Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ଦୁର୍ଦ୍ଦାନ୍ତ ମାଓବାଦୀ ଲାଳସୁ ଲାପକାର ଆତ୍ମସମର୍ପଣ

କଳାହାଣ୍ଡି  : ଦୁର୍ଦ୍ଦାନ୍ତ ମାଓବାଦୀ ଲାଳସୁ ଲାପକାର ଆତ୍ମସମର୍ପଣ । କଳାହାଣ୍ଡି ଏସ୍‌ପି ଏମ୍‌ ଶ୍ରବଣା ବିବେକ ଏବଂ ଡିଆଇଜିଙ୍କ ଉପସ୍ଥିତିରେ କଲେ ଆତ୍ମସମର୍ପଣ । ଲାଳସୁ ବହୁ ହିଂସାକାଣ୍ଡରେ ସାମିଲ ଥିବା ସୂଚନା । ଖବର ଅନୁଯାୟୀ, ମାଓବାଦୀ ଲାଳସୁର ବୟସ ୩୦ ବର୍ଷ ହୋଇଥିବା ବେଳେ ୨୦୦୯…

[ଦେଖନ୍ତୁ ଭିଡିଓ] ଆଚାର୍ଯ୍ୟ ହରିହର କ୍ୟାନ୍ସର ଚିକିତ୍ସାଳୟରେ ସମସ୍ୟା: ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : ଚଳିତ ବର୍ଷ ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଛି । ଯାହା ଫଳରେ ଲୋକେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । କଟକର ଆଚାର୍ଯ୍ୟ ହରିହର କ୍ୟାନ୍ସର ଚିକିତ୍ସାଳୟରେ ମଧ୍ୟ ଅନେକ ଅବ୍ୟବସ୍ଥା ରହିଛି । ରୋଗୀ ମାନଙ୍କ ପାଇଁ ବ୍ୟବସ୍ଥା ତ ଦୁର କଥା ସେମାନଙ୍କ ପାଇଁ…

ଶ୍ରୀମନ୍ଦିରରେ ଘଟିଛି ବଡ଼ ଅଘଟଣ: ଗୁମୁଟରୁ ପଡ଼ି ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ : ଶ୍ରୀମନ୍ଦିରରେ ଘଟିଛି ବଡ଼ ଅଘଟଣ। ଗୁମୁଟରୁ ପଡ଼ି ଜଣେ ମହିଳାଙ୍କର ମୃତ୍ୟୁ ହୋଇଯାଇଛି। ମହିଳା ଶ୍ରଦ୍ଧାଳୁ ଜଣକ ପୁରୀ ଦର୍ଶନ କରିବାକୁ ଆସିଥିବା ବେଳେ ଦର୍ଶନ ସମୟରେ ଏହି ଅଘଟଣ ଘଟିଛି। ଗୁମୁଟରୁ ପଡ଼ିଯାଇଥିବା ବେଳେ ମହିଳା ଶ୍ରଦ୍ଧାଳୁଙ୍କ ମୁଣ୍ଡରେ ଆଘାତ ଲାଗିଛି। ମୁଣ୍ଡରୁ ଅତ୍ୟଧିକ…

ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହେଲେ ଦେବଗଡ଼ ବିଧାୟକ

ଭୁବନେଶ୍ୱର : ବିଡିଓଙ୍କୁ ମାଡ଼ ମାରି ଗିରଫ ହେଲେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ । ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଭୁବନେଶ୍ୱର କ୍ୱାର୍ଟର୍ସରୁ ଗିରଫ କରିଛି ଦେବଗଡ଼ ପୋଲିସ୍ । ଅନ୍ୟ ଦୁଇ ଜଣ ସହଯୋଗୀ…

ଆଜିଠୁ ୩ ମାସ ଭିତରକନିକା ବନ୍ଦ

ଆଜିଠାରୁ ଜୁଲାଇ ୩୧ ତାରିଖ ଯାଏ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏହି ସମୟରେ କୁମ୍ଭୀରମାନେ ବସା କରିବା ସହ ଅଣ୍ଡା ଦେଇଥାନ୍ତି। ଅଣ୍ଡାକୁ ଶତ୍ରୁମାନଙ୍କ କବଳରୁ ରକ୍ଷା କରିବା ପାଇଁ ସେମାନେ ହିଂସ୍ର ହୋଇପଡ଼ନ୍ତି। ତେଣୁ ପର୍ଯ୍ୟଟକ ଓ କୁମ୍ଭୀରମାନଙ୍କ ସୁରକ୍ଷାକୁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ପାଇଁ ପୁରୀରେ ASI ଟିମ୍

ପୁରୀରେ ଉଚ୍ଚସ୍ତରୀୟ ASI ଟିମ୍ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ପାଇଁ ପୁରୀ ଆସିଛନ୍ତି ASI ଟିମ୍ । ଆଞ୍ଚଳିକ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଉଚ୍ଚସ୍ତରୀୟ ଟିମ୍ ପୁରୀ ଆସିଛି । OBCC ଓ ଟାଟା ପ୍ରୋଜେ କର୍ତ୍ତୃପକ୍ଷଙ୍କ ସହ ଜିଲ୍ଲାପାଳ ମଧ୍ୟ ଅଛନ୍ତି । ଶ୍ରୀମନ୍ଦିର ପରିକ୍ରମା…

ପୁରୀ ବେଳାଭୂମିରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ

ପୁରୀ : ପୁରୀରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ। ଦୂରଦୂରାନ୍ତରୁ ପୁରୀ ଆସୁଥିବା ପର୍ଯ୍ୟଟକ, ସ୍ଥାନୀୟ ବାସିନ୍ଦା ଓ ସମୁଦ୍ର କୂଳ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା କରିବା ପାଇଁ ଆଜି ସ୍ବର୍ଣ୍ଣାଭ ବେଳାଭୂମିରେ ଅନୁଷ୍ଠିତ ହୋଇଛି ବିଚ୍ କନେକ୍ଟ କାର୍ଯ୍ୟକ୍ରମ ।…

ରୋଗୀ ନେଇ ବାଲେଶ୍ୱରରୁ କଟକ ଆସୁଥିବା ବେଳେ ଦୁର୍ଘଟଣା : ୩ ମୃତ,୨ ଗୁରୁତର

ଯାଜପୁର : ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ । ରୋଗୀ, ଆମ୍ବୁଲାନ୍ସ ଡ୍ରାଇଭର ଓ ସହଯୋଗୀ ଜୀବନ ହରାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଏନ୍ଏଚ୍ ୧୬ ଯାଜପୁର ବଡ଼ଚଣା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସଟି ଏକ ଟ୍ରକକୁ ପଛପଟୁ ଧକ୍କା…

ତିନି ଶିଶୁଙ୍କୁ ହତ୍ୟା କରି କୂଅରେ ଫିଙ୍ଗି ଦେଲା ବାପା

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା କୋଇଡା ଥାନାର କମଣ୍ଡ ନିକଟ କୁଲାମୁଣ୍ଡା ସାହିରେ ଅଭାବନୀୟ ଘଟଣା।  ମଦ ଉଜାଡିଦେଇଛି ସଂସାର ।  ନିଜର ତିନି ନିଷ୍ପାପ ଶିଶୁକୁ ହତ୍ୟା କରି କୂଅରେ ଫିଙ୍ଗି ଦେଇଛି ବାପା।  ଗତକାଲି ପାଣ୍ଡୁ ମୁଣ୍ଡା ମଦ ପିଇ ରାତିରେ ଘରକୁ ଫେରିବା ପରେ ନିଜ ସ୍ତ୍ରୀ ଧୁବଲି…

ସୁନା ଅଳଙ୍କାର ପାଇଁ ଦ୍ୱିତୀୟ ପର୍ଯ୍ୟାୟ ବାଧ୍ୟତାମୂଳକ ହଲ୍ ମାର୍କିଂ ବିଜ୍ଞପ୍ତି ପ୍ରକାଶ କଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ବାଧ୍ୟତାମୂଳକ ହଲମାର୍କିଂ ନିମନ୍ତେ ସୁନା ଅଳଙ୍କାର ଓ ସୁନା କଳାକୃତି (ସଂଶୋଧନ) ଆଦେଶ, ୨୦୨୨ ଜୁନ ପହିଲା, ୨୦୨୨ ଠାରୁ ଲାଗୁ ହେବ । ଦ୍ୱିତୀୟ ପର୍ଯ୍ୟାୟ ବାଧ୍ୟତାମୂଳକ ହଲମାର୍କିଂରେ ୨୦, ୨୩ ଏବଂ ୨୪ କ୍ୟାରେଟ୍‌ ସୁନା ଅଳଙ୍କାର/କଳାକୃତିକୁ ସାମିଲ କରାଯିବ ।…