Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରବଳ ଖରା: ଏପ୍ରିଲ ୩୦ ପରେ ସ୍କୁଲ ଖୋଲିବ କି ନାହିଁ ଜବାବ ରଖିଲେ ମନ୍ତ୍ରୀ

ଭୁବନେଶ୍ୱର: ସାରା ଓଡ଼ିଶାରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଫଳରେ ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ବାଧ୍ୟ ହୋଇଛନ୍ତି। ନିଷ୍ପତ୍ତି ଅନୁୟାୟୀ, ୨୦୨୨ ଏପ୍ରିଲ ୩୦ ଯାଏ ସାମୟିକ ଭାବେ ସ୍କୁଲ ବନ୍ଦ କରିବାକୁ ସରକାର…

ସିଡିଏରେ ମିଶ୍ରଣକୁ ବିରୋଧ କରି ଆଠଗଡରେ ୧୨ ଘଣ୍ଟିଆ ବନ୍ଦ ପାଳନ

ଆଠଗଡ: କଟକ ଡେଭଲପମେଣ୍ଟ ଅଥରିଟି ବା ସିଡିଏ ଅଧୀନକୁ ଆସିବ ଆଠଗଡ ବ୍ଲକର ୭୧ଟି ପଞ୍ଚାୟତ । ରାଜ୍ୟ ସରକାର ନିକଟରେ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଥିଲେ। ସରକାରଙ୍କ ଏପରି ନିଷ୍ପତ୍ତିକୁ ବିରୋଧ କରି ଆଠଗଡରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି । ସକାଳ ୬ଟାରୁ ସଂଧ୍ୟା ୬ଟା ଯାଏ ବନ୍ଦ ପାଳନ…

ଭୁବନେଶ୍ୱର ଚିନ୍ତାମଣିଶ୍ୱରରେ ଚାଞ୍ଚଲ୍ୟ : ୧୫ମାସର ଶିଶୁକୁ ହତ୍ୟା ପରେ ବାପା-ମା’ଙ୍କ ଆତ୍ମହତ୍ୟା

ଭୁବନେଶ୍ୱର  : ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ୱର ଅଞ୍ଚଳରେ ଚାଞ୍ଚଲ୍ୟ । ୧୫ମାସର ଶିଶୁକନ୍ୟାକୁ ହତ୍ୟା ପରେ ବାପା-ମା’ଙ୍କ ଆତ୍ମହତ୍ୟା । ମୃତକ ତୁଷାର ରାଜେନ୍ଦ୍ର ଜଗତପ ଓ ପତ୍ନୀ ନିଲା ତୁଷାର ଜଗତପ୍‌ । ଥିବା ବେଳେ ଶିଶୁର ବୟସ ୧୫ ମାସ ବୋଲି ଜଣାପଡିଛି । ଖବର…

ଜଳୁଛି ଓଡ଼ିଶା, ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ

ଭୁବନେଶ୍ୱର : ଅସହ୍ୟ ଗରମରେ କଲବଲ ହେଉଛି ଓଡ଼ିଶା । ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତିରୁ ମୁକ୍ତି ମିଳିବନି ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଆଭ୍ୟନ୍ତର ଓଡ଼ିଶାରେ ସ୍ବାଭାବିକଠାରୁ ୩ରୁ ୫ ଡିଗ୍ରୀ, ଉପକୂଳରେ ୨ରୁ ୩…

ଆଜି ୧୨ ଘଣ୍ଟିଆ ଆଠଗଡ଼ ବନ୍ଦ : ଗାଡି ଚଳାଚଳ ସହ ଦୋକାନ ବଜାର ବନ୍ଦ

କଟକ: ଆଜି ଆଠଗଡ଼ରେ ବନ୍ଦ ଡାକରା ଦିଆଯାଇଛି। ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି ।  ଆଠଗଡ଼ ସୁରକ୍ଷା ମଞ୍ଚ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଆଠଗଡ଼ ବ୍ଲକର ୭୧ଟି ପଞ୍ଚାୟତ କଟକ ଉନ୍ନୟନ ସଂସ୍ଥା ଅଧିନକୁ ଯିବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଠଗଡ଼ ସଙ୍ଗଠନ ପକ୍ଷରୁ…

ନିଲମ୍ବିତ ଏଏସଆଇଙ୍କ ଘରେ ଭିଜିଲାନ୍ସ ରେଡ୍ : ୪ଟି ସ୍ଥାନରେ ଚଢ଼ାଉ

ମାଲକାନଗିରି : ମାଲକାନଗିରି ଜିଲ୍ଲାର ପୂର୍ବତନ ଏଏସଆଇ ଜୟଦାସ ଖରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଭିଜିଲାନ୍ସ ପକ୍ଷରୁ ମିଳିତ ଭାବେ ଏହି ଚଢ଼ାଉ କରାଯାଇଛି । ମାଲକାନଗିରି ସମେତ ଜୟଦାସଙ୍କ ବାସଭବନ, ନବରଙ୍ଗପୁର ଓ କୋରାପୁଟରେ ଚଢ଼ାଉ ଚାଲିଛି । ଚଢ଼ାଉ…

ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପର ସମୀକ୍ଷା କଲେ 5-T ସଚିବ

ଗଞ୍ଜାମ: ଗଜପତି ଛେଳିଗଡ଼ ଜଳ ବିଦ୍ୟୁତ ପ୍ରକଳ୍ପର ସମୀକ୍ଷା ପରେ ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ଓ 5-T ସଚିବ । ଘଟକେଶ୍ବର ଜଳସେଚନ ପ୍ରକଳ୍ପ ସ୍ଥଳୀକୁ ଯାଇ ନିର୍ମାଣର ଅଗ୍ରଗତୀ ସମ୍ପର୍କରେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି । ଜିଲ୍ଲାର ବୃହତ ଘଟେକେଶ୍ବର ଜଳସେଚନ…

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ଆରଏମସିର ମାର୍କେଟ ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର: ଆରଏମସିର ମାର୍କେଟ ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆରଏମସିର ମାର୍କେଟ ସରକାର ଭାବେ କାର୍ଯ୍ୟରତ ଗୟାଧର ସାହୁଙ୍କ ବାସଭବନ ଏବଂ ଭଡ଼ା ଦିଆଯାଇଥିବା ଘରେ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଥିବାର ଖବର ମିଳିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯାଜପୁର ଟାଉନ ଥାନା…

ଏଆଇପିଏଚ୍ ପାଇଲା ଆଉଟ୍‌ଷ୍ଟାଣ୍ଡିଂ ୟୁନିଭର୍ସିଟି ପୁରସ୍କାର

ଭୁବନେଶ୍ୱର: ଜନସ୍ୱାସ୍ଥ୍ୟ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଓଡ଼ିଶାର ପ୍ରଥମ ଉଚ୍ଚ ଶିକ୍ଷାନୁଷ୍ଠାନ ଏଆଇପିଏଚ୍ ବିଶ୍ୱବିଦ୍ୟାଳୟକୁ ‘ଆଉଟ୍‌ଷ୍ଟାଣ୍ଡିଂ ୟୁନିଭର୍ସିଟି’ ପୁରସ୍କାର ମିଳିଛି। ଶିକ୍ଷା କ୍ଷେତ୍ରରେ ସାମଗ୍ରିକ ଭାବେ ଉତ୍କର୍ଷ ପାଇଁ ‘ୱାର୍ଲ୍ଡ ଏଜୁକେସନ କଂଗ୍ରେସ’ ପକ୍ଷରୁ ଏହି…

ମାଓ ଅଂଚଳରେ ୪-ଜି ନେଟୱାର୍କ

ନୂଆଦିଲ୍ଲୀ : ମାଓ ଅଂଚଳରେ ଲାଗିବ ୪-ଜି ନେଟୱାର୍କ। ଏବେ ର ୨-ଜି ନେଟୱର୍କ ୪-ଜି କୁ ଉନ୍ନୀତ କରାଯିବ। ଦ୍ରୁତ ଇଂଟରନେଟ୍ ସହ ବେତାର ମୁଖ୍ଯସ୍ରୋତରେ ଯୋଡିହେବ ଏହି ସମସ୍ତ ପଛୁଆ ଅଂଚଳ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୟୁନିଭର୍ସାଲ…