଥୀ ଭାବେ ରାଧାରାଣୀ ପଣ୍ଡା ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ସୂଚନା ରହିଛି । ଏହି ସମୟରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଉପସ୍ଥିତ ରହିବେ ବୋଲି ସୂଚନା ରହିଛି । ହେଲେ ଏହା ପୂର୍ବରୁ ନିକଟରେ ଜିଲ୍ଲା ବିଜେପି ସଭାପତି…

ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ‘ସେନସୋରୀ’ ପାର୍କ

ଭୁବନେଶ୍ୱର: ଦିବ୍ୟାଙ୍ଗଙ୍କ ପାଇଁ ଭୁବନେଶ୍ୱରରେ ଖୋଲିଲା ସ୍ୱତନ୍ତ୍ର ପାର୍କ । ସେମାନଙ୍କ ଚିତ୍ତ ବିନୋଦନ ପାଇଁ ଏକ ସୁରକ୍ଷିତ ପରିବେଶର ଆବଶ୍ୟକତାକୁ ବୁଝି ବିଏସସିଏଲ ଚେଷ୍ଟାରେ ତିଆରି ହୋଇଛି ଏହି ପାର୍କ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଏବଂ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ…

୪ ବର୍ଷର ଶିଶୁପୁତ୍ର ରୁଦ୍ରାକ୍ଷ ମଲ୍ଲିକକୁ ନୃଶଂସ ହତ୍ୟା

ଢେଙ୍କାନାଳ: ୪ବର୍ଷର ଶିଶୁକୁ ନୃଶଂସ ଭାବେ ହତ୍ୟା କରାଯାଇଛି। ଢେଙ୍କାନାଳ ତୁମୁସିଙ୍ଗା ସୋଗର ଗାଁ ଝଗଡ଼ପଦାରେ ଏହି ଶିଶୁଟିକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୪ ବର୍ଷର ଶିଶୁପୁତ୍ର ରୁଦ୍ରାକ୍ଷ ମଲ୍ଲିକ । ଅପରାହ୍ନରେ ଗାଁରେ ପିଲାମାନଙ୍କ ସହିତ ଖେଳୁଥିବା ବେଳେ ହଠାତ କେଉଁ ଆଡେ ଗାଏବ…

ବାତ୍ୟା ଅସାନୀକୁ ନେଇ ବଢୁଛି ଭୟ: କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲାଙ୍କ ସମୀକ୍ଷା

ଦିଲ୍ଲୀ: ଆସନ୍ତା ବାତ୍ୟା ଅସାନୀକୁ ନେଇ ସମୀକ୍ଷା କରିଛନ୍ତି କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ଉନ୍ନୟନ କମିଶନର ଯୋଗ ଦେଇଥିଲେ । ବାତ୍ୟା ପରିସ୍ଥିତି ଏବଂ ପ୍ରସ୍ତୁତିକୁ ନେଇ ଏହି ବୈଠକରେ ଆଲୋଚନା କରାଯାଇଥିଲା । ଏହାରି ମଧ୍ୟରେ…

[ଦେଖନ୍ତୁ ଭିଡିଓ] ଅସାନୀ ବାତ୍ୟା ଯୋଗୁ ପ୍ରବଳ ବର୍ଷା: ବଢୁଛି ଚାଷୀର ଚିନ୍ତା

କେନ୍ଦ୍ରାପଡ଼ା : ଦୁର୍ବଳ ହେଉଛି ଅସାନୀ । ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବ । ଏନେଇ ଚିନ୍ତାରେ ପଡିଛନ୍ତି କେନ୍ଦ୍ରାପଡ଼ା ଚାଷୀ କୁଳ । ଧାନ ଚାଷ ବେଳେ ଯେତେବେଳେ ଚାଷୀ କୁଳ ଧାନ ଅମଳ କରିବା କଥା ସେତେବେଳେ ପ୍ରବଳ ବର୍ଷା ଯୋଗୁଁ ଶହ ଶହ ଏକର ଚାଷ ଜମି ଜଳମଗ୍ନ ରହିଥିଲା । …

[ଦେଖନ୍ତୁ ଭିଡିଓ] ସଫଳ ହେଲା ୧୨ଘଣ୍ଟିଆ ବନ୍ଦ ଡାକରା:ମେଡିକାଲ କଲେଜ ପରିଚାଳନା କରିବାକୁ MCL ର ପ୍ରତିଶ୍ରୁତି

ଅନୁଗୁଳ: ମେଡିକାଲ କଲେଜ ପରିଚାଳନାକୁ ନେଇ ତାଳଚେର ୧୨ଘଣ୍ଟିଆ ବନ୍ଦ ଦିଆ ଯାଇଥିଲା । ଯାହାକି ସଫଳ ହୋଇଛି । ବନ୍ଦ ବେଳେ ତ୍ରିପାକ୍ଷିକ ଆଲୋଚନା ହୋଇଥିବା ବେଳେ ଏଥିରେ ମୁଣ୍ଡ ନୂଆଁଇଛି MCL । ମେଡିକାଲ କଲେଜ ପରିଚାଳନା କରିବାକୁ MCL ରାଜି ହୋଇଥିବା ବେଳେ MCL ମେଡିକାଲ କଲେଜ ପରିଚାଳନାର…