Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ

ପୁରୀ : ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥ ନିର୍ମାଣର ଆଜି ପଞ୍ଚମ ଦିନରେ ବିଶ୍ୱକର୍ମା, ଭୋଇ ଓ କରତି ସେବାୟତ ମାନେ ରଥର ତୁମ୍ବ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି । ସମୁଦାୟ ୫୦ ଜଣ ସେବାୟତ ଆଜି ରଥ ନିର୍ମାଣ…

ମୁମ୍ବାଇ ଏଲଆଇସି ଅଫିସ ବିଲ୍ଡିଂରେ ଅଗ୍ନିକାଣ୍ଡ

ମୁମ୍ବାଇ : ମୁମ୍ବାଇ ଏଲଆଇସି ଅଫିସରେ ନିଆଁ । ନିଆଁର ପ୍ରକୋପ ଅଧିକ ମାତ୍ରାରେ ଥିବା ବେଳେ ନିଆଁକୁ ଆୟତ କରିବା ମୁସ୍କିଲ ହୋଇପଡ଼ିଥିଲା । ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗର ୮ଟି ଦମକଳ ନିଆଁଲିଭାରେ ନିୟୋଜିତ ହୋଇଥିଲେ ବି ନୟାନ୍ତ ହୋଇପଡ଼ିଛନ୍ତି। ଅଫିସ ବିଲ୍ଡିଂରେ ନିଆଁ ଲାଗିବା ସହିତ ତାହା ପାଖ…

ଦେବାଶିଷଙ୍କ କଟା ଘା’ରେ ଚୂନ ମାରିଲେ ଦାମ ରାଉତ

ଭୁବନେଶ୍ୱର: କଟକ ବାରାବାଟିର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ପାରାଦୀପ ବିଧାନସଭା ଆସନରେ ନିର୍ବାଚନ ଲଢିବାକୁ ଇଚ୍ଛା ରଖିଛନ୍ତି ବୋଲି ଏକ ସଭାରେ କହିବା ପରେ ଜବାବ ରଖିଛନ୍ତି ପାରାଦୀପର ପୂର୍ବତନ ବିଧାୟକ ତଥା ଏବେର ବିଧାୟକ ସମ୍ବିତ ରାଉତରାୟଙ୍କ ବାପା  ଦାମୋଦର ରାଉତ । ସେ…

ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ କେବେ ଆରମ୍ଭ ହେବ, କହିଲେ ବୋର୍ଡ ସଭାପତି

ଭୁବନେଶ୍ୱର: ଶେଷ ହେଲା ମାଟ୍ରିକ ପରୀକ୍ଷା । ହେଲେ ଫର୍ମ ପୂରଣ କରିଥିବା ଅଧିକାଂଶ ଛାତ୍ରଛାତ୍ରୀ ପରୀକ୍ଷା ନଦେବା ପଛର କାରଣ କଣ ହୋଇପାରେ । ପରୀକ୍ଷା ଶେଷ ହେବା ପରେ ଗଣଣାଧ୍ୟମ ପ୍ରତିନିଧିଙ୍କର ଏପରି ପ୍ରଶ୍ନର ଜବାବ ରଖିଛନ୍ତି ମାଧ୍ୟମିକ ଶିକ୍ଷା ବୋର୍ଡର ସଭାପତି ରାମାସିସି ହାଜିରା।…

ବାତ୍ୟା ପାଇଁ ବ୍ଳକ୍ ଏବଂ ପୌର କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା 'ଆସାନି'କୁ ନେଇ ସମୀକ୍ଷା କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା । ବାତ୍ୟା ବେଳେ ଗଛ ଭାଙ୍ଗିବାର ଏବଂ ବିଜୁଳି ସେବା ପ୍ରଭାବିତ ହେବାର ସମ୍ଭାବନା ରହିଛି। ସେହିପରି ପ୍ରଭାବିତ ହେବାକୁ ଥିବା ଲୋକଙ୍କୁ କିପରି ସୁରକ୍ଷିତ ସ୍ଥାନକୁ ଉଦ୍ଧାର କରି…

ତିନି ଘଣ୍ଟାରେ ଅବପାତର ରୂପ ନେବ ସୃଷ୍ଟ ଘୁର୍ଣ୍ଣିବଳୟ

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ବର୍ତ୍ତମାନ ଏହା ସ୍ପଷ୍ଟ ଲଘୁଚାପର ରୂପ ନେଇ ଦକ୍ଷିଣ–ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଆଣ୍ଡାମାନ ସାଗରରେ କେନ୍ଦ୍ରୀଭୂତ ହୋଇଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ…

ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଜାମିନ୍

ଦେଓଗଡ: ବିଧାୟକ ସୁବାସ ପାଣିଗ୍ରାହୀ ପାଇଲେ ଜାମିନ । ଜିଲ୍ଲା କୋର୍ଟ ବିଧାୟକଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକ ଏବଂ ତାଙ୍କର ଦୁଇ ସହଯୋଗୀ ଗିରଫ ହୋଇଥିଲେ। ଏବେ 7 ଦିନ ପରେ କୋର୍ଟ ଜାମିନ…

କଂଗ୍ରେସର କିଶୋର ପଟେଲ ବ୍ରଜରାଜନଗର ବିଧାୟକ ପ୍ରାର୍ଥୀ: ସାଲୁଜା

ଭୁବନେଶ୍ୱର: କିଶୋର ପଟେଲ ଝାରସୁଗୁଡା ବ୍ରଜରାଜନଗର ବିଧାନସଭା ଆସନ ପାଇଁ ବିଧାୟକ ପ୍ରାର୍ଥୀ । କଣ୍ଟାବାଞ୍ଝି ବିଧାୟକ ସନ୍ତୋଷ ସିଂହ ସାଲୁଜା ଏହି ସୂଚନା ଦେଇଛନ୍ତି । ବ୍ରଜରାଜନଗର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମେ ୩୧ରେ ଭୋଟ୍ ପଡ଼ିବ । ଏହା ପୂର୍ବରୁ ରାଜ୍ୟର ତିନି ପ୍ରମୁଖ ଦଳ…

ସାମ୍ନାକୁ ଆସିଲା ଯୁବ ବ୍ୟବସାୟୀଙ୍କ ଆତ୍ମହତ୍ୟା ପୂର୍ବର ଭିଡିଓ

ରାଉରକେଲା:  ଭିଡିଓ କରି କାରଣ ଜଣାଇବା ପରେ ଆତ୍ମହତ୍ୟା କଲେ ଯୁବ ବ୍ୟବସାୟୀ । ପାରିବାରିକ କଳହ ଏବଂ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ବିବାଦର ପରିଣାମ କେତେ ସାଂଘାତିକ ହୋଇପାରେ, ତାହାର ଏକ ଚିତ୍ର ସାମ୍ନାକୁ ଆସିଛି । ଜାମସେଦପୁରର ଏକ ୭ ମହଲା ଘରର ଛାତ ଉପରୁ ଡେଇଁ ଆତ୍ମହତ୍ୟା କରିଛନ୍ତି…

[ଦେଖନ୍ତୁ ଭିଡିଓ] ୨ ମହଲା ବିଲଡିଂରେ ଲାଗିଲା ନିଆଁ, ୭ ଜଣ ଜୀବନ୍ତ ଦଗ୍ଧ

ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଗୋଟିଏ ଦୁଇ ମହଲା ବିଲଡିଂରେ ଆଜି ଭୋର ସମୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁରେ ପୋଡ଼ି ହୋଇ ୭ ଜଣଙ୍କ ଜୀବନ ଯାଇଥିବା ବେଳେ ଅଗ୍ନିଶମ ବାହିନୀର ସଦସ୍ୟମାନେ ୯ ଜଣଙ୍କୁ ଉଦ୍ଧାର କରିଛନ୍ତି । ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ରହିଥିବା ଜଣାପଡ଼ିଛି।…