Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରାର୍ଥୀ ଘୋଷଣା ପରେ ଝାରସୁଗୁଡା ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ମଙ୍ଗଳ ସାହୁ

ଝାରସୁଗୁଡା: ବ୍ରଜରାଜନଗର ବିଧାନସଭା ଆସନ ପାଇଁ ରାଧାରାଣୀ ପଣ୍ଡା ବିଧାୟିକା ପ୍ରାର୍ଥୀ ବୋଲି ବିଜେପି ଘୋଷଣା କରିଛି । କେନ୍ଦ୍ର ବିଜେପି ଏହି ଘୋଷଣା କରିବାର ୨୪ ଘଣ୍ଟା ଭିତରେ ଜିଲ୍ଲା ବିଜେପି ସଭାପତି ପଦରୁ ମଙ୍ଗଳ ସାହୁ ଇସ୍ତଫା ଦେଇଛନ୍ତି। ଦଳର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ ଉଠାଇବା…

ଅସାନି ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା 'ଅସାନି' ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ନାହିଁ। କିନ୍ତୁ ଏହାର ପ୍ରଭାବରେ ମେ ୧୦ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ, ବାତ୍ୟାର…

ଦ୍ୱିତୀୟ ବିଶ୍ୱ ଯୁଦ୍ଧରେ ବ୍ୟବହାର ହେଉଥିଲା ଝାରସୁଗୁଡ଼ା ଏୟାରପୋର୍ଟ

ଭୁବନେଶ୍ୱର: ଝାରସୁଗୁଡ଼ା ଏୟାରପୋର୍ଟ ଥିଲା ଯୁଦ୍ଧ ବିମାନ ଘାଟି । ଦ୍ୱିତୀୟ ବିଶ୍ୱ ଯୁଦ୍ଧ ବେଳେ ପଶ୍ଚିମ ଓଡ଼ିଶାର ଏହି ପ୍ରମୁଖ ଏୟାରଫିଲ୍ଡ ଯୁଦ୍ଧ ବିମାନ ଉଡ଼ାଣ ପାଇଁ ବ୍ୟବହାର ହେଉଥିଲା । ଯୁଦ୍ଧ ପାଇଁ ଏଠୁ ଶୁଭୁଥିଲା ରଣ ହୁଙ୍କାର । ଦ୍ୱିତୀୟ ବିଶ୍ୱ ଯୁଦ୍ଧ ବେଳେ ଝାରସୁଗୁଡ଼ା…

ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ସମେତ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର: ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ପଦ୍ମଶ୍ରୀ ଡ଼. ରଜତ କରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି। ଭଞ୍ଜ ସାହିତ୍ୟର ବିଶିଷ୍ଟ ବ୍ୟାଖ୍ୟାକାର ତଥା ବାଗ୍ମୀ ରଜତ କରଙ୍କର ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ…

ଜଗନ୍ନାଥ ସଂସ୍କୃତି ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ଲେଖକ ତଥା ପ୍ରବଚକ ପଦ୍ମଶ୍ରୀ ରଜତ କର ଙ୍କ ରବିବାର ପରଲୋକ ଘଟିଛି । ଏକ ଘରୋଇ ହସ୍ପିଟାଲରେ ୮୮ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଜଗନ୍ନାଥ ସଂସ୍କୃତି ପ୍ରବଚକ ଭାବେ ସେ ଜନମାନସରେ ପରିଚିତ । ପଦ୍ମଶ୍ରୀ କରଙ୍କ ପୁଅ ରଞ୍ଜିତ୍ କର ପିତାଙ୍କ ମୃତ୍ୟୁ ଖବର ଦେଇଛନ୍ତି ।…

[ଦେଖନ୍ତୁ ଭିଡିଓ] ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା: ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ

ପୁରୀ:  ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି । ତିନି ରଥ ପାଇଁ ଚକ ପ୍ରସ୍ତୁତିରେ ଆବଶ୍ୟକତା ଥିବା ତୁମ୍ଭ ପାଇଁ ମହାରଣା ସେବାୟତ ମାନେ କାର୍ଯ୍ୟ ଜାରି ରଖିଥିବା ବେଳେ, ତିନି ରଥର ୪୨ଟି ତୁମ୍ଭ ମଧ୍ୟରୁ ୩୦ଟି…

[ଦେଖନ୍ତୁ ଭିଡିଓ] ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ: ରାଧାରାଣୀ ପଣ୍ଡା ହେଲେ ବିଜେପି ପ୍ରାର୍ଥୀ

ଝାରସୁଗୁଡ଼ା : ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଚ୍ଛେଦ । ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ଦଳ ଏଠାରୁ ପ୍ରାର୍ଥୀ କରିଛି । ରାଧାରାଣୀଙ୍କ ନାଁରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ମୋହର ମାରିଛି । ଆଉ ଏହା ସହ ପ୍ରଥମ…

[ଦେଖନ୍ତୁ ଭିଡିଓ] ଜନନୀ ଜନ୍ମଭୂମିଶ୍ଚ ସ୍ୱର୍ଗାଦପୀ ଗରିୟସୀ: ମାତୃ ଦିବସରେ ମାଆକୁ ସମ୍ମାନ

ଭୁବନେଶ୍ୱର: ମା’ ସେ ସର୍ବଂସହା । ସେ ଜନନୀ, ସେ ଜଗଧାତ୍ରୀ । ମା’ଠୁ ବଳି ଦୁନିଆରେ କିଛି ବି ନାହିଁ । ସେଥିପାଇଁ କୁହାଯାଏ ଜନନୀ ଜନ୍ମଭୂମିଶ୍ଚ ସ୍ୱର୍ଗାଦପୀ ଗରିୟସୀ । ମା’ ଥିଲେ ସବୁ ଦୁଃଖ ପାଶୋରି ହୋଇଯାଏ । ତାର  ଭଲପାଇବାର ନାହିଁ ତୁଳନା । ସେ ଅତୁଳନୀୟ । ଆଜି ମାତୃ ଦିବସ ।…

ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ତାଗିଦ କଲେ ଉଚ୍ଚଶିକ୍ଷା ସଚିବ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିକଟରେ ୫୦୦ କୋଟିରୁ ଅଧିକ ଟଙ୍କା ପଡ଼ି ରହିଛି। ଏହି ଅର୍ଥ ଏଯାବତ୍‌ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଖର୍ଚ୍ଚ କରି ପାରୁ ନାହାନ୍ତି। ଅନ୍ୟପକ୍ଷରେ ଭିତ୍ତିଭୂମି ବିକାଶ ଲାଗି ଅନ୍ୟ ସଂସ୍ଥାକୁ ସହାୟତା ମାଗୁଛନ୍ତି ବିଶ୍ୱବିଦ୍ୟାଳୟ…

ସଟର ଟେକୁ ଟେକୁ ଶପିଂ ମଲରେ ରେଡ୍, ଚାଲିଛି ଛାନଭିନ୍

ଭୁବନେଶ୍ୱର: ରବିବାର ଛୁଟି ଦିନ । ମଉକା ଦେଖି ବେପାର ପାଇଁ ତୟାର ଥିଲେ ମଲ୍ କର୍ତ୍ତୃପକ୍ଷ । ଏ ନେଇ ସଅଳ ସପିଂ ମଲର ସଟର ଟେକି ବେପାର କରିବାକୁ ସଜ ହୋଇ ସାରିଥିଲେ । ହେଲେ ଗ୍ରାହକ ବଦଳରେ ତଦନ୍ତକାରୀ ଟିମର ସାମ୍ନା କରିବାକୁ ପଡିଛି ରସୁଲଗଡ ସ୍ଥିତ ଏସପ୍ଲାନେଡ ମଲ୍ କର୍ତ୍ତୃପକ୍ଷଙ୍କୁ । …