Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ରଜରାଜନଗର ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ହେଲେ ରାଧାରାଣୀ ପଣ୍ଡା

ଝାରସୁଗୁଡା: ବ୍ରଜରାଜନଗର ବିଧାନସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଏହି ଆସନର ପୂର୍ବ ବିଧାୟିକା ତଥା ବିଜେପି ନେତ୍ରୀ ରାଧାରାଣୀ ପଣ୍ଡାଙ୍କୁ ବିଜେପି ଟିକେଟ୍ ଦେଇଛି। ଆଜି ବିଜେପିର କେନ୍ଦ୍ରୀୟ କେନ୍ଦ୍ରୀୟ ଅଫିସ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦେଇଛି । ମେ ୩୧ରେ ଅହି…

ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସାମୁଦ୍ରିକ ବାତ୍ୟା ‘ଆସାନୀ’

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ପରେ ତୀବ୍ରତର ହୋଇ ସାମୁଦ୍ରିକ ବାତ୍ୟା ‘ଆସାନୀ’ ପାଲଟିଯାଇଥିବା କଥା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଆଜି…

ବାଲୁକା କଳା ମାଧ୍ୟମରେ ମା’ଙ୍କୁ ସମ୍ମାନ ଜଣାଇଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ

ପୁରୀ : ଆଜି ମାତୃ ଦିବସ । ଏହି ଅବସରରେ ସମସ୍ତ ମା’ ମାନଙ୍କୁ ସମ୍ମାନ ଜଣାଇ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀର ଲାଇଟ ହାଉସ ବେଳାଭୂମିରେ ଅତି ନିଖୁଣ ଭାବେ ଏହି ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ।ଏହି ବାଲୁକା ମୂର୍ତ୍ତି…

ଲକ୍ଷେ ୨୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡିଲେ କୁଚିଣ୍ଡା ଅତିରିକ୍ତ ତହସିଲଦାର

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର । ଏକ ଲକ୍ଷ ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୁଚିଣ୍ଡା ଅତିରିକ୍ତ ତହସିଲଦାର ସାରଦା ମହାରଣାଙ୍କୁ ଧରିଲା ଭିଜିଲାନ୍ସ । ଚଢ଼ାଉ ବେଳେ ତାଙ୍କ ପାଖରୁ ନଗଦ ଅର୍ଥ ମଧ୍ୟ ଜବତ ହୋଇଛି । ଏକ ୮ଜଣିଆ ଭିଜିଲାନ୍ସ ଦଳ ଏହି ଚଢ଼ାଉ କରିଥିଲା । ପରେ…

ସାମୁଦ୍ରିକ ବାତ୍ୟା ‘ଆସାନୀ’ ପାଇଁ ଅଗ୍ନିଶମ ବିଭାଗର ପ୍ରସ୍ତୁତି

ଭୁବନେଶ୍ୱର :  ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଥିବା ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ପରେ ତୀବ୍ରତର ହୋଇ ସାମୁଦ୍ରିକ ବାତ୍ୟା ‘ଆସାନୀ’ ପାଲଟିଯାଇଥିବା କଥା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଆଜି…

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ରୂପ ନେଲା ଗଭୀର ଅବପାତ

ଭୁବନେଶ୍ୱର:  ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ର ରୂପ ନେଲା ଗଭୀର ଅବପାତ । ୨୪ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ…

ସହରରେ ମାତିଛନ୍ତି ବିହାରି ଗ୍ୟାଙ୍ଗ୍, ରାତି ଅଧରେ ପଶି ଲୁଟୁଛନ୍ତି ଘର

ଭୁବନେଶ୍ୱର: ଅସମ୍ଭାଳ ହେଲାଣି ସହରର ଅପରାଧିକ ସ୍ଥିତି। ପ୍ରତି ମୁହୁର୍ତ୍ତରେ ଘଟାଉଛନ୍ତି ନୂଆ ନୂଆ ଅପରାଧ। ସାମ୍ନାକୁ ଆସିଛି ଆତଙ୍କର ଛାତିଥର ଦୃଶ୍ୟ। ରାତି ଅଧରେ‌ ରାଜଧାନୀରେ ଥିବା ଘରେ ପଶୁଛନ୍ତି ଡକାୟତି ଗ୍ୟାଙ୍ଗ। ଦଳ ବଦଳ ହୋଇ ଘରେ ପଶୁଛନ୍ତି। ଝିଅ ବୋହୂଙ୍କୁ ଏକୁଟିଆ ଦେଖି ଭୟଭୀତ…

‘ସାଢ଼େ ୭ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରିବାର ବ୍ୟବସ୍ଥା କରିଛୁ’

ଭୁବନେଶ୍ୱର: ଯଦିଓ ଭାରତୀୟ ପାଣିପାଗ ବିଭାଗ ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ନାହିଁ ବୋଲି କହିଛି ହେଲେ ସ୍ଥିତି ଯଦି ସେମିତି କିଛି ଉପୁଜେ ତାହାଲେ ରାଜ୍ୟ ସରକାର ତଳିଆ ଅଞ୍ଚଳର ପ୍ରାୟ ସାଢ଼େ ୭ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରିପାରିବାର ବ୍ୟବସ୍ଥା କରିଛନ୍ତି।…

ଓଡ଼ିଶାରେ ଲ୍ୟାଣ୍ଡଫଲ କରିବନି ବାତ୍ୟା: ଆଇଏମଡି ଡିଜି

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସମୁଦ୍ରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ମେ' ୮ ସନ୍ଧ୍ୟା ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ହେଲେ ଆସୁଥିବା ଏହି ବାତ୍ୟା ଓଡ଼ିଶା କିମ୍ବା ଆନ୍ଧ୍ର ପ୍ରଦେଶରେ ସ୍ଥଳଭାଗ ଛୁଇଁବ ନାହିଁ। ଆଇଏମଡି ଡିଜି…

[ଦେଖନ୍ତୁ ଭିଡିଓ] ଋଣ ଚିନ୍ତାରେ ମା’ ପୁଅ କୀଟନାଶକ ପିଇ ଆତ୍ମହତ୍ୟା

ରାୟଗଡା  : ରାୟଗଡା ଜମାଦେଇ ପେଣ୍ଠ ଗାଁରେ ଘଟିଛି ଅଭାବନୀୟ ଘଟଣା । ଗୋଟିଏ ପରିବାରର ମା’ ପୁଅ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ସକାଳେ ଘର ଲୋକ ଜାଣିବା ପରେ ଗୁରୁତର ଅବସ୍ଥାରେ ମାଆ ରଜନୀ ଗୁଡ଼ଲା (୫୫) ଓ ପୁଅ ଶ୍ୟାମ ଗୁଡ଼ଲା (୨୨) କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲେ…