Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୁଇ ବନ୍ଧୁଙ୍କ ସହ ମାଟ୍ରିକ ପରୀକ୍ଷା ଦେଲେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର

ଫୁଲବାଣୀ:  ପାଠପଢ଼ିବା ପାଇଁ ବୟସ କୌଣସି ପ୍ରକାରର ବାଧକ ସାଜେ ନାହିଁ। କଥାରେ ଅଛି, ଇଚ୍ଛା ଶକ୍ତି ଆଗରେ ସବୁ କିଛି ହାର୍‌ ମାନେ। ଯାହାର ଉଦାହରଣ ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ଫୁଲବାଣୀରେ । ୭୦ ବର୍ଷ ବୟସରେ ମାଟ୍ରିକ ପରୀକ୍ଷା ଦେଇଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର।…

ରାଜଧାନୀ ଭୁବନେଶ୍ୱରରେ ମିଳିବ ମାଗଣା ୱାଇଫାଇ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ମିଳିବ ମାଗଣା ୱାଇଫାଇ। ତାହାବି ପୁଣି ହାଇସ୍ପିଡ୍ ଇଣ୍ଟରନେଟ୍। ସ୍ମାର୍ଟସିଟିକୁ ଆହୁରି ସ୍ମାର୍ଟ କରାଇବା ପାଇଁ ଏଭଳି ସେବା ଆରମ୍ଭ କରିଛି ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍ ( ବିଏସ୍‌ସିଏଲ) ।  ବିଏସ୍‌ସିଏଲ ପକ୍ଷରୁ ୨୦୧୮ରେ ମାଗଣା ୱାଇଫାଇ ନେଇ…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା : ୩୫୪୦କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୫୮୫୭୩୦ ଛାତ୍ରଛାତ୍ରୀ

ଭୁବନେଶ୍ବର : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ୍, ମଧ୍ୟମା, ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ପରୀକ୍ଷାର୍ଥୀଙ୍କ ଭିତରେ ଉତ୍ସାହ ଅନୁଭୂତ ହୋଇଛି । ଆଜି ପରୀକ୍ଷାର ପ୍ରଥମ ଦିନ ହୋଇଥିବାରୁ ପରୀକ୍ଷା କେନ୍ଦ୍ରଗୁଡ଼ିକ…

ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜିଠୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ନବୀନ ଆଜି ଦିନ ୧ଟା ୩୦ ବେଳେ ଦିଲ୍ଲୀ ଗସ୍ତରେ ଯିବେ । ଏପ୍ରିଲ ୩୦ ତାରିଖରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀ ହେବ । ଏଥିରେ…

ଆଜି ବି ରାଜ୍ୟରେ ଜାରି ରହିବ ହିଟ୍ ୱେଭ୍: ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ୧୧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର…

ଆଜିଠୁ ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର : ସିଂହଦ୍ୱାର ସହ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରୁଛନ୍ତି ଭକ୍ତ

ପୁରୀ : ଆଜିଠୁ ପଶ୍ଚିମ ଦ୍ୱାରରୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଭକ୍ତ । ଉଭୟ ଶ୍ରୀମନ୍ଦିର ସିଂହଦ୍ୱାର ଓ ପଶ୍ଚିମଦ୍ୱାରରୁ ଦର୍ଶନ ପାଇଁ ଅନୁମତି ମିଳିଛି । ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ପରେ ଆଜିଠୁ ଏହି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇଛି । ଭକ୍ତଙ୍କୁ ସୁବିଧାରେ ଦର୍ଶନ…

ତାରା ଏବଂ ନରସିଂହଙ୍କ ଇସ୍ତଫା ବାବଦରେ ନିରଞ୍ଜନ ସତରେ କ’ଣ ଜାଣିନାହାନ୍ତି ?

ଭୁବନେଶ୍ୱର: କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଓ ନରସିଂହ ମିଶ୍ର ଦଳୀୟ ପଦବୀରୁ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ଏହାକୁ ନେଇ ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିରଞ୍ଜନ ପଟ୍ଟନାୟକ ଗୁରୁବାର ଗୋଳିଆ କରିଲା ଭଳି ମତ ରଖିଛନ୍ତି । ଦଳୀୟ ମୁଖ୍ୟ ସଚେତକ ପଦରୁ ତାରା ପ୍ରସାଦ…

ତେଲ ଏବଂ ଉଦନ୍ତୀ ଉପରେ ବ୍ୟାରେଜ ନିର୍ମାଣ କରୁଛି ଛତିଶଗଡ, ମନ୍ତ୍ରୀ ରଖିଲେ ବିତଣ୍ଡା ଯୁକ୍ତି

ଭୁବନେଶ୍ୱର: ଛତିଶଗଡ ଦ୍ୱାରା ତେଲ ଏବଂ ଉଦନ୍ତୀ ନଦୀରେ ବ୍ୟାରେଜ୍ ନିର୍ମାଣ ଓଡ଼ିଶା ପାଇଁ ଏକ ଗୁରୁତର ବିପଦ ଭାବରେ ଦେଖାଯାଉଛି । ବିଭିନ୍ନ ଖବରକାଗଜରେ ଏ ନେଇ ଖବର ପ୍ରକାଶ ପାଇବା ପରେ ମିଡିଆର ପ୍ରଶ୍ନରେ ରାଜ୍ୟ ଜଳସଂପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଗୁରୁବାର କହିଛନ୍ତି ଯେ, ନିର୍ମାଣରେ କୌଣସି…

ଅନୁଗୁଳରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ କଲେ ଜିନ୍ଦଲ ଅତ୍ୟାଧୁନିକ ଟିଏମଟି ରିବାର ମିଲ ଲୋକାର୍ପଣ

ଅନୁଗୁଳ: କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମ ଚନ୍ଦ୍ର ପ୍ରସାଦ ସିଂ ଅନୁଗୁଳ ଠାରେ ଜିନ୍ଦଲ ଷ୍ଟିଲ୍‌ ଏଣ୍ଡ ପାୱାର ଅତ୍ୟାଧୁନିକ ଟିଏମଟି ରିବାର ମିଲ କୁ ଲୋକାର୍ପଣ କରିଛନ୍ତି । କମ୍ପାନୀର ୬ ଏମଟିପିଏ କ୍ଷମତା ବିଶିଷ୍ଟ ସମନ୍ୱିତ ଇସ୍ପାତ କମ୍ପ୍ଲେକ୍ସ ପରିସରରେ ଏହି ମିଲ୍‌ ଉଦଘାଟିତ ହୋଇଛି ।…

ଓଡ଼ିଶା ସମେତ ପାଞ୍ଚ ରାଜ୍ୟକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ଓଡ଼ିଶା ସମେତ ୫ଟି ରାଜ୍ୟକୁ ଗ୍ରୀଷ୍ମ ପ୍ରବାହ ଲାଗି 'ଅରେଞ୍ଜ ଆଲର୍ଟ' ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ଗୁରୁବାର ଏହି ଓ୍ୱାର୍ଣ୍ଣିଂ ଜାରି ହୋଇଛି। ପାଣିପାଗ ବିଭାଗର ବରିଷ୍ଠ ବୈଜ୍ଞାନିକ ଆର. କେ. ଜେନାମଣି କହିଛନ୍ତି ଯେ, ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା…